ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ
ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ ହୋଇଛି । ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି…
ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ
ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ ବିରୋଧରେ ଚାଲିଥିବା ଏକ ମାମଲାର ବିଚାର କରି ତାଙ୍କୁ ୩ବର୍ଷ କାରାଦଣ୍ଡ ଏବଂ…
ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…
ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର ଝିଅକୁ ବଳାତ୍କାର ଉଦ୍ୟମ କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଗୁରୁବାର ଏନେଇ…
‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!
ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ ବିତର୍କ ସୃଷ୍ଟି କରିଛି। ସେ କହିଛନ୍ତି ଯେ ଯଦି କେବେ ଆରଏସଏସର ମତାମତ…
ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ
ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ ଆସୁଥିବା ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଘଟଣା ସ୍ଥଳରେ ହିଁ…
କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ
ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ ଦେଇ ନଥିଲେ। ଭାଜପାରେ ଯୋଗଦେବାର ନିଷ୍ପତ୍ତି ପାଇଁ ସେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ…
ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ
ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ ତୀବ୍ର ହୋଇଛି। ଉତ୍ତରାଖଣ୍ଡ କଂଗ୍ରେସ ୟୁନିଟ ଏବଂ ବରିଷ୍ଠ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ…
ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…
ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ସୁଖବୀର ବାଦଲଙ୍କ ପତ୍ନୀ ହରସିମରତ କୌର ବାଦଲଙ୍କ ସହ…
ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ
ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍ଷ୍ଟାଣ୍ଡଠାରୁ ଏକ ଶୋଭାଯାତ୍ରା ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ସେଠାରେ ୨୪ ଘଣ୍ଟିଆ…
‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ
ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଦାବି କରିବା ବିବୃତ୍ତିର ଜବାବ ଦେଇଥିଲେ। ଇରାନର ବୈଦେଶିକ…
ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…
ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଜାତୀୟ ସୁଇମିଂ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ତିନୋଟି ଗୋଲଡ ମେଡାଲ…
Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…
ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ ଅନୁଯାୟୀ କରାଯିବ। ଏୟାର ଇଣ୍ଡିଆ କହିଛି ଯେ ତାଲିମ ଏବଂ ଉଡ଼ାଣ ଦାୟିତ୍ୱ…

