ଅଜିତ ପାଓ୍ବାରଙ୍କୁ ବଡ଼ ଝଟ୍କା: ହାତ ଛାଡିଦେଲେ ୪ ଶୀର୍ଷ ନେତା
ପୁଣେ,୧୭ା୭:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ନ୍ୟାଶନାଲ କଂଗ୍ରେସ ପାର୍ଟି (ଏନ୍ସିପି)ର ୪ ଜଣ ଶୀର୍ଷ ନେତା ବୁଧବାର ଦଳ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ଦଳର ପିମ୍ପ୍ରି-ଚିଞ୍ଚଓ୍ବାଡ ୟୁନିଟ୍ ସଭାପତି ଅଜିତ ଗବହାନେ ଅଛନ୍ତି। ତାଙ୍କ ସମେତ ୪…
ବଡ଼ ରାଜନୈତିକ ହଲଚଲ, ମୋଦିଙ୍କୁ ଭେଟିଲେ ଶାହା: ଚାଲିଛି ଭାଜପାର ମନ୍ଥନ
ନୂଆଦିଲ୍ଲୀ,୧୭।୭: ଉତ୍ତରପ୍ରଦେଶର ରାଜନୈତିକ ପରିସ୍ଥିତିକୁ ନେଇ ରାଜଧାନୀ ଲକ୍ଷ୍ନୌରୁ ଦେଶର ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ଭାଜପାର ମନ୍ଥନ ଚାଲିଛି। ଉତ୍ତରପ୍ରଦେଶ ଭାଜପା ରାଜ୍ୟ ସଭାପତି ଭୁପେନ୍ଦ୍ର ଚୌଧୁରୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହାର କିଛି ସମୟ ପରେ ଅମିତ…
ଆଗରୁ ବ୍ଲେଡ୍ରେ କାଟିଥିଲେ, ଏବେ ପନିକିରେ କାଟି ଜୀବନ ହାରିଲେ ଯୁବକ
କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପନିକିରେ ନିକ ବେକ କାଟି ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ବାଉରୀପଦା ପଞ୍ଚାୟତ ମୁକୁନା ଗ୍ରାମର ରଣଜିତ କୁମାର ନାଏକ(୩୫)। ସୂଚନାନୁସାରେ, ସେ ମଙ୍ଗଳବାର ରାତିରେ ଘରେ ଥିବା…
୧୨ ମାଓବାଦୀ ସଫା: ପୋଲିସ ଟିମ୍ ପାଇଁ ପୁରସ୍କାର ଘୋଷଣା କଲେ ସରକାର
ପୁଣେ,୧୭।୭: ମହାରାଷ୍ଟ୍ରର ଗଡଚିରୋଲିରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି। ପ୍ରାୟ ୬ ଘଣ୍ଟା ଧରି ଚାଲିଥିବା ଏହି ଏନକାଉଣ୍ଟରରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଗଡଚିରୋଲି ଏସପି ନିଲୋତ୍ପଳ କହିଛନ୍ତି, ଅପରାହ୍ନରୁ ପ୍ରବଳ…
ମା’ ତାରିଣୀଙ୍କ ପୀଠରେ ଜିଭ କାଟିଲେ ଜଣେ ଭକ୍ତ, କାରଣ ଜାଣିଲେ…
କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଘଟଗାଁସ୍ଥିତ ମା’ ତାରିଣୀଙ୍କ ମନ୍ଦିର ସମ୍ମୁଖରେ ଜିଭକୁ ବ୍ଲେଡ୍ରେ କାଟି ଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ଭକ୍ତ ଜଣକ ହେଲେ ଗଞ୍ଜାମ ଜିଲାର ବିଜୟ…
କେବଳ ଇଞ୍ଜିନ୍ ନୁହେଁ, ଏବେ ଡବା ବି ପରସ୍ପର ମୁହାଁମୁହିଁ ହେଲେଣି: ଏମିତି କାହିଁକି କହିଲେ ଅଖିଳେଶ
ଲକ୍ଷ୍ନୌ,୧୭।୭: ଉତ୍ତରପ୍ରଦେଶରେ ଭାଜପା ନେତୃତ୍ୱରେ ବିବାଦ ଲାଗିରହିଛି। ଏସବୁ ଭିତରେ ସମାଜବାଦୀ ପାର୍ଟି (ଏସପି) ରାଷ୍ଟ୍ରୀୟ ସଭାପତି ତଥା ଏମ୍ପି ଅଖିଳେଶ ଯାଦବ ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଶୁଭେନ୍ଦୁ ଅଧିକାରୀଙ୍କ ମନ୍ତବ୍ୟକୁ ନେଇ ଟାର୍ଗେଟ୍ କରିଛନ୍ତି। ସୋସିଆଲ ମିଡିଆ…
ସାଙ୍ଗପିଲା ଖାଦ୍ୟ ଖାଇ ଦେବାରୁ ରାଗିଯାଇ ହଷ୍ଟେଲ ଛାଡ଼ି ଚାଲିଆସିଲେ ଛାତ୍ରୀ, ଆଉ ତା’ ପରେ…
ମୋରଡ଼ା,୧୭ା୭(ସ୍ମାରକ ମାଜୀ): ଜଣେ ନାବାଳିକା ଛାତ୍ରୀ ବିଦ୍ୟାଳୟ ହଷ୍ଟେଲରୁ ରାଗି କି ଚାଲି ଆସିଥିଲେ। ତେବେ ପ୍ରାୟ ୪୦ କିଲୋମିଟରରୁ ଅଧିକ ଚାଲି ଚାଲି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ଥାନା ଅଧୀନ ଦାନ୍ତିଆମୁଁହାରୁ ଉଦ୍ଧାର ହେବା ଘଟଣା…
ଡୋଡା ଆକ୍ରମଣକୁ ନେଇ ବଡ଼ ଖୁଲାସା: ଆତଙ୍କବାଦୀ ସାଜି ଭାରତରେ ପ୍ରବେଶ କରିଛନ୍ତି ପାକିସ୍ତାନର ପୂର୍ବତନ ଯବାନ
ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀରର ଡୋଡାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପଛରେ ପାକିସ୍ତାନର ହାତ ରହିଛି। ସେନାର ଯବାନମାନେ ଆଧୁନିକ ବୁଲେଟ୍ ପ୍ରୁଫ୍ ଜ୍ୟାକେଟ୍ ଏବଂ ହେଲମେଟ୍ ପିନ୍ଧିଥିଲେ, ହେଲେ ତାଙ୍କ ମୁହଁ ଖୋଲା ରହିଥିଲା। ଆତଙ୍କବାଦୀମାନେ ଯବାନଙ୍କ ମୁହଁକୁ ଟାର୍ଗେଟ କରିଥିଲେ। ଏବେ…
ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ
ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ…
ଧୋନୀ-କୋହଲି ମୋ କ୍ୟାରିୟର୍ ବରବାଦ କରିଦେଇଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ, ୧୭।୭: ଭାରତର ଭେଟେରାନ ସ୍ପିନର ଅମିତ ମିଶ୍ର ମହେନ୍ଦ୍ର ସିଂ ଧୋନୀ ଏବଂ କୋହଲିଙ୍କ ବିଷୟରେ ଏକ ବଡ଼ ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ଲେଗ ସ୍ପିନର ଅମିତ ମିଶ୍ର କହିଛନ୍ତି, ଦଳ ଚୟନରେ କେବଳ ଖେଳିବା କ୍ଷମତା ନୁହେଁ…
ଜଣାପଡ଼ିଲା କାରଣ, ଏଥିଲାଗି ପାଣ୍ଡ୍ୟାଙ୍କୁ ଅଧିନାୟକ କରିବାକୁ ଚାହାନ୍ତି ନାହିଁ ଗୌତମ ଗମ୍ଭୀର…
ନୂଆଦିଲ୍ଲୀ,୧୭।୭: ଶ୍ରୀଲଙ୍କା ଗସ୍ତ ପାଇଁ ଟିମ୍ ଇଣ୍ଡିଆ ଘୋଷଣା ଖୁବ୍ଶୀଘ୍ର ହେବାକୁ ଯାଉଛି। ଭାରତୀୟ ଚୟନ କମିଟି ଖୁବ୍ଶୀଘ୍ର ଟି୨୦ ଏବଂ ଦିନିକିଆ ଟିମ୍ର ଘୋଷଣା କରିପାରେ। ହେଲେ ଏସବୁ ମଧ୍ୟରେ ଟିମ୍ ଇଣ୍ଡିଆର ଆଗାମୀ ଟି୨୦ ଅଧିନାୟକ କିଏ ହେବ…
ସୁନା ଅଳଙ୍କାରରେ ଝଲସିଲେ ଶ୍ରୀଜିଉ
କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ବଡ଼ ଏକାଦଶୀ ତିଥିରେ କେନ୍ଦୁଝରର ଆରାଧ୍ୟଦେବ ଶ୍ରୀଶ୍ରୀ ବଳଦେବଜୀଉ, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱର ସର୍ବୋଚ୍ଚ ରଥରେ ଶ୍ରୀଜିଉଙ୍କ ଅଲୌକିକ ସୁନାବେଶକୁ ହଜାର ହଜାର ଭକ୍ତ ଦର୍ଶନ କରିଛନ୍ତି।…
Archives


