ଶ୍ରୀକ୍ଷେତ୍ର ଟିଭିଏସ୍ ଉଦ୍ଘାଟିତ
ଭୁବନେଶ୍ୱର,୨୮ା୧(ଅନୁରାଧା ମହାରଣା): ଟିଭିଏସ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ‘ଶ୍ରୀକ୍ଷେତ୍ର ଟିଭିଏସ୍’ ସୋମବାର ଭୁବନେଶ୍ୱର ପଳାଶୁଣୀ ଠାରେ ଉଦ୍ଘାଟିତ ହୋଇଯାଇଛି। ଶ୍ରୀକ୍ଷେତ୍ର ଟିଭିଏସ୍ର ଏମ୍ଡି ପରେଶ ନାଥ ସାହୁ, ନିର୍ଦ୍ଦେଶକ ଅବନିନ୍ଦ୍ର ସାହୁ ଏବଂ ଜିଏମ୍ ତ୍ରିଲୋଚନ ଖୁଣ୍ଟିଆଙ୍କ ସମେତ ଟିଭିଏସ୍ ମୋଟରର ଏଏନ୍ଏସ୍ଏମ୍…
ପୋଷାହାତୀ ଭବାନୀର ମୃତ୍ୟୁ, ପ୍ରାଣୀପ୍ରେମୀଙ୍କୁ ଝଟ୍କା
ବାରିପଦା,୨୮।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷାହାତୀ ଭବାନୀର ମୃତ୍ୟୁ ଘଟିଛି । ମଙ୍ଗଳବାର ସକାଳ ୬ଟା ୧୦ରେ ମୃତ୍ୟୁ ହୋଇଥିବା ନେଇ ଜଣାପଡିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢେ ୭ଫୁଟରୁ…
‘କୁଛ୍ କୁଛ୍ ହୋତା ହୈ’ ଗାଇଲେ ଇଣ୍ଡୋନେସୀୟ ପ୍ରତିନିଧି ଦଳ
ନୂଆଦିଲ୍ଲୀ: ଭାରତର ୭୬ତମ ଗଣତନ୍ତ୍ର ଦିବସର ବିଶେଷ ଉତ୍ସବରେ ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଓ ସୁବିଆନ୍ତୋ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଶନିବାର ରାତିରେ ରାଷ୍ଟ୍ରପତି ଭବନରେ ଆୟୋଜିତ ରାତ୍ରି ଭୋଜନ ଉତ୍ସବରେ ରାଷ୍ଟ୍ରପତି ପ୍ରବୋଓ ସୁବିଆନ୍ତୋଙ୍କ ସହ ଆସିଥିବା ଇଣ୍ଡୋନେସିଆର ପ୍ରତିନିଧି…
ପଦ୍ମ ପୁରସ୍କାରକୁ ନେଇ ସୋନୁ ଅସନ୍ତୁଷ୍ଟ
ମୁମ୍ବାଇ: ସାଧାରଣତନ୍ତ୍ର ଦିବସର ପୂର୍ବ ସାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଚଳିତ ବର୍ଷର ପଦ୍ମ ପୁରସ୍କାର ବିଜେତା ଭାବେ ଘୋଷଣା କରାଯାଇଥିଲା। ତେବେ ଏହି ତାଲିକାକୁ ନେଇ ବିଶିଷ୍ଟ…
ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ
ଡେଟା ଗୋପନୀୟତା ଦିବସ ହେଉଛି ଏକ ଅନ୍ତର୍ଜାତୀୟ ଦିବସ। ଏହା ପ୍ରତିବର୍ଷ ୨୮ ଜାନୁଆରୀରେ ପାଳିତ ହୋଇଥାଏ। ଏହି ଦିବସର ଉଦ୍ଦେଶ୍ୟ ହେଉଛି ସଚେତନତା ସୃଷ୍ଟି କରିବା ଏବଂ ଗୋପନୀୟତା ତଥା ତଥ୍ୟ ସୁରକ୍ଷା ସର୍ବୋତ୍ତମ ଅଭ୍ୟାସକୁ ପ୍ରୋତ୍ସାହିତ କରିବା। ଏହା…
ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ବିଜୁଳି
ରାୟପୁର, ୨୮ା୧: ଦେଶ ସ୍ବାଧୀନ ହେବାର ୭୮ ବର୍ଷ ପରେ ଛତିଶଗଡ଼ର ବିଜାପୁର ଜିଲା ଚିକାପଲ୍ଲି ଗ୍ରାମରେ ପ୍ରଥମଥର ପାଇଁ ବିଜୁଳି ପହଞ୍ଚିଛି। ବିଜାପୁର ଜିଲା ମୁଖ୍ୟାଳୟଠାରୁ ୫୦ କି.ମି. ଦୂରରେ ଅବସ୍ଥିତ ଚିକାପଲ୍ଲିରେ ଲୋକମାନେ ବର୍ତ୍ତମାନ ସୁଦ୍ଧା ବିନା ବିଜୁଳିରେ…
ବିଏମ୍ସି କମିଶନର, ରେଳ ମହାପ୍ରବନ୍ଧକଙ୍କ ନାଁରେ ଏତଲା
ଭୁବନେଶ୍ୱର, ୨୮ା୧ (ବନ୍ଦନା ସେଠୀ):ଭୁବନେଶ୍ୱର ସତ୍ୟନଗରଠାରେ ରେଳ ଗାଡ଼ି ୱାଶିଂ ପଏଣ୍ଟ ରହିଛି। ଏଠାକୁ ସଫେଇ ପାଇଁ ଆସୁଥିବା ସବୁ ରେଳଗାଡ଼ିର ବର୍ଜ୍ୟବସ୍ତୁ, ବାୟୋଟଏଲେଟ୍ର ମଳମୂତ୍ର ଆଦି ବିଏମ୍ସି ଡ୍ରେନ୍ରେ ସିଧା ଗଙ୍ଗୁଆକୁ ଯାଉଛି। ଗଙ୍ଗୁଆର ଏହି ବିଷାକ୍ତ ପାଣି ଦୟାନଦୀରେ…
ଚେନ୍ନାଇ ଉପକୂଳରେ ହଜାରେରୁ ଅଧିକ ଅଲିଭ୍ ରିଡ୍ଲେ ମୃତ
ଚେନ୍ନାଇ, ୨୮ା୧: ତାମିଲନାଡ଼ୁର ଚେନ୍ନାଇ ଉପକୂଳରେ ଗତ ମାସେ ମଧ୍ୟରେ ୧ ହଜାରରୁ ଅଧିକ ଅଲିଭ୍ ରିଡ୍ଲେ ପ୍ରଜାତିର କଇଁଛଙ୍କର ମୃତଦେହ ମିଳିଛି, ଯାହାକୁ ନେଇ କଇଁଛ ସରକ୍ଷଣ କର୍ମୀ ଓ ପ୍ରାଣୀ ଅଧିକାର କର୍ମୀଙ୍କ ମଧ୍ୟରେ ବ୍ୟାପକ ଚିନ୍ତା ପ୍ରକାଶ…
ସୈଫ୍ଙ୍କୁ ଆକ୍ରମଣ ଘଟଣା: ପଶ୍ଚିମବଙ୍ଗରୁ ମହିଳା ଗିରଫ
ଚେନ୍ନାଇ, ୨୮ା୧ (ପି.ଟି.): ଅଭିନେତା ସୈଫ୍ ଅଲୀ ଖାନ୍ଙ୍କୁ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ଜାରି ରହିଛି। ପୂର୍ବରୁ ପୋଲିସ ଏହି ମାମଲାରେ ବାଂଲାଦେଶୀ ନାଗରିକ ଶରିଫୁଲ ଇସଲାମ ଶେହଜାଦଙ୍କୁ ଗିରଫ କରିଥିଲା। ସୋମବାର ମୁମ୍ବାଇ ପୋଲିସ ଶରିଫୁଲଙ୍କ ସହ ସମ୍ବନ୍ଧିତ…
ସ୍ବପ୍ନ ନୁହେଁ – ବାସ୍ତବତାର ନୂଆ ସକାଳ
ଆଜି ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଓ ବିଶ୍ୱର ଦୂରଦର୍ଶୀ ଜନନେତା ନରେନ୍ଦ୍ର ମୋଦିଜୀଙ୍କ ଦ୍ୱାରା ଉଦ୍ଘାଟନ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ୨୦୨୫। ଏଥିପାଇଁ ଆମେ ଚୂଡ଼ାନ୍ତ ପ୍ରସ୍ତୁତି କରିସାରିଛୁ। ଆମ ଦେଶର ତଥା ବିଦେଶର ଅନେକ ବୃହତ୍ ଶିଳ୍ପସଂସ୍ଥାର…
ଓ୍ବକ୍ଫ ବିଲ୍ରେ ୧୪ ସଂଶୋଧନକୁ ଜେପିସିର ମଞ୍ଜୁରୀ
ନୂଆଦିଲ୍ଲୀ,୨୮।୧(ପି.ଟି.): ପ୍ରସ୍ତାବିତ ଓ୍ବକ୍ଫ ସଂଶୋଧନ ବିଲ୍ର ସଂଶୋଧନକୁ ଯୁଗ୍ମ ସଂସଦୀୟ କମିଟି (ଜେପିସି) ସୋମବାର ମଞ୍ଜୁରୀ ପ୍ରଦାନ କରିଛି। ଗତବର୍ଷ ଅଗଷ୍ଟରେ ଏହି ବିଲ୍ ପାର୍ଲାଣ୍ଟେରେ ଆଗତ ହୋଇଥିଲା। କମିଟି ଦ୍ୱାରା ପ୍ରସ୍ତାବିତ ଅନ୍ୟତମ ଉଲ୍ଲେଖନୀୟ ସଂଶୋଧନ ହେଲା ଯଦି ସମ୍ପତ୍ତି…
ଆଜିଠୁ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ : ଉଦ୍ଘାଟନ କରିବେ ମୋଦି
ଭୁବନେଶ୍ୱର,୨୮ା୧(ଅନିଲ ଦାସ): ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନ୍କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭକୁ ଉଦ୍ଘାଟନ କରିବେ। ଏହି…

