Home

ମାଓବାଦୀ ଶିବିର ଧ୍ୱଂସ, ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ କୋଣ୍ଡାଗାଓଁ ଅଞ୍ଚଳରେ ରବିବାର ଯବାନମାନେ ମାଓବାଦୀ ଶିବିର ଧ୍ୱଂସ କରିବା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି। ଛତିଶଗଡ଼ ବସ୍ତର ଜିଲାରେ ସୁରକ୍ଷା ବାହିନୀ ଦ୍ୱାରା ଅପରେଶନ ଜାରିଥିବା ବେଳେ ସ୍ଥାନୀୟ ପୋଲିସ ଓ…

ଛେଳିକୁ ଗିଳିଦେଲା ଅଜଗର

ଖଲ୍ଲିକୋଟ,୨୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିର ୮ ନମ୍ବର ଓ୍ବାର୍ଡ ଶ୍ୟାମସୁନ୍ଦରପୁରରେ ରବିବାରରେ ଏକ ଛେଳିକୁ ଅଜଗର ସାପ ଗିଳି ଦେଇଥିବା ଦେଖିବାକୁ ମିଳିଛି। ଖଲ୍ଲିକୋଟ ଶ୍ୟାମସୁନ୍ଦରପୁର ଗ୍ରାମର ମା’ ବ୍ରାହ୍ମଣୀ ଦେବୀ ମନ୍ଦିର ନିକଟରେ ଛେଳି ଚାଷୀ…

ପ୍ରବଳ ବର୍ଷା ଯୋଗୁ ୩୬ ବିମାନ ଉଡାଣ ବାତିଲ

ମୁମ୍ବାଇ,୨୧।୭: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ପ୍ରବଳ ବର୍ଷା ହେତୁ ବିମାନ ସେବା ବ୍ୟାହତ ହୋଇଛି। ପିଟିଆଇ ଦ୍ୱାରା ଦିଆଯାଇଥିବା ସୂଚନା ଅନୁଯାୟୀ, ପାଣିପାଗକୁ ଦୃଷ୍ଟିରେ ରଖି ରବିବାର ମୁମ୍ବାଇ ବିମାନ ବନ୍ଦରରୁ ୩୬ଟି ବିମାନକୁ ବାତିଲ କରାଯାଇଛି। ଏଜେନ୍ସି ସୂତ୍ରରୁ ପ୍ରକାଶ…

‘ଛାଡପତ୍ର ସ୍ବର୍ଗରେ ସ୍ଥିର ହୋଇଥାଏ,ବିବାହ ନର୍କରେ’, ନତାଶା-ହାର୍ଦ୍ଦିକ ଅଲଗା ହେବା ପରେ…

ମୁମ୍ବାଇ,୨୧।୭: ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା(ଆରଜିଭି) ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକଙ୍କ ଅଲଗା ହେବାର ଘୋଷଣା ପରେ ଖୁବ ଶୀଘ୍ର ବିବାହ ଏବଂ ଛାଡପତ୍ର ସମ୍ପର୍କରେ ଏକ କ୍ରିପ୍ଟିକ ପୋଷ୍ଟ ଶେୟାର କରିଛନ୍ତି। ରାମ ଗୋପାଳ ବର୍ମା ତାଙ୍କ…

ଏଣିକି ଯାଞ୍ଚ ହେବ ସ୍କୁଲ ବସ୍‌, ଖିଲାପ ଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୧ା୭: ଏଣିକି ସ୍କୁଲ ବସ୍‌ରେ ନିୟମିତ ଯାଞ୍ଚ ହେବ। ସ୍କୁଲ ବସ୍‌ରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ବସ୍‌ ଭିତରେ ଅଗ୍ନି ନିରାପତ୍ତା ନିୟମ ଠିକ୍‌ ଭାବରେ…

ତୁର୍କୀରୁ ବିଦ୍ୟୁତ୍‌ ଆମଦାନୀ କରିବ ଇରାକ

ତେହରାନ,୨୧ା୭: ଇରାକ ବର୍ତ୍ତମାନ ତୁର୍କୀରୁ ଦେଶକୁ ବିଦ୍ୟୁତ୍‌ ଆମଦାନୀ କରିବ। ଏକ ବିବୃତ୍ତିରେ ଇରାକ ରବିବାର କହିଛି, ଏକ ନୂତନ ବିଦ୍ୟୁତ୍‌ ଲାଇନ ତୁର୍କୀରୁ ଏହାର ଉତ୍ତର ରାଜ୍ୟକୁ ଆଣିବ। ଦୀର୍ଘଦିନର ବିଦ୍ୟୁତ୍‌ ସରବରାହକୁ ହ୍ରାସ କରିବା ପାଇଁ ଶକ୍ତି ଅଧିକାରୀମାନେ…

ଜିତନ ରାମଙ୍କ ଟାର୍ଗେଟରେ ନୀତୀଶ କୁମାର

ପାଟନା,୨୧।୭: ଲୋକ ସଭା ନିର୍ବାଚନ ପରେ ବିହାରର ରାଜନୀତି, ବିଶେଷ କରି ଏନଡିଏ ଭିତରେ ପୁଣିଥରେ ପରିବର୍ତ୍ତନ ଆରମ୍ଭ ହୋଇଛି। ଗତ ଲୋକ ସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ ଜେଡିୟୁ ଏନଡିଏର ଏକ ଗଠନକାରୀ ଦଳ ଭାବରେ ଅତ୍ୟନ୍ତ…

ସାଙ୍ଗମାନଙ୍କ ସହ ପାହାଡ଼ ଉପରକୁ ବୁଲିବା ପାଇଁ ଯାଇଥିଲେ ଯୁବକ, ଖସିପଡ଼ି ଚାଲିଗଲା ଜୀବନ

ରାଇକିଆ,୨୧ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମଣ୍ଡାସରଠାରୁ ୫ କିମି ଦୂର ମଣ୍ଡକୁଟି ପାହାଡ଼ ଉପରୁ ଖସିପଡ଼ି ଯୁବକଙ୍କ ଜୀବନ ଯାଇଛି। ମୃତ ଯୁବକ ଜଣକ ହେଲେ ରାଇକିଆ ବଡ଼ାପଟା ସାହିର ବନ୍ଦନ ପ୍ରଧାନ। ସାଙ୍ଗମାନଙ୍କ ସହ ବୁଲିବା ପାଇଁ…

ସୂର୍ଯ୍ୟକୁମାର ଯାଦବ ନୁହେଁ, ଶୁବମନ ଗିଲ ଟିମ୍‌ ଇଣ୍ଡିଆର ଭବିଷ୍ୟତ

ନୂଆଦିଲ୍ଲୀ,୨୧।୭: ନିକଟରେ ସୂର୍ଯ୍ୟକୁମାର ଯାଦବଙ୍କୁ ଭାରତର ଟି-୨୦ ଦଳର ଅଧିନାୟକ କରାଯାଇଛି। ସେ ଶ୍ରୀଲଙ୍କା ଗସ୍ତରେ ଦଳର ଅଧିନାୟକ ହେବେ। ରୋହିତ ଶର୍ମା ଟି -୨୦ ଇଣ୍ଟରନ୍ୟାସନାଲରୁ ଅବସର ନେବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ପରେ ଜଣାପଡୁଛି ଯେ…

ଦୀର୍ଘବର୍ଷ ଧରି ବନ୍ଦ ହୋଇପଡ଼ିଛି ପ୍ରାଣୀ ଚିକିତ୍ସା ସହାୟକ କେନ୍ଦ୍ର

ମୋରଡ଼ା,୨୧ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଜନସାଧାରଣ ପ୍ରାୟତଃ ପଶୁ ସମ୍ପଦ ଓ ଚାଷକାର୍ଯ୍ୟ ଉପରେ ନିର୍ଭର କରି ଜୀବନଯାପନ କରନ୍ତି। ଅଧିକାଂଶ ଲୋକ ଗୋରୁ, ଛେଳି, ମେଣ୍ଢା ଇତ୍ୟାଦି ପାଳନ କରନ୍ତି। ସେହିପରି ଗୋରୁଙ୍କୁ ଚାଷକାର୍ଯ୍ୟରେ ନିୟୋଜିତ କରିବା…

ସଂସଦରେ ଆସ୍ଥା ଭୋଟରେ ଜିତିଲେ ଓଲି

କାଠମାଣ୍ଡୁ,୨୧।୭: ନେପାଳର ନୂତନ ଭାବେ ନିଯୁକ୍ତ ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଆଜି (ଜୁଲାଇ ୨୧) ରବବାର ସଂସଦରେ ଟ୍ରଷ୍ଟ ଭୋଟ ଜିତିଛନ୍ତି। ବରିଷ୍ଠ କମ୍ୟୁନିଷ୍ଟ ନେତା ଓଲି ଏକ ସପ୍ତାହ ପୂର୍ବରୁ କ୍ୟାବିନେଟର ଅନ୍ୟ ୨୧ ଜଣ ସଦସ୍ୟଙ୍କ ସହ…

ଗଛ ଉପୁଡ଼ି ମୁଖ୍ୟରାସ୍ତାରେ ପଡ଼ିଲା, ଯାତାୟାତ ବାଧାପ୍ରାପ୍ତ

ମାଥିଲି,୨୧ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମୁଖ୍ୟ ରାସ୍ତା ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲା ମାଥିଲି ବ୍ଲକଠାରୁ କିଆଙ୍ଗ ଓ ଛତିଶଗଡ଼କୁ ସଂଯୋଗ କରୁଥିବା କୋରାପଲ୍ଲୀ ଗଁା ନିକଟରେ ମୁଖ୍ୟ ରାସ୍ତାରେ ଏକ ବିରାଟକାୟ ତେନ୍ତୁଳିଗଛ ରାସ୍ତା ମଝିରେ ଉପୁଡ଼ି ପଡ଼ିବାରୁ ଯାତାୟାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri