ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପୂର୍ବତନ ଉପବାଚସ୍ପତି
ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): ଜାତିର ପିତା ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମଦିନ ଅବସରରେ ଦାରିଙ୍ଗବାଡ଼ି ଚାରିଛକ ଚଳଚଞ୍ଚଳ ହୋଇପଡ଼ିଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଇଥିବାବେଳେ ଚାରିଛକରେ ଥିବା…
ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର, ଆଉ ତା’ ପରେ…
ପାଟ୍ନା,୨ା୧୦: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ପାଣିକୁ ଖସିପଡ଼ିଛି। କୁହାଯାଉଛି, ଏହି ହେଲିକପ୍ଟରଟି ବନ୍ୟା ରିଲିଫ୍ ସାମଗ୍ରୀ ନେଇ ପକାଇବାକୁ ଯାଇଥିବା ବେଳେ ମୁଜାଫରପୁରର ଅରାଇସ୍ଥିତ ଘନଶ୍ୟାମପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ଦୁଇଜଣ ପାଇଲଟଙ୍କ…
ପରିବେଶ ସ୍ବଚ୍ଛତା ପାଇଁ ବନବିଭାଗ ଦେଲା ମନ୍ତ୍ର
ବ୍ରାହ୍ମଣୀଗାଁ,୨।୧୦(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବକ୍ଳ ବ୍ରାହ୍ମଣୀଗାଁ ରାଜୀବଗାନ୍ଧୀ ସେବା କେନ୍ଦ୍ର ପରିସର ମଧ୍ୟରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ମହାତ୍ମା ଗାନ୍ଧୀଙ୍କ ଫାଟେ ଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ତାଙ୍କୁ ସ୍ମରଣ କରାଯାଇଥିଲା। ଏହି ଅବସରରେ ସ୍ବତନ୍ତ୍ର ଗ୍ରାମସଭା…
ବିଧବାଙ୍କ ମୁଣ୍ଡ ଉପରେ ୪ ସନ୍ତାନ ବୋଝ: ସହାୟତା ପାଇଁ ଦାବି
କର୍ଲାମୁଣ୍ଡା,୨।୧୦(ପ୍ରଦୀପ କୁମାର ସାହୁ):ଜଣେ ଅଳ୍ପ ବୟସ୍କ ମହିଳାଙ୍କ କାନ୍ଧରେ ୪ ସନ୍ତାନର ବୋଝ। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଂଜା ଗାଁର ସ୍ବର୍ଗତ ଚୁଡାମଣୀ ସେଲମା (୩୫) ସ୍ତ୍ରୀ ସୁମିତ୍ରା ସେଲମା( ୩୦) ବଡ଼ ଝିଅ ପ୍ରତିଜ୍ଞା ସେଲମା( ୧୩) ସପ୍ତମ…
ହୁତୁହୁତୁ ହୋଇ ଜଳିଗଲା ହାଇୱା,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
କେସିଙ୍ଗା,୨।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାରେ ନିର୍ମାଣଧୀନ ଓଭର ବ୍ରିଜରେ ଏକ ଅଘଟଣ ଘଟିଛି। ଏଠାରେ ଥିବା ଏକ ହାଇଓ୍ବାରେ ବୁଧବାର ବିଦ୍ୟୁତ ତାର ଲାଗି ଜଳଳିଯାଛି। ଫଳରେ ଲକ୍ଷ୍ୟାଧିକ ଟଙ୍କା ନଷ୍ଟ ହୋଇଛି। ଝାରସୁଗୁଡ଼ାରୁ ଏହି ହାଇଓ୍ବାରେ ଓଭର ବ୍ରିଜ…
‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ସାମିଲ ହେଲେ ମନ୍ତ୍ରୀ ଗୋକୁଳାନନ୍ଦ
ବୁଗୁଡ଼ା୨/୧୦/୨୪(କାଳିଚରଣ ଦାଶ): ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ତଥା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଯୁବସାଥିଙ୍କ ସହ ବୁଗୁଡ଼ା ବ୍ଲକର ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନ ସ୍ଥଳୀ ବୁଦ୍ଧଖୋଲ ପରିସରରେ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ…
ଗୋଠଛଡା ଦନ୍ତାକୁ ଟ୍ରାଙ୍କୁଲାଇଜ କଲା ବନବିଭାଗ: ଲଗାଗଲା ରେଡିଓକୁଲାର
ବଣାଇଁ, ୨।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳରେ ଉତ୍ପାତ ମଚାଇ ଚାଲିଥିବା ଏକ ଗୋଠଛଡା ଦନ୍ତାର ପରିଶେଷରେ ବନବିଭାଗ ପକ୍ଷରୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି l ଏବେ ଟ୍ରାକିଂ ଏବଂ ପରବର୍ତ୍ତୀ ସମୟରେ ଆବଶ୍ୟକ ସ୍ଥଳେ ସ୍ଥାନାନ୍ତରିତ କରାଯିବ…
ମା’ଙ୍କୁ ମାରି ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ପୁଅ: ଫାଶୀଦଣ୍ଡ ହାଇକୋର୍ଟରେ କାଏମ
ମୁମ୍ବାଇ, ୨।୧୦:୨୦୧୭ ଅକ୍ଟୋବର ୨୮ରେ ମହାରାଷ୍ଟ୍ରର କୋହ୍ଲାପୁରସ୍ଥିତ ମାକଡ୍ଓ୍ବାଲା ବସାହାତ ଅଞ୍ଚଳରେ ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସୁନୀଲ କୁଚ୍କରୋଭି ନାମକ ଜଣେ ବ୍ୟକ୍ତି ନିଜର ୬୩ ବର୍ଷୀୟ ମା’ଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ। ଏହାପରେ ସେ…
ଗୋଟିଏ ଗଛରେ ଏକାଠି ଝୁଲିପଡ଼ିଲେ ପ୍ରେମୀଯୁଗଳ: ବଢୁଛି ସନ୍ଦେହ
ଅତାବିରା,୨।୧୦(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ବିନ୍ଧ୍ୟବାସିନୀ ପାହାଡର ଏକ ଖଇର ଗଛରେ ପ୍ରେମୀଯୁଗଳଙ୍କ ମୃତଦେହ ଝୁଲିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବୁଧବାର ସକାଳୁ ଏହି ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ମୃତ ପ୍ରେମୀଯୁଗଳ ଭେଡେନ ବ୍ଲକ…
ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଭାଜପା ରାଜ୍ୟ ସଭାପତି
ତିହିଡି,୨।୧୦:ପବିତ୍ର ଗାନ୍ଧୀ ଜୟନ୍ତୀରେ ତିହିଡି ବ୍ଲକ ଅଧୀନ ପିରହାଟ କାଳିପଡିଆସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମାଲ୍ୟାର୍ପଣ କରିଛନ୍ତି। ଭାଜପା ପକ୍ଷରୁ ପାଳିତ ହେଉଥିବା ସେବା ପକ୍ଷ ଅବସରରେ ସଭାପତି ସାମଲ ବୁଧବାର ସକାଳେ ପିରହାଟ…
ପର ହେଲା ପରିବାର, ବରିଷ୍ଠ ନାଗରିକ ନିବାସ ନୂଆ ଜୀବନ
ମହାକାଳପଡ଼ା, ୨/୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ସମୟ ବଦଳିବା ସାଙ୍ଗକୁ ପରିବାର ପରିବର୍ତ୍ତନ ଦେଖାଦେଉଛି। ଯେଉଁ ମା’ବାପା ଦିନେ ପିଲାଟିକୁ ଜନ୍ମ ଦେଇ ତା’ର ଭବିଷ୍ୟତର ଶୁଭ ଚିନ୍ତନ କରୁଥିଲେ। ସେହି ପିଲା ବଡ଼ ହେବା ପରେ ନିଜ ଜନ୍ମ କଲା ମା’ବାପାଙ୍କୁ ପର…
ଏଲ୍ଏସିରେ ଅସ୍ବାଭାବିକ ସ୍ଥିତି: ମାନିଲେ ସେନାମୁଖ୍ୟ
ନୂଆଦିଲ୍ଲୀ,୨ା୧୦(ପି.ଟି.)”ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି)ରେ ସ୍ଥିତି ସ୍ଥିର ରହିଥିଲେ ମଧ୍ୟ ସ୍ବାଭାବିକ ନ ଥବା ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର କହିଛନ୍ତି। ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ମୁହଁାମୁହିଁ ସ୍ଥିତି…
Archives


