ରିଲ୍ କରିବା କାଳ ହେଲା, ୩୦୦ ଫୁଟ୍ ଖାଲକୁ ଖସି ପଡ଼ି ଇନ୍ଫ୍ଲୁଏନ୍ସର ଅନ୍ଭିଙ୍କ ମୃତ୍ୟୁ
ମୁମ୍ବାଇ,୧୮।୭: ରିଲ୍ କରି ହୋଇଥିଲେ ଲୋକପ୍ରିୟ। ହେଲେ ସେହି ରିଲ୍ ନିଶା ହିଁ ନେଇଗଲା ଜୀବନ। ଏଭଳି ଏକ ଘଟଣାକ୍ରମରେ ୨୭ ବର୍ଷୀୟ ଅନ୍ଭି କାମଦାରଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରର ରାୟଗଡ଼ ଜିଲାର ମାନଗାଓରେ କୁମ୍ଭେ ଝରଣା ନିକଟରେ ୩୦୦ ଫୁଟ୍ …
ଏହି ଦେଶରେ ଅଟା କିଲୋ ୮୦୦, ତେଲ ଲିଟର ୯୦୦ ଟଙ୍କା
ଇସଲାମାବାଦ୍,୧୮।୭: ଆଜିକାଲି ପାକିସ୍ତାନ ଗୁରୁତର ଆର୍ଥିକ ସଙ୍କଟରେ ପଡ଼ିଛି। ଚାଇନାର ଋଣ ଅଧୀନରେ ଦେଶର ଅର୍ଥନୀତି ପୋତି ହୋଇଯାଉଛି। ଏକ ଜାମିନ ପ୍ୟାକେଜ ପାଇଁ ସରକାର ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ)କୁ ଅନୁରୋଧ କରିବାକୁ ପଡିବ। ତେବେ ଆଇଏମଏଫର ସର୍ତ୍ତ ଏତେ…
ପୁତୁରାଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କଲେ ଦାଦା-ଖୁଡ଼ୀ
ବଲାଙ୍ଗୀର,୧୮ା୭: ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅଏଁଲାସାରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ହତ୍ୟା କରାଯାଇଛି। ଦାଦା-ଖୁଡ଼ୀଙ୍କ ଟାଙ୍ଗିଆ ଚୋଟରେ ପୁତୁରାଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ତେବେ ଜମି ଭାଗବଣ୍ଟାକୁ ନେଇ…
ଭାଜପାରେ ତେଜିଲା କଳହ: ଉପମୁଖ୍ୟମନ୍ତ୍ରୀଙ୍କ ସପକ୍ଷରେ ଆସିଲେ ବିଧାୟକ
ନୂଆଦିଲ୍ଲୀ,୧୮।୭: ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଟୁଇଟ ଏବଂ ଭାଜପା ଅଧ୍ୟକ୍ଷଙ୍କ ସହ ଆଲୋଚନା ପରେ ୟୁପି ଭାଜପାରେ ରାଜନୈତିକ କଳହକୁ ନେଇ ଚର୍ଚ୍ଚା ଜୋର ଧରିଛି। ଚାନ୍ଦୁଲିର ସୟଦରାଜ ଆସନରୁ ଭାଜପା ବିଧାୟକ ସୁଶୀଲ ସିଂଙ୍କଠାରୁ ମଧ୍ୟ ଏକ…
ଦିଲ୍ଲୀ କ୍ୟାପିଟାଲ୍ସକୁ ଲାଗିପାରେ ବଡ଼ ଝଟ୍କା, ସିଏସ୍କେ ଯିବେ ଏହି ଖେଳାଳି…
ନୂଆଦିଲ୍ଲୀ,୧୮।୭: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍ ୨୦୨୫) ଲାଗି ଦଳଗୁଡ଼ିକ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏହି ମାମଲଶରେ ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ରହିଛି। କିଛିଦିନ ପୂର୍ବେ କୋଚ୍ ରିକି ପଣ୍ଟିଂ ଦଳ ଛାଡ଼ିଥିଲେ। ଏବେ ଷ୍ଟାର ଉଇକେଟକିପର ବ୍ୟାଟ୍ସମ୍ୟାନ୍ ତଥା…
ଖୋଲିଲା ଭିତର ରତ୍ନଭଣ୍ଡାର
ପୁରୀ,୧୮।୭: ଖୋଲିଲା ଭିତର ରତ୍ନ ଭଣ୍ଡାର। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ…
୨ ପଞ୍ଚାୟତରେ ୫୭ ଜାଲ୍ ଭତ୍ତା ହିତାଧିକାରୀ
ନୂଆଗାଁ,୧୮।୭(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଭତ୍ତା ପ୍ରଦାନରେ ଅନିୟମିତତା ଅଭିଯୋଗ ପରେ ନୟାଗଡ଼ ଉପ ଜିଲାପାଳଙ୍କ ଦ୍ୱାରା ୩ ଜଣିଆ କମିଟି ଗଠନ କରାଯାଇ ତଦନ୍ତ କରାଯାଇଥିଲା। ତଦନ୍ତରେ ନୂଆଗାଁ ବ୍ଲକର ୨ ପଞ୍ଚାୟତରେ ୫୭ ଜଣ ଜାଲ ଭତ୍ତା…
ଦେବେ ଯଦି ଦେବେ, ନ ଦେଲେ ନାହିଁ: ବାହିନୀପତି
ଜୟପୁର, ୧୮ା୭(ପବନ ପାଣିଗ୍ରାହୀ)କଂଗ୍ରେସ ଦଳରେ ବିଧାୟକ ଦଳ ନେତାଙ୍କ ନାମ ଏଯାଏ ଘୋଷଣା ହୋଇନାହିଁ। ଏନେଇ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଭୁବନେଶ୍ୱରରେ ଥିବା ବାହିନୀପତି କହିଛନ୍ତି, ବିଧାୟକ ଦଳର ନେତା କିଏ ହେବେ ତାହା ଏଆଇସିସି, ପିସିସି…
ଓଡ଼ିଶାରେ ଚାଲିବ ବୁଲ୍ଡୋଜର
ସମ୍ବଲପୁର (ପ୍ରମୋଦ ବହିଦାର)/ ଭୁବନେଶ୍ୱର (ଅନିଲ ଦାସ) ୧୮ା୭: ରାଜ୍ୟରେ ସରକାରୀ ଜମି ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଜବରଦଖଲକାରୀ ଯେତେ ପ୍ରଭାବଶାଳୀ ହୁଅନ୍ତୁ ନା କାହିଁକି, ତାଙ୍କ ଅସଲ ମୁଖା ଖୋଲାଯିବ। ଜଙ୍ଗଲ ଜମି ହେଉ ବା ସରକାରୀ…
ଆଜି ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର
ପୁରୀ,୧୮ା୭(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିବାକୁ ଯାଉଛି। ସକାଳ ୯ଟା ୫୧ରୁ ମଧ୍ୟାହ୍ନ ୧୨ଟା ୧୫ ମଧ୍ୟରେ ଶୁଭ ମୁହୂର୍ତ୍ତ ରହିଛି। ତେଣୁ ଏହି ସମୟ ମଧ୍ୟରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନେଇ…
ଶାନ୍ତି ପାଇଁ ଜୀବନ ଉତ୍ସର୍ଗ କରିଥିଲେ
ସମଗ୍ର ବିଶ୍ୱରେ ଅନେକ ମହାନ ବ୍ୟକ୍ତି ଜନ୍ମ ନେଇଛନ୍ତି, ଯେଉଁମାନେ ସେମାନଙ୍କର କାର୍ଯ୍ୟ ଏବଂ ଚିନ୍ତାଧାରା ସହିତ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଏପରି ଲୋକମାନଙ୍କ ମଧ୍ୟରେ ଦକ୍ଷିଣ ଆଫ୍ରିକାର ନେଲସନ ମଣ୍ଡେଲା ଅନ୍ୟତମ। ସେ ନିଜର ସମଗ୍ର ଜୀବନକୁ ଶାନ୍ତି…
ଥମୁନି ଭାଜପା କଳି: ୟୁପି ପରେ ଏହି ରାଜ୍ୟରେ ଉଠିଲାଣି ବିଦ୍ରୋହର ସ୍ବର
ଡେରାଡୁନ୍,୧୭।୭: ୟୁପି ଭାଜପାରେ ଉଠିଥିବା ବିଦ୍ରୋହର ନିଆଁ ପଡ଼ୋଶୀ ଉତ୍ତରାଖଣ୍ଡକୁ ବ୍ୟାପିଲାଣି। ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାଓ୍ବତ୍ କହିଛନ୍ତି, ସମସ୍ତଙ୍କ ସହ ବିଚାରବିମର୍ଶ କରି ଦଳ ଭିତରେ ନିଷ୍ପତ୍ତି ନିଆଯିବା ଉଚିତ। କାହା ଉପରେ…
Archives


