Home

୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ

ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ। ଓଡ଼ିଶାକୁ…

କେଉଁ ସର୍ତ୍ତରେ ଏନ୍‌ଡିଏକୁ ସମର୍ଥନ ଜଣାଇଲେ ନୀତୀଶ କୁମାର, ଜାଣନ୍ତୁ…

ପାଟ୍‌ନା,୫ା୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦିଲ୍ଲୀରେ ପହଞ୍ଚି ଏନ୍‌ଡିଏ ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକରେ ନୀତୀଶ କୁମାରଙ୍କୁ ଗତ ୧୦ ବର୍ଷ ମଧ୍ୟରେ କିଙ୍ଗ୍‌ମେକରଙ୍କ ପଦରେ ଦେଖିବାକୁ ମିଳିଥିଲା। ବୈଠକର ଠିକ୍‌ ପୂର୍ବରୁ ନୀତୀଶ ଏବଂ ତାଙ୍କ ପରିବାର…

ସିରିଜ ଦୁର୍ଘଟଣା: ୩ ମୃତ, ୧୨ ଆହତ

କେନ୍ଦୁଝର,୫ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଠାକୁର ଡିହିରୁ ପୂତୁଲୁପାଣି ଛକ ମଧ୍ୟରେ ଜାତୀୟ ରାଜପଥ ୪୯ରେ ବୁଧବାର ଏକ ସିରିଜ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।…

ନିର୍ବାଚନରେ ଆସନ ସଂଖ୍ୟାକୁ ନେଇ ଆସିଲା ମୋଦିଙ୍କ ପ୍ରଥମ ବୟାନ, କହିଲେ- ନମ୍ବରଗେମ୍‌ ତ…

ନୂଆଦିଲ୍ଲୀ,୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହାପୂର୍ବରୁ ସେ ଅନ୍ତିମ କ୍ୟାବିନେଟ ବୈଠକରେ ନିର୍ବାଚନ ଫଳାଫଳକୁ ନେଇ ଆଲୋଚନା କରିଛନ୍ତି। ନିର୍ବାଚନରେ ନମ୍ବର ଗେମ୍‌କୁ ନେଇ ମୋଦି କହିଛନ୍ତି, ହାରିବା, ଜିତିବା ରାଜନୀତିର…

ନବୀନ ନିବାସ ବୈଠକରେ ବି ପାଣ୍ଡିଆନ ଅନୁପସ୍ଥିତ, ୨ ବିଜେଡି ବିଧାୟକ କହିଲେ…

ଭୁବନେଶ୍ୱର,୫।୬: ବିଜେଡି ପ୍ରଚାରର ମଙ୍ଗ ଧରିଥିଲେ, ହେଲେ ନିର୍ବାଚନ ଫଳାଫଳ ଆସିବା ପରେ କେଉଁଆଡେ ଉଭାନ। ଆମେ କହୁଛୁ ବିଜେଡି ନେତା ଭି କେ ପାଣ୍ଡିଆନଙ୍କ କଥା। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ତାଙ୍କୁ ଦେଖିବାକୁ ମଧ୍ୟ ମିଳୁନାହିଁ। ଏଣୁ…

ପରାଜୟ ପରେ ଦଳୀୟ ନେତାଙ୍କୁ ଏଭଳି କହି ମନୋବଳ ବଢ଼ାଇଲେ ନବୀନ, ଦେଖନ୍ତୁ Video

ଭୁବନେଶ୍ୱର,୫।୬: ରାଜ୍ୟରେ ହୋଇଥିବା ସାଧାରଣ ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ ଯାଉଛି। ହେଲେ ପରାଜିତ ହୋଇ ଅଧିକ ଚର୍ଚ୍ଚାରେ ରହିଛି ବିଜେଡି, ସେ ବି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ। ଦୀର୍ଘ ୨୪ ବର୍ଷ ଧରି…

ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ଏହି ଦିନ ହେବ ଫାଇନାଲ

ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୬: ଭାରତୀୟ ଜନତା ପାର୍ଟି ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ଐତିହାସିକ ପ୍ରଦର୍ଶନ ହାସଲ କରିଛି। ଭାରତୀୟ ଜନତା ପାର୍ଟି ୧୪୭ ସିଟ୍‌ ବିଶିଷ୍ଟ ବିଧାନସଭାରେ ୭୮ ସିଟ୍‌ ଜିତିବାରେ ସଫଳ ହୋଇଥିବା ବେଳେ ବିଜେଡିକୁ କେବଳ ୫୧ଟି…

ମୋଦି ସରକାର ୩.୦ ପାଇଁ ନୀତୀଶ, ଚନ୍ଦ୍ରବାବୁ ଦେଲେ ସମର୍ଥନ ପତ୍ର

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନ୍‌ଡିଏ ମେଣ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥତି ରହିଥିଲେ। ବୈଠକରେ ମୋଦି…

ଲୋକ ସଭା ଭଙ୍ଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୫ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସପ୍ତଦଶ ଲୋକ ସଭା ଭଙ୍ଗ କରିଛନ୍ତି। ନୂଆ ସରକାର ଗଠନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ତଫା ଦେଇଥିଲେ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ…

ଓ୍ବାଏନାଡ ଆସନ ଛାଡିପାରନ୍ତି ରାହୁଲ, କାରଣ…

ନୂଆଦିଲ୍ଲୀ,୫।୬: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହୋଇଛି। ଫଳାଫଳରେ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏନଡିଏ ମେଣ୍ଟ ୨୯୩ ସିଟ୍‌ ପାଇଥିବାବେଳେ ଇଣ୍ଡିଆ ମେଣ୍ଟ ୨୩୪ ସିଟ୍‌ ପାଇଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ବାରଣାସୀ ଆସନରୁ…

ଇସ୍ତଫା ଦେଲେ ନବୀନ ପଟ୍ଟନାୟକ, ଟ୍ବିଟ କରି କହିଦେଲେ ଏମିତି

ଭୁବନେଶ୍ୱର,୫।୬: ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ। ପ୍ରାୟ ୨୪ବର୍ଷ ଶାସନ କ୍ଷମତାରେ ରହିବା ପରେ ବୁଧବାର ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଇସ୍ତଫା ଦେବା ପରେ ନବୀନ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି କୃତଜ୍ଞତା ଜଣାଇଛନ୍ତି।…

କେବଳ ନୀତୀଶ- ନାଇଡୁ ନୁହନ୍ତି, ଏନ୍‌ଡିଏ ସରକାରଙ୍କ ଭାଗ୍ୟ ବଦଳାଇ ଦେଇପାରନ୍ତି  ଏହି ୧୭ ଏମ୍‌ପି

ନୂଆଦିଲ୍ଲୀ,୫।୬: ଲୋକସଭା ନିର୍ବାଚନ-୨୦୨୪ର ଫଳାଫଳ ଘୋଷଣା ହୋଇଛି। ଏଥିରେ କୌଣସି ଦଳ ସଂଖ୍ୟାଗରିଷ୍ଠତା ହାସଲ କରିନାହାନ୍ତି। ତେବେ ଭାଜପା ନେତୃତ୍ୱାଧୀନ ଏନଡିଏ ମେଣ୍ଟକୁ ୨୯୨ ଆସନ ମିଳିଛି। ଏଥି ସହିତ ଇଣ୍ଡିଆ ମେଣ୍ଟକୁ ୨୩୪ ଆସନ ମିଳିଛି। ଏଭଳି ପରିସ୍ଥିତିରେ ବିହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri