ଫାଇନାଲରେ ଅଲକାରାଜ
ପ୍ୟାରିସ, ୮।୬: ତୃତୀୟ ସିଡ୍ ସ୍ପେନ୍ର କାର୍ଲୋସ ଅଲ୍କାରାଜ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ୫ ସେଟ୍ ବିଶିଷ୍ଟ ଏକ କଡ଼ା ମୁକାବିଲାରେ ଅଲ୍କାରେଜ ଦ୍ୱିତୀୟ ସିଡ୍ ଇଟାଲିର ଜାନିକ…
ଜାତୀୟ ଶକ୍ତିଉତ୍ତୋଳନ ପାଇଁ ଓଡ଼ିଶା ଦଳ
ଭୁବନେଶ୍ୱର, ୮ା୬ (ବିଜୟ ରଣା): ରାଜସ୍ଥାନର ଶୀଗଙ୍ଗନଗରଠାରେ ପାଓ୍ବାର ଲିଫ୍ଟିଂ ଇଣ୍ଡିଆ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଜାତୀୟ ସବ୍-ଜୁନିୟର ଓ ଜୁନିୟର ଶକ୍ତିଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାର ୨୫ ଜଣିଆ ଦଳ ଭାଗ ନେଉଛି। ତନ୍ମଧ୍ୟରେ ୧୪ଜଣ ପୁରୁଷ ଓ ୧୦ ମହିଳା…
ରାଜ୍ୟ ହ୍ୟାଣ୍ଡବଲ ଚାମ୍ପିୟନଶିପ୍ ଆରମ୍ଭ
କେନ୍ଦୁଝର,୮ା୬,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଠାରେ ଶୁକ୍ରବାର ସାରୁ ୩୭ତମ ରାଜ୍ୟସ୍ତରୀୟ ମହିଳା ଓ ପୁରୁଷ ହ୍ୟାଣ୍ଡବଲ୍ ଚାମ୍ପିୟନଶିପ ଆରମ୍ଭ ହୋଇଛି। ମୁଖ୍ୟ ଅତିଥିଭାବେ ରାଜ୍ୟସଭା ସଦସ୍ୟ ତଥା ପୂର୍ବତନ ଜାତୀୟ ହ୍ୟାଣ୍ଡବଲ ଖେଳାଳି ସୁବାଶିଷ ଖୁଣ୍ଟିଆ ଯୋଗଦେଇ ଉଦ୍ଘାଟନ କରିଥିଲେ। ପ୍ରବଳ…
କିରଣ ଭାରତୀୟ ଦଳର କୋଚ୍
ଭୁବନେଶ୍ୱର, ୮।୬,(ତପନ ସ୍ବାଇଁ): ଓଡ଼ିଶାର ପ୍ରଥମ ମହିଳା ଗ୍ରାଣ୍ଡମାଷ୍ଟର (ଡବ୍ଲ୍ୟୁଜିଏମ୍) କିରଣ ମନୀଷା ମହାନ୍ତିଙ୍କୁ ମିଳିଛି ଆଉ ଏକ ଗୁରୁଦାୟିତ୍ୱ। କାଜାଖସ୍ତାନର ଅଲ୍ମାଟିରେ ହେବାକୁଥିବା ଏସିଆନ ୟୁଥ୍ ଚେସ୍ ଚାମ୍ପିୟନଶିପ୍ ପାଇଁ ସେ ଭାରତୀୟ ଦଳର କୋଚ୍ ମନୋନୀତ ହୋଇଛନ୍ତି। ପ୍ରତିଯୋଗିତା…
ନିଟ୍ ପରୀକ୍ଷାରେ ଜିନ୍ଦେଗୀ ଫାଉଣ୍ଡେଶନର ବାଜିମାତ୍
ଭୁବନେଶ୍ୱର,୮।୬: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିନ୍ଦେଗୀ ଫାଉଣ୍ଡେଶନର ଛାତ୍ରୀଛାତ୍ରମାନେ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ ବା ନିଟ୍(ୟୁଜି) ୨୦୨୪ ପରୀକ୍ଷା ଫଳାଫଳରେ ଉଲ୍ଲେଖନୀୟ ସଫଳତା ସହ ବାଜିମାତ୍ କରିଛନ୍ତି। ଏପରିକି ୨୦୨୪ରେ ଫାଉଣ୍ଡେଶନର ୨୦ ଜଣ ଛାତ୍ର ସଫଳତାର…
ବଜାରରେ ହସ୍କଭର୍ନାର ନୂତନ ମଡେଲ
ଭୁବନେଶ୍ୱର,୮।୬: ହସ୍କଭର୍ନା ମୋଟରସାଇକେଲର ନୂତନ ମଡେଲ ‘ଭିଟ୍ପିଲେନ୍-୨୫୦ ଏବଂ ସର୍ଟପିଲେନ୍ ୪୦୧’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ହସ୍କଭର୍ନା ମୋଟରସାଇକେଲ ନିକଟରେ କେଟିଏମ୍ ଇଣ୍ଡିଆ ସହ ସହଭାଗିତା ସ୍ଥାପନ କରିଥିଲାବେଳେ ଉଭୟ କମ୍ପାନୀ ଏଚ୍ଡିଏଫ୍ସି ବ୍ୟାଙ୍କ ଜରିଆରେ ଏହାର ବ୍ୟବସାୟିକ…
ତନିସ୍କର ଶତ ପ୍ରତିଶତ ଗୋଲ୍ଡ ଏକ୍ସଚେଞ୍ଜ ପ୍ରୋଗ୍ରାମ
ଭୁବନେଶ୍ୱର,୮।୬: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଜାତୀୟସ୍ତରର ଗହଣା ରିଟେଲ ବ୍ରାଣ୍ଡ୍ ‘ତନିସ୍କ’ର ବହୁ ପ୍ରତୀକ୍ଷିତ ଅଫର ‘ଗୋଲ୍ଡ ଏକ୍ସଚେଞ୍ଜ ପ୍ରୋଗ୍ରାମ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସୁନାର ବର୍ଦ୍ଧିତ ଦର ମଧ୍ୟରେ ଗହଣା ରିଟେଲ ବ୍ରାଣ୍ଡ୍ ତନିସ୍କ…
ଏସିଆନ ପେଣ୍ଟସ୍ର ନୂତନ ଅଭିଯାନ
ଭୁବନେଶ୍ୱର, ୮।୬: ଭାରତର ଅଗ୍ରଣୀ ପେଣ୍ଟ ଆଣ୍ଡ ଡେକୋର କମ୍ପାନୀ ‘ଏସିଆନ ପେଣ୍ଟସ’ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୫ରୁ ୧୪ ବର୍ଷ ବୟସର ଯୁବ କ୍ରିକେଟ ଉତ୍ସାହୀଙ୍କ ପାଇଁ ‘କ୍ରିକେଟ ସ୍କଲାରସିପ ପାୱରଡ ବାଇ ନିଓଭାରତ’ର ଶୁଭାରମ୍ଭ…
ଜୁନ୍ ୧୨ରେ ବିଓଆଇର ସମ୍ଝୋତା ଦିବସ
ଭୁବନେଶ୍ୱର, ୮।୬: ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ସମ୍ଝୋତା ଦିବସ’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶବ୍ୟାପୀ ବିଓଆଇର ସମସ୍ତ ଶାଖା, ଅଞ୍ଚଳ ଏବଂ ଏଫ୍ଜିଏମ୍ଓରେ ଏକକାଳୀନ ସମାଧାନ (ଓଟିଏସ୍) କାର୍ଯ୍ୟକ୍ରମ ମାଧ୍ୟମରେ ଋଣଗ୍ରହୀତାମାନଙ୍କର ଏନ୍ପିଏ ଆକାଉଣ୍ଟଗୁଡିକର…
ଟ୍ରେଣ୍ଡସ୍ ପକ୍ଷରୁ ମେଧାବୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୮।୬: ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍ ସ୍ପେଶାଲିଟି ଚେନ୍ ‘ଟ୍ରେଣ୍ଡସ୍’ର ଓଡ଼ିଶା ୟୁନିଟ୍ ପକ୍ଷରୁ ଚଳିତ ବର୍ଷ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରୀଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର…
ଫର୍ଚୁନ୍ର ନୂତନ ଅଭିଯାନ
ଭୁବନେଶ୍ୱର, ୮।୬: ଦେଶର ପ୍ରମୁଖ ଖାଇବା ତେଲ ‘ଫର୍ଚୁନ’ର ନୂତନ ଅଭିଯାନ ବନାଓ କୁଛ୍ ହଟ୍କେର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଫର୍ଚୁନ ସୋୟା ଚଙ୍କ୍ସ ପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନରେ ସୋୟା ଚଙ୍କ୍ସକୁ ନେଇ ବିଭିନ୍ନ…
କିଏ ହେବେ ମୁଖ୍ୟମନ୍ତ୍ରୀ, ହେଲା ସ୍ପଷ୍ଟ
ଭୁବନେଶ୍ୱର, ୮।୬(ସୁନିତ୍ ମିଶ୍ର): ଓଡ଼ିଶାରେ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ବିଜେଡିକୁ ହରାଇ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭାହୋଇ ସରକାର ଗଠନ ଦିଗରେ ଅଗ୍ରସର ହୋଇଛି। ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋର୍ଦାର ଚାଲିଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ…
Archives


