ଗଛରେ ପିଟି ହେଲା ଆମ୍ବୁଲାନ୍ସ, ଚାଲିଗଲା ରୋଗୀଙ୍କ ଜୀବନ
ଯାଜପୁର,୧୯ା୭: ଯାଜପୁର ଜିଲା ବିଞ୍ଝାରପୁର ଥାନା ବରହମପୁର ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଆମ୍ବୁଲାନ୍ସ ଜଣେ ରୋଗୀଙ୍କ ସମେତ ତାଙ୍କର ୩ ସମ୍ପର୍କୀୟଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଚିକିତ୍ସା ପରେ ଧରି ଫେରୁଥିଲା। ବରହମପୁର ନିକଟରେ…
ବସିଲା ଭାଜପାର ରାଜ୍ୟ ପଦାଧିକାରୀ ବୈଠକ
ପୁରୀ,୧୯ା୭: ଶୁକ୍ରବାର ପୁରୀରେ ଭାଜପାର ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ ହୋଇଛି। ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ପଦାଧିକାରୀ ବୈଠକ ବସିଥିବା ଜଣାପଡ଼ିଛି। ଉକ୍ତ ବୈଠକରେ ରାଜ୍ୟ ଭାଜପାର ସମସ୍ତ ପଦାଧିକାରୀ ସାମିଲ ହୋଇଛନ୍ତି। ରାଜ୍ୟ ସଂଗଠନ ସାଧାରଣ ସମ୍ପାଦକ,…
ଅଧାରୁ ଏହିସବୁ କ୍ରିକେଟର୍ଙ୍କ ହାତ ଛାଡିଦେଇଥିଲେ ସ୍ତ୍ରୀ : ନାଁ ଜାଣିଲେ ହେବେ ଚକିତ
ଭାରତରେ ବିବାହ ଏକ ପବିତ୍ର ବନ୍ଧନ ଭାବରେ ବିବେଚନା କରାଯାଏ। ବିବାହକୁ ୭ ଜନ୍ମର ବନ୍ଧନ ବୋଲି କୁହାଯାଏ। ବେଳେବେଳେ ଏହାକୁ ବଜାୟ ରଖିବା କଷ୍ଟକର ହୋଇଯାଏ ଏବଂ ସ୍ବାମୀ-ସ୍ତ୍ରୀଙ୍କୁ ଅଲଗା ହେବାକୁ ପଡେ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା…
ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେନି ବାଇଡେନ୍
ଓ୍ବାଶିଂଟନ,୧୯ା୭: ଆସନ୍ତା ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ୍ ପଛକୁ ଫେରିଯିବେ ବୋଲି ଜଣାପଡ଼ିଛି। ଅର୍ଥାତ୍ ବାଇଡେନ୍ ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ ନାହିଁ। ଏକ ରିପୋର୍ଟରୁ ପ୍ରକାଶ ଯେ, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ ରାଷ୍ଟ୍ରପତି ପଦ…
ଗମ୍ଭୀରଙ୍କ ପାଇଁ ୭ ବର୍ଷେ ଏହି କାମ କରିବେ ବିରାଟ କୋହଲି
ନୂଆଦିଲ୍ଲୀ,୧୯।୭: ଟିମ ଇଣ୍ଡିଆର ନୂତନ କୋଚ ଗୌତମ ଗମ୍ଭୀର ଶ୍ରୀଲଙ୍କା ଗସ୍ତରୁ ତାଙ୍କ କାର୍ଯ୍ୟକାଳ ଆରମ୍ଭ କରିବାକୁ ଯାଉଛନ୍ତି। ଗମ୍ଭୀର ନିଜ ପ୍ରଥମ ଗସ୍ତକୁ ଜିତିବାକୁ ସମସ୍ତ ପ୍ରକାର ପ୍ରୟାସ କରୁଛନ୍ତି। ସେ ଚୟନକର୍ତ୍ତାଙ୍କ ସହ ଟି-୨୦ ଏବଂ ଦିନିକିଆ ସିରିଜ…
ନତାଶାଙ୍କୁ ୩ଥର ବିବାହ କରିଥିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୧୯।୭: ଭାରତୀୟ କ୍ରିକେଟର୍ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସର୍ବିଆ ମଡେଲ ନତାଶା ଷ୍ଟାନକୋଭିକ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରି ଉଭୟ ସେମାନଙ୍କ ପ୍ରଶଂସକଙ୍କୁ ସେମାନଙ୍କ ଅଲଗା ବିଷୟରେ ସୂଚନା ଦେଇଛନ୍ତି। ଉଭୟ ନିଜ ସମ୍ପର୍କ…
ବାଲିରେ ହେଉଛି ନଦୀବନ୍ଧ ଉନ୍ନତୀକରଣ
ବ୍ରହ୍ମବରଦା,୧୯ା୭(ଯଯାତି କେଶରୀ ବେହେରା): ଜାରକା ଜଳସମ୍ପଦ ଡିଭିଜନ ଅନ୍ତର୍ଗତ ବନ୍ଧଡ଼ିହ ପ୍ରାଥମିକ ବିଦ୍ୟାଳୟ ନିକଟ ନଦୀବନ୍ଧକୁ ସୁଦୃଢୀକରଣ କରାଯାଉଛି। ଯେପରିକି ବ୍ରାହ୍ମଣୀ ନଦୀରେ ବନ୍ୟା ଆସିଲେ ଘାଇ ସୃଷ୍ଟି ନ ହୁଏ ଏବଂ ଧନ ଜୀବନ ନଷ୍ଟ ନ ହୁଏ ସେଥିପାଇଁ…
ୟୁପିରେ ହେବ ବଡ଼ ପରିବର୍ତ୍ତନ: ୫ ବଡ଼ ନେତାଙ୍କୁ ଲକ୍ଷ୍ନୌ ନ ଛାଡିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୯।୭: ଆଜିକାଲି ଉତ୍ତରପ୍ରଦେଶର ରାଜନୈତିକ ତାପମାତ୍ରା ବୃଦ୍ଧି ପାଉଛି। ଜୁଲାଇ ୨୦ ଏବଂ ରବିବାର ଜୁଲାଇ ୨୧ରେ ଲକ୍ଷ୍ନୌରେ ରାଷ୍ଟ୍ରିୟ ସ୍ବୟଂ ସେବାକ ସଂଗଠନ (ଆରଏସଏସ) ଏବଂ ଭାଜପାର ଏକ ବଡ ବୈଠକ ଅନୁଷ୍ଠିତ ହେବ। ଆରଏସଏସ ସହ-କାର୍ଯ୍ୟବାହକ ଅରୁଣ କୁମାର…
ଜୋତା ଲୁଚାରେ ଏତିକି ଟଙ୍କା ଦେଇଥିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣିଲେ ଉଡିଯିବ ହୋଶ୍: ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୧୯।୭: ଟିମ ଇଣ୍ଡିଆର ତାରକା ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ଏକ ଖରାପ ସମୟ ଦେଇ ଗତି କରୁଛନ୍ତି। ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ଛାଡପତ୍ର ହୋଇଛି। ଏନେଇ ଉଭୟ ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଛନ୍ତି। ହାର୍ଦ୍ଦିକ ୨୦୨୦ରେ…
ରୁଷିଆରେ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
ମସ୍କୋ,୧୯ା୭: ରୁଷିଆରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ କରିଛି। ଦିଲ୍ଲୀରୁ ସାନ୍ ଫ୍ରାନ୍ସିସ୍କୋ ଯାଉଥିବା ବେଳେ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ରୁଷିଆର କ୍ରାସ୍ନୋୟାର୍ସ୍କ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏଆଇ-୧୮୩ ବିମାନ ଅବତରଣ କରିଥିଲା। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏୟାର…
ବଞ୍ଚିବା ପାଇଁ ରାହା ଖୋଜୁଛନ୍ତି ଭାଗ୍ୟଧର
ଡେରାବିଶ,୧୯ା୭ (ବେବର୍ତ୍ତା ଅଜୟ ଦାସ): ରାଜମିସ୍ତ୍ରି ଭାବେ କାର୍ଯ୍ୟ କରି ବିଭିନ୍ନ ଲୋକଙ୍କ ଘରକୁ ନିର୍ମାଣ କରିବା ସହ ନୂତନ ଘରେ ବସବାସ ପାଇଁ ସୁଯୋଗ ସୃଷ୍ଟି କରୁଥିଲେ। ମାତ୍ର ହଠାତ୍ ସ୍ବାସ୍ଥ୍ୟଗତ କାରଣରୁ ନିଜ ଘର ଏବେ ଉଜୁଡି ଯିବାକୁ…
ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, କୋରାପୁଟ-ସୁନାବେଡ଼ା ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ
କୋରାପୁଟ/ଡୁମୁରିପୁଟ,୧୯ା୭(ଅମିତାଭ ବେହେରା/ସନ୍ତୋଷ ପାତ୍ର): ଶୁକ୍ରବାର ସକାଳେ ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଏକ ସିମେଣ୍ଟ ବୋଝଇ ଟ୍ରକ୍ ଭାରସାମ୍ୟ ହରାଇ ଡୁମୁରିପୁଟ ନିକଟ ୨୬ ନଂ ଜାତୀୟ ରାଜପଥ ଉପରେ ଓଲଟି ପଡ଼ିଛି। ଫଳରେ କୋରାପୁଟ – ସୁନାବେଡ଼ା ମଧ୍ୟରେ ଗାଡ଼ି ଚଳାଚଳ…
Archives


