ଆମେରିକା ରାଷ୍ଟ୍ରପତିଙ୍କ ଶତ୍ରୁ ସାଜିଲେ ବନ୍ଧୁ ଓବାମା
ଓ୍ବାଶିଂଟନ୍,୧୯।୭: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନଙ୍କ ପ୍ରାର୍ଥୀତ୍ୱକୁ ନେଇ ପ୍ରଶ୍ନ ବଢୁଛି। ୱାଶିଂଟନ ପୋଷ୍ଟ ଅନୁଯାୟୀ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ମଧ୍ୟ ବାଇଡେନଙ୍କ ଦାବି ଉପରେ ପ୍ରଶ୍ନ ଉଠାଇଛନ୍ତି। ଓବାମା ତାଙ୍କ ସହାୟକମାନଙ୍କୁ କହିଛନ୍ତି, ବାଇଡେନ ନିଜେ…
ସୁଧୁରୁନି ସହରର ପରିମଳ ବ୍ୟବସ୍ଥା
ଖୋର୍ଦ୍ଧା,୧୯ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଡ୍ରେନ୍ ସଫା ନ ହେବା ଫଳରେ ପୋତିହୋଇଗଲାଣି। ଅଧିକାଂଶ ଡ୍ରେନ୍ ପଥର ଖସି ଭୁଶୁଡ଼ିପଡ଼ିଲାଣି। ଡ୍ରେନ୍ ପୋତିହୋଇପଡ଼ିଥିବା ବେଳେ ଅଳିଆ ଆବର୍ଜନା ଜମିରହି ପଚି ଦୁର୍ଗନ୍ଧ ହେଉଛି। ଫଳରେ ମଶା,…
ଭୁବନ ଏନ୍ଏସିରେ ହାତୀ ଆତଙ୍କ, ଜନସାଧାରଣ ଭୟଭୀତ
ଭୁବନ,୧୯ା୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ଅରାସାହିରେ ଗୋଟିକିଆ ହାତୀ ଆତଙ୍କ ସୃଷ୍ଟି କରିଛି। ହାତୀଟି ଭୁବନ ଏନ୍ଏସି ଚିନ୍ତା ପୋଖରୀ ରାସ୍ତା ଦେଇ ଗ୍ରାମର ବିଭିନ୍ନ ସାହିରେ ବୁଲି ରାତି ୩ଟା ସମୟରେ ୬ ନମ୍ବର ଓ୍ବାର୍ଡରେ…
ପିଏମ୍ କିଷାନ ନିଧି ଯୋଜନାରେ ୭୫ଲକ୍ଷ ଚାଷୀଙ୍କୁ ସାମିଲ କରାଯାଉ: କଂଗ୍ରେସ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ନିକଟରେ ରାଜ୍ୟ ସରକାର ପିଏମ୍ କିଷାନ ନିଧି ଯୋଜନାରେ ଅଧିକ ୬ଲକ୍ଷ ଚାଷୀଙ୍କୁ ସାମିଲ କରିବା ପାଇଁ ବ୍ୟବସ୍ଥା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁନ୍ ୧୮ରେ ବରଗଡ଼ରେ ପିଏମ୍ କିଷାନର ୧୭ତମ କିସ୍ତି ବଣ୍ଟନ ଉତ୍ସବରେ…
ଶ୍ରୀୟାସ୍ମିତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):କଂଗ୍ରେସ ନେତ୍ରୀ ଶ୍ରୀୟାସ୍ମିତା ପଣ୍ଡାଙ୍କ ବିରୋଧରେ ଲାଗିଥିବା ନିଲମ୍ବନ ଆଦେଶକୁ ଗୁରୁବାର ପ୍ରତ୍ୟାହାର କରିନିଆଯାଇଛି। ଶ୍ରୀୟାସ୍ମିତାଙ୍କ ଅନୁରୋଧ ଏବଂ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଆବେଦନକ୍ରମେ ଦଳର ହାଇକମାଣ୍ଡ ଏହି ନିଲମ୍ବନ ଆଦେଶ ପ୍ରତ୍ୟାହାର କରିନେଇଥିବା…
ନବୀନ ପଟ୍ଟନାୟକଙ୍କ ବିରୋଧରେ ଏତଲା
ଭୁବନେଶ୍ୱର,୧୯ା୭(ସତ୍ୟଜିତ୍ ରାଉତ):ନିଖିଳ ଓଡ଼ିଶା ଠିକାଦାର ମହାସଂଘକୁ ବିଜେଡି ସରକାର ଧୋକା ଦେଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୨୫ବର୍ଷ ହେବ ଓଡ଼ିଶାର କାମକୁ ଅନ୍ୟ ରାଜ୍ୟର ଠିକାଦାରମାନଙ୍କୁ ଦେଇ ଓଡ଼ିଶାର ଠିକାଦାରମାନଙ୍କ ସହ ଛଳନା କରାଯାଇଥିବା ଠିକାଦାର ସଂଘ ପକ୍ଷରୁ ଅଭିଯୋଗ ଆଣି…
୩ ଦିନ ପରେ ବିଧାନସଭା: ବିଧାୟକ ଦଳ ନେତା ବାଛିପାରିନି କଂଗ୍ରେସ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନକୁ ମାତ୍ର ୩ ଦିନ ବାକି ଥିବାବେଳେ ଏ ପର୍ଯ୍ୟନ୍ତ କଂଗ୍ରେସ ତା’ର ବିଧାୟକ ଦଳ ନେତା…
କାଞ୍ଜିଆହୁଦା ନାହିଁ, ମୁଖ୍ୟରାସ୍ତାରେ ବୁଲାଗୋରୁ
ନିମାପଡ଼ା,୧୯।୭(ବିଚିତ୍ରାନନ୍ଦ ସାହୁ): ପାଟପୁର ମୁଖ୍ୟରାସ୍ତା, ବଡ଼ ବଜାର ରାସ୍ତା, ଦୋଳବେଦି ଛକ ରାସ୍ତା ଏବେ ବୁଲା ଗୋରୁଙ୍କ ନିରାପଦ ଆଶ୍ରୟସ୍ଥଳୀ ପାଲଟିଛି। ମୁଖ୍ୟ ରାସ୍ତା, ବ୍ଲକ ଛକ, ତହସିଲ ଅଫିସ ଛକ, ଥାନା ଛକ, ଦୋଳବେଦି ଛକ ଉପରେ ଦୈନିକ ବହୁ…
ପୁରୀରେ ଆଜିଠାରୁ ୨ଦିନିଆ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଏବଂ ଶନିବାର ୨ଦିନ ଧରି ପୁରୀ ଠାରେ ଅନୁଷ୍ଠିତ ହେବ। ଏନେଇ ଦଳ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି ଏକ ପ୍ରକାର ଶେଷ ହୋଇସାରିଥିବା ଜଣାପଡିଛି। ଶୁକ୍ରବାର ଅପରାହ୍ନ ସାଢ଼େ ୨ଟା…
ଚିଲିରେ ବଡ଼ ଧରଣର ଭୂକମ୍ପ: ଲୋକେ ଆତଙ୍କିତ
ସାଣ୍ଟିଆଗୋ,୧୯।୭: ଚିଲିରେ ଶୁକ୍ରବାର ସକାଳୁ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଥିଲା। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୩ରେ ମାପ କରାଯାଇଥିଲା। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ ଏହି ସୂଚନା ଦେଇଛି। ୟୁଏସ୍ଜିସ୍ କହିଛି, ଚିଲିର ଆଣ୍ଟୋଫାଗାସ୍ତାଠାରେ ଏହି ଭୂକମ୍ପ କମ୍ପନ ଅନୁଭୂତ…
୬ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୬ ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ତେବେ ଏଫ୍ ଆଣ୍ଡ ଏଆର୍ଡି ବିଭାଗରେ କାର୍ଯ୍ୟ କରୁଥିବା ଅନୁ ସଚିବ ପ୍ରଦୀପ କୁମାର ସାମଲଙ୍କୁ ବଦଳିକରି ସଂସଦୀୟ ବ୍ୟାପାର ବିଭାଗ…
ପଦ ଚାଲିଯିବା ଭୟରେ ରାଜ୍ୟପାଳଙ୍କ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନି: କଂଗ୍ରେସ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ପୁରୀ ରାଜଭବନରେ କାର୍ଯ୍ୟରତ ଓଡ଼ିଆ ଅଧିକାରୀ ବୈକୁଣ୍ଠ ପ୍ରଧାନଙ୍କୁ ରାଜ୍ୟପାଳଙ୍କ ପୁଅ ଏବଂ ତାଙ୍କର ୫ ଜଣ ଝାଡ଼ଖଣ୍ଡୀ ବନ୍ଧୁ ଅତି ନୃଶଂସ ଭାବେ ଶାରୀରିକ ନିର୍ଯାତନା ଦେବାପରେ ଏହି ଘଟଣାକୁ ନେଇ ରାଜ୍ୟରେ ହଟଚମଟ ସୃଷ୍ଟି ହୋଇଛି।…
Archives


