Home

୪ ଦିନରେ ୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର,୬ା୧୨ (ଅନୁରାଧା ମହାରଣା):ଆସନ୍ତା ଶନିବାର ପରଠାରୁ ୪ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗୁରୁବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ରାତି…

ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରି ଜୀବନ ହାରିଲେ ସେବାୟତ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରିବା ପରେ ଜଣେ ଯୁବକ ମାନସିକ ଚାପରେ ପଡ଼ି ଆତ୍ମହତ୍ୟା କରିଛନ୍ତି। ଶ୍ରୀ ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଛକ ନିକଟ ବଡୁ ସାହିରେ ଏହି ଘଟଣା ଘଟିଛି।…

ପ୍ରଜାକୋର୍ଟରେ ୨ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ମାଲକାନଗିରି,୬ା୧୨ (ଦୁର୍ଯ୍ୟୋଧନ ପାତ୍ର):ଛତିଶଗଡ଼ ନାରାୟଣପୁର ଜିଲା ଭୈରମଗଡ଼ ଥାନା ଅଞ୍ଚଳରେ ୨ ଜଣ ପୂର୍ବତନ ସରପଞ୍ଚଙ୍କୁ ମାଓବାଦୀମାନେ ପ୍ରଜାକୋର୍ଟରେ ଗୁରୁବାର ଗଳାକାଟି ହତ୍ୟା କରିଛନ୍ତି। ସେମାନେ ହେଲେ ବୈରମଗଡ଼ ଥାନା ଅଞ୍ଚଳର ପୂର୍ବତନ ସରପଞ୍ଚ ସୁକରାମ ଅବଲମ ଓ ସୁକୁଲୁ ବର୍ସେ।…

୨୦୨୫ରେ ବଢ଼ିବ ସାଇବର ଆକ୍ରମଣ: ସ୍ବାସ୍ଥ୍ୟସେବା, ଆର୍ଥତ୍କ କ୍ଷେତ୍ର ପ୍ରତି ବିପଦ

ନୂଆଦିଲ୍ଲୀ,୬ା୧୨:ପ୍ରଯୁକ୍ତିର ଅଗ୍ରଗତି ଲୋକଙ୍କୁ ଯେତିକି ସୁବିଧା ଦେଉଛି, ଏହାର ଦୁଷ୍କରିଣାମ ମାନବ ସମାଜ ପାଇଁ ସେତିକି ବିପଦ ଆଣିଦେଇପାରେ। ଡାଟା ସିକ୍ୟୁରିଟି କାଉନ୍‌ସିଲ ଅଫ୍‌ ଇଣ୍ଡିଆ ଏବଂ ସେକ୍ୱେରିଟ୍‌ ପକ୍ଷରୁ କରାଯାଇଥିବା ଏକ ସଦ୍ୟ ଅଧ୍ୟୟନ ଅନୁଯାୟୀ, ୨୦୨୫ରେ ସାଇବର ଆକ୍ରମଣ…

୭୪ ବର୍ଷରେ ଅଣ୍ଡାଦେଲା ସବୁଠୁ ବୟସ୍କ ପକ୍ଷୀ

ଓ୍ବାଶିଂଟନ: ସମସ୍ତ ପ୍ରକାରର ଅସୁବିଧାକୁ ସାମ୍‌ନା କରି ବିଶ୍ୱର ସବୁଠାରୁ ବୟସ୍କ ବଣୁଆ ପକ୍ଷୀ ଏକ ଅଣ୍ଡା ଦେଇଛି। ଓ୍ବିଜ୍‌ଡମ ନାମକ ଏହି ଲେସନ ଅଲବାଟ୍ରସ୍‌ ଜାତୀୟ ଏହି ପକ୍ଷୀ ଆମେରିକାର ହାଓ୍ବାଇ ଦ୍ୱୀପପୁଞ୍ଜର ଉତ୍ତର ଦିଗରେ ଅବସ୍ଥିତ ମିଡ୍‌ଓ୍ବେ ଏଟୋଲ…

କୋରାପୁଟର ସଞ୍ଜୟ ହେଲେ ସେନାର ବ୍ରିଗେଡିୟର

କୋରାପୁଟ,୫ା୧୨(ଅମିତାଭ ବେହେରା): କୋରାପୁଟ ମାଟିର ପୁଅ କର୍ଣ୍ଣେଲ ସଞ୍ଜୟ ମହାନ୍ତି ଭାରତୀୟ ସେନାରେ ବ୍ରିଗେଡିୟର ଭାବେ ପଦୋନ୍ନତି ପାଇବା ପରେ ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରତିରକ୍ଷା ଉତ୍ପାଦନ ବିଭାଗ ହାଇଦ୍ରାବାଦ ମୁଖ୍ୟ ପଦବୀରେ ଅବସ୍ଥାପିତ ହୋଇଛନ୍ତି ଏବଂ ସମସ୍ତ ପ୍ରତିରକ୍ଷା ଉପକରଣ ଏବଂ…

ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୧୨: ଭୁବନେଶ୍ୱରର ନବ ନିର୍ମିତ ଜୁଡିସିଆଲ କମ୍ପ୍ଲେକ୍ସର ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ…

ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ ଫାଟି ୪ ଶ୍ରମିକ ଗୁରୁତର

ବଲାଙ୍ଗୀର,୫ା୧୨(ସୁନୀଲ କୁମାର ମହାନ୍ତି): ଗ୍ୟାସ୍‌ ସିଲିଣ୍ଡର ଫାଟି ୪ ଶ୍ରମିକ ଗୁରୁତର ହୋଇଛନ୍ତି। ଟିଟିଲାଗଡ଼ ସହର ନିକଟସ୍ଥ ପିପଲ ପଦରଠାରେ ଥିବା ଶୁଭ ମଙ୍ଗଳମ ମ୍ୟାରେଜ ପ୍ୟାଲେସ୍‌ଠାରେ ଏକ ବିବାହ ଉତ୍ସବ ଚାଲିଥିବାବେଳେ ସେଠାରେ ବାହାର ରାଜ୍ୟ ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼,…

ଖୁସି ଖବର: ଅଗ୍ନିବୀରଙ୍କୁ ମିଳିବ ସ୍ଥାୟୀ ନିଯୁକ୍ତି, କେନ୍ଦ୍ର ସରକାର ପ୍ରସ୍ତୁତ କରୁଛନ୍ତି ରୋଡ ମ୍ୟାପ

ନୂଆଦିଲ୍ଲୀ,୫।୧୨: ଦୀର୍ଘ ଦିନ ଧରି ଅଗ୍ନିବୀର ଯୋଜନାରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ବିଚାର କରୁଛନ୍ତି। ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ମଧ୍ୟ ଏହି ବିଷୟରେ ନୂତନ ନିୟମ ପ୍ରସ୍ତୁତ କରିବାର ପ୍ରକ୍ରିୟା ଆରମ୍ଭ କରିଛି। ଭାରତୀୟ ସେନା, ନୌସେନା ଏବଂ…

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡ୍‌ନବିସ

ମୁମ୍ବାଇ, ୫।୧୨: ମହାରାଷ୍ଟ୍ରର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡ୍‌ନବିସ। ଗୁରୁବାର ମୁମ୍ବାଇର ଆଜାଦ୍‌ ମଇଦାନରେ ରାଜ୍ୟପାଳ ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକୃଷ୍ଣନ ଦେବେନ୍ଦ୍ର ଫଡନ୍‌ବିସଙ୍କୁ ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ପରେ ଉପମୁଖ୍ୟମନ୍ତ୍ରୀ ଭାବେ…

ଡ୍ୟାମ୍‌ ପାଣିରେ ଭାସୁଛି କଲରାପତରିଆ ବାଘର ମୃତଦେହ

ଦେବଗଡ଼,୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଡିହି ଫରେଷ୍ଟ ସେକ୍ସନ ରେଙ୍ଗାଲି ରିଜର୍ଭରେ ଏକ କଲରାପତରିଆ ବାଘର ମୃତଦେହ ଭାସୁଛି। ତେବେ ବାଘର କିପରି କାହିଁକି ମୃତ୍ୟୁ ଘଟିଲା ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଘଟଣାସ୍ଥଳରେ…

ଲୋକଙ୍କର ଆଇନ ପ୍ରତି ନା ଅଛି ଭୟ ନା ସମ୍ମାନ, ସଡ଼କ ଦୁର୍ଘଟଣାକୁ ନେଇ ଗର୍ଜିଲେ ଗଡ଼କରୀ

ନୂଆଦିଲ୍ଲୀ,୫।୧୨: କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ଗୁରୁବାର କହିଛନ୍ତି ଯେ ସଡ଼କ ଦୁର୍ଘଟଣାରେ ମୃତ୍ୟୁକୁ ହ୍ରାସ କରିବା ପାଇଁ ସରକାରଙ୍କ ନିରନ୍ତର ଉଦ୍ୟମ ସତ୍ତ୍ୱେ ଆହତଙ୍କ ସଂଖ୍ୟା ବଢୁଛି କାରଣ ଲୋକମାନେ ଆଇନକୁ ସମ୍ମାନ କରୁ ନାହାଁନ୍ତି। ଲୋକ ସଭାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri