କୋଟି କୋଟି ଶ୍ରୋତା ଏହି କାର୍ଯ୍ୟକ୍ରମର ଅସଲ ସୁତ୍ରଧର: ମୋଦି
ନୂଆଦିଲ୍ଲୀ,୨୯।୯: ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ତାଙ୍କର ୧୧୪ତମ ଏପିସୋଡରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜିର ଏପିସୋଡ ଭାବପ୍ରବଣ ଅଟେ। ସେ କହିଛନ୍ତି ଯେ ମନ କି…
ଶତ୍ରୁଙ୍କୁ ହଟାଇବା ପାଇଁ ଇସ୍ରାଏଲକୁ କାହିଁକି ପଡ଼ିବ ମହଙ୍ଗା, ଜାଣନ୍ତୁ …
ଜେରୁଜେଲମ୍,୨୯ା୯: ଇସ୍ରାଏଲ ଏବଂ ହେଜ୍ବୋଲ୍ଲା ମଧ୍ୟରେ ବିବାଦ ବୃଦ୍ଧି ପାଇଛି। ଯାହା ବର୍ତ୍ତମାନ ଇସ୍ରାଏଲର ଅର୍ଥନୀତି ଉପରେ ପ୍ରଭାବ ପକାଉଛି। ଆମେରିକୀୟ ରେଟିଂ ଏଜେନ୍ସି ମୁଡି ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଇସ୍ରାଏଲର କ୍ରେଡିଟ୍ ରେଟିଂ ହ୍ରାସ କରିଛି। ଏଥର…
ଟେନ୍ସନ୍ରେ ରହୁଛନ୍ତି କି? ଦେଖାଦେଇପାରେ ଏହି ବଡ଼ ସମସ୍ୟା…
ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ନିଜ ଜୀବନଶୈଳୀ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ଦରକାର। କାରଣ ନିଜକୁ ସୁସ୍ଥ ରଖିବା ପଛରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଯଦି ଜଣେ ବ୍ୟକ୍ତି ଉନ୍ନତ ଜୀବନଶୈଳୀ ଅନୁସରଣ କରନ୍ତି, ତେବେ ତାଙ୍କର ହୃତ୍ପିଣ୍ଡ ଠିକ୍…
ସୁସ୍ଥ ହୃତ୍ପିଣ୍ଡ, ନୀରୋଗ ଶରୀର
ମଣିଷ ଶରୀରରେ ହୃତ୍ପିଣ୍ଡ ମୁଖ୍ୟତଃ ଏକ ମାଂସପେଶୀୟ ଅଙ୍ଗ। ଏହାର ଆକାର ହାତର ମୁଠା ସହ ପ୍ରାୟ ସମାନ। ଓଜନ ୨୫୦-୩୫୦ ଗ୍ରାମ୍, ଲମ୍ବ ୧୨ ସେମି, ଚଉଡ଼ା ୮ ସେମି ଓ ମୋଟେଇ ପାଖାପାଖି ୬ ସେମି। ଏହା ଆମ୍ଭମାନଙ୍କର…
ଆଜିର ଦୁନିଆ ହତାଶ, ଭାଙ୍ଗୁଛି ବିଶ୍ୱାସ, କାହିଁକି ଏମିତି କହିଲେ ଜୟଶଙ୍କର…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯ା୯: ମିଳିତ ଜାତିସଂଘର ସାଧାରଣ ସଭାର ୭୯ତମ ବୈଠକରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ୟୁକ୍ରେନ ଏବଂ ଗାଜାରେ ଚାଲିଥିବା ଯୁଦ୍ଧ ବିରୋଧରେ ବିଶ୍ୱର ଦେଶଗୁଡ଼ିକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଦୁନିଆରେ ବ୍ୟାପକ ପରିମାଣରେ ଘଟୁଥିବା ହିଂସା…
ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା
ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ ପଏଣ୍ଟ ଆଦି ରହିଛି। ତେବେ ପର୍ଯ୍ୟଟକଙ୍କୁ ସବୁଠୁ ଅଧିକ ଆକୃଷ୍ଟ କରିଥାଏ ମିଡିୟୁବାନ୍ଦା ଜଳପ୍ରପାତ।…
ଏମ୍ଜିଏନ୍ଆର୍ଇଜିଏସ୍ କାମର ଫାଇଲ ଜବତ କଲା ଭିଜିଲାନ୍ସ
କେସିଙ୍ଗା,୨୯ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ଶନିବାର କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ଏମ୍ଜିଏନ୍ଆର୍ଇଜିଏସ୍ରେ ହୋଇଥିବା କାମର କେସ୍ ରେକର୍ଡ ଫାଇଲ ଜବତ କରି ନେଇଛି। ସୂଚନା ଅନୁଯାୟୀ ୨୦୨୩-୨୪ ଆର୍ଥତ୍କ ବର୍ଷରେ ୧୦ ଲକ୍ଷ ଟଙ୍କା ବ୍ୟୟରେ…
ମାସିକ ୧୬ ବଦଳରେ ମିଳୁଛି ୧୧
ସୋନପୁର,୨୯।୯(ମୃତ୍ୟୁଞ୍ଜୟ ଶତପଥୀ): କିଶୋରୀମାନଙ୍କୁ ସ୍ବାସ୍ଥ୍ୟବାନ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍ଏସ୍ପି) ପ୍ରଣୟନ କରିଛନ୍ତି। ୧୫ ରୁ ୧୯ ବର୍ଷର ସମସ୍ତ କିଶୋରୀ ବାଳିକାଙ୍କୁ ଉପଯୁକ୍ତ ପୁଷ୍ଟି ସାଧନ ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି। ମହିଳା ଓ…
ବନିତାଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ସାତସପନ
ରାଜକନିକା,୨୯ା୯(ସଞ୍ଜୟ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା କରୁଛନ୍ତି। ହେଲେ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ଏହି ଯୋଜନା ପହଞ୍ଚତ୍ ପାରୁନାହିଁ। ପ୍ରଶାସନ ଆଢୁଆଳରେ ରହି ଯାଉଛନ୍ତି ଅନେକ ପରିବାର। ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡିଏ ସେମାନଙ୍କ ପାଇଁ ନାହିଁ।…
କୁମ୍ଭୀର ପାଇଁ ନଦୀକୂଳ ଅସୁରକ୍ଷିତ
କେନ୍ଦ୍ରାପଡ଼ା,୨୯ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗ୍ରାମର ରଞ୍ଜିତ ମଣ୍ଡଳଙ୍କ ପୋଖରୀରେ ମଙ୍ଗଳବାର ଏକ ବଡ଼ କୁମ୍ଭୀର ପଶିଯାଇଥିଲା। ବନ ବିଭାଗ ପକ୍ଷରୁ ଏହାକୁ ଉଦ୍ଧାର କରାଯାଇ ନିକଟସ୍ଥ ବାଉଁଶଗଡ଼ି ନଦୀରେ ଛଡ଼ାଯାଇଛି। ଏପରି ଘଟଣା…
ପାରାଦୀପଗଡ଼ରେ ଜଳ ନିଷ୍କାସନରେ ସମସ୍ୟା ଉତ୍କଟ
ପାରାଦୀପ,୨୯।୯(ଶରତ ରାଉତ): ଜଗତ୍ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ପାରାଦୀପଗଡ ପଞ୍ଚାୟତରେ ମାସାଧିକ ସମୟ ହେଲା ଗାଁରୁ ବର୍ଷାଜଳ ନିଷ୍କାସନ ହେଉନାହିଁ। ଗାଁ ଦାଣ୍ଡରେ ପାଣି ଜମି ରହୁଛି। ସେହି ପାଣିରେ ଆବର୍ଜନା, ଗୋବର, ପଙ୍କ, ମଳ,ମୂତ୍ର, ଗଛରୁ ଝଡ଼ୁଥିବା ପତ୍ର…
ରାସ୍ତାରେ ନଦୀର ଭ୍ରମ
ଯାଜପୁର,୨୯ା୯ (ହର୍ଷବର୍ଦ୍ଧନ ବେହେରା): ସହରବାସୀ ଏବଂ ପର୍ଯ୍ୟଟକଙ୍କ ଅବସର ବିନୋଦନ ପାଇଁ ରାଜ୍ୟ ସରକାର ବ୍ୟାସ ସରୋବର ପ୍ରକଳ୍ପର ପରିକଳ୍ପନା କରିଛନ୍ତି। କିନ୍ତୁ ଏହି ପ୍ରକଳ୍ପର ସୌନ୍ଦର୍ଯ୍ୟକରଣ ଏବଂ ଜଙ୍ଗଲ ସୃଷ୍ଟି ଲକ୍ଷ୍ୟ ପରାହତ ହୋଇଛି। ବ୍ୟାସସରୋବର ଛକଠାରୁ ପର୍ଯ୍ୟଟନସ୍ଥଳୀ ପର୍ଯ୍ୟନ୍ତ…
Archives


