ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…
କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ମମତା କହିଛନ୍ତି ଯେ ଉପନିର୍ବାଚନ ହୋଇନାହିଁ ଏବଂ EVMରେ…
କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ
ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଯିବାକୁ ନେଇ ଫଲାହାରୀ ମହାରାଜଙ୍କ ପକ୍ଷରୁ ଏକ ଗୁରୁତର ଦାବି…
ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….
ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଘୋଷଣା କରିଛନ୍ତି । ଗୁରୁବାର ପୂର୍ତ୍ତ ବିଭାଗ ପକ୍ଷରୁ…
କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ
ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳର କର୍ମୀମାନେ ଆନନ୍ଦପୁର ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ହାଟିବନ୍ଧୁ ଖୁଣ୍ଟିଆ…
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର
ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍ରୁମ୍ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍ରୁମ୍ ଏବେ କେବଳ ନାମକୁ ରହିଯାଇଛି। କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ନୀଲିପଡ଼ା ସରକାରୀ…
ଟ୍ରେନ୍ ଟ୍ରାକ୍ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍ ରଖି…
ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍ ଟ୍ରାକ୍ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଲୋଇସିଂହା ଅଞ୍ଚଳର ତେନ୍ତୁଳିଖୁଣ୍ଟି ଗ୍ରାମର ସୁଦର୍ଶନ ପଟେଲ(୨୩) ବୋଲି ସୂଚନା ମିଳିଛି। ଘଟଣା…
ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଛି । ସେ ମୁଖ୍ୟମନ୍ତ୍ରୀଙ୍କ ବିଶ୍ବସ୍ତ ରହିଥିବା ନେଇ ଚର୍ଚ୍ଚା…
ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ
ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା ବନ୍ଦ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି। ରାଜ୍ୟବାସୀଙ୍କ ଗଣତାନ୍ତ୍ରିକ ଅଧିକାର, ସାମ୍ବିଧାନିକ…
ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍ ଛାଡ଼ିଦେଲେ…
ନୂଆଦିଲ୍ଲୀ,୮।୧୧: ଆଇପିଏଲ୍ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ଫିଲ୍ଡିଂ କୋଚ ବ୍ରାଡ ହାଡିନ ଏବଂ ପେସ ବୋଲିଂ କୋଚ ଜେମ୍ସ…
ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…
ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ମାଳପାଟଣା ଗ୍ରାମରେ। ମୃତକ ହେଉଛନ୍ତି ମାଳପାଟଣା ଗ୍ରାମର ନିରଞ୍ଜନ ସାହୁ। ନିରଞ୍ଜନ ଗତକାଲି…
ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା
ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି ଚତୁର୍ଥ ଦିନରେ ପହଞ୍ଚିଛି। ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘ (ଓବିକେଏମ) ପକ୍ଷରୁ ସୋମବାରଠାରୁ…
ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍ର ଅଧିନାୟକ ହେଲେ ମେଣ୍ଡିସ୍
କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ ଶ୍ରୀଲଙ୍କା ନିଜ ଘରୋଇ ମାଟିରେ ଭାରତ ବିପକ୍ଷ ଟେଷ୍ଟ ସିରିଜ୍ରେ ୦-୧ରେ ପରାଜିତ…

