Home

ସ୍ଥାୟୀ ନିଯୁକ୍ତି ଦାବି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାସ୍ଥିତ ଇଥାନଲ ପ୍ଲାଣ୍ଟରେ ଗୋଟିଏ ପଟେ ସ୍ଥାନୀୟ ନିଯୁକ୍ତି ଦାବି ଜୋର୍‌ ଧରିଥିବାବେଳେ ଅନ୍ୟପଟେ କାର୍ଯ୍ୟରତ ଶ୍ରମିକମାନେ ସ୍ଥାୟୀ ନିଯୁକ୍ତି ଦାବି କରିଛନ୍ତି। ଏହି ଦାବି ନେଇ ଶୁକ୍ରବାର ଶ୍ରମିକମାନେ ଜିଲାପାଳ ଆଦିତ୍ୟ…

ଉତ୍କଳ ଆଲୁମିନା କ୍ୟାଣ୍ଟିନରେ ନିଆଁ ଲାଗି ଯୁବକ ଗୁରୁତର, କମ୍ପାନୀ ପକ୍ଷରୁ ମିଳିନି ସାହାଯ୍ୟ

ଥୁଆମୂଳ ରାମପୁର,୨୪ା୧(ଦୁର୍ଗା କୀର୍ତ୍ତି): ବହୁ ଚର୍ଚ୍ଚିତ ରାୟଗଡ଼ା ଜିଲା ଦୋରାଗୁଡ଼ା ଥାନା ଅନ୍ତର୍ଗତ ଉତ୍କଳ ଆଲୁମିନା କାରଖାନାର ଏକ କ୍ୟାଣ୍ଟିନରେ ବଡ଼ ଧରଣର ଏକ ଅଘଟଣ ଘଟି ଯାଇଥିବା ବେଳେ ପୀଡ଼ିତ ଯୁବକ ୩ ଦିନ ଧରି ନୂଆପଡା ମେଡ଼ିକାଲରେ ଭର୍ତ୍ତି…

ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ: ଜେଲ୍‌ ଗଲେ ଅଭିଯୁକ୍ତ ସ୍ବାମୀ

ଦିଗପହଣ୍ଡି,୨୪ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ନୂଆ ବଳଧିଆ ଗ୍ରାମର ସଞ୍ଜୁ କୁମାରୀ ପ୍ରଧାନଙ୍କୁ ତାଙ୍କ ସ୍ବାମୀ କୁନା ପ୍ରଧାନ ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଗୁରୁବାର…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଅଭିଯୋଗ ଆଣିଲେ ଓ୍ବାର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୨୪ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରପଞ୍ଚ ଚନ୍ଦ୍ରିକା ମଲିକଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଭିଯୋଗ ଆଣିଛନ୍ତି ୧୬ ଜଣ ଓ୍ବାର୍ଡ ସଭ୍ୟାସଭ୍ୟ। ଶୁକ୍ରବାର ଏନେଇ ବାଲିଗୁଡ଼ା ଉପଜିଲାପାଳ ଡଃ ରୀନା ପ୍ରଧାନଙ୍କ ନିକଟରେ ଫେରାଦ ହୋଇ ଲିଖିତ ଭାବେ ଦାବିପତ୍ର…

ସଂସଦୀୟ କମିଟି ବୈଠକରେ ପ୍ରବଳ ହଟ୍ଟଗୋଳ: ୧୦ ଏମ୍‌ପି ନିଲମ୍ବିତ

ନୂଆଦିଲ୍ଲୀ,୨୪।୧: ୱାକଫ ସଂଶୋଧନ ବିଲ ଉପରେ ସଂସଦୀୟ କମିଟି ବୈଠକରେ ଶୁକ୍ରବାର ପ୍ରବଳ ହଟ୍ଟଗୋଳ ହୋଇଥିଲା। ହଟ୍ଟଗୋଳ ଥମି ନଥିବା ଦେଖି, କମିଟିର ୧୦ ଜଣ ଏମ୍‌ପିଙ୍କୁ ପୂରା ଦିନ ପାଇଁ କମିଟିର ସଦସ୍ୟତାରୁ ନିଲମ୍ବିତ କରାଯାଇଥିଲା। ବୈଠକ ପୂର୍ବରୁ ବିରୋଧୀ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି, ଜାଣନ୍ତୁ କେଉଁ ବିଭାଗରେ ମିଳିବ ସୁଯୋଗ

ଭୁବନେଶ୍ୱର,୨୪ା୧: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି IT, ପେଟ୍ରୋ କେମିକାଲ୍ସ,…

ଭାରତମାତା ପୂଜନ ଉତ୍ସବ ପାଇଁ ସଜେଇ ହେଉଛି ସିମନବାଡି

ଦାରିଙ୍ଗବାଡି, ୨୩।୧(ଅରୁଣ ସାହୁ):ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିରେ ଭାରତ ମାତା ପୂଜନ ଉତ୍ସବ ଓ ସାଧାରଣତନ୍ତ୍ର ଦିବସ ବଡ଼ ଧୁମଧାମରେ ପାଳନ କରାଯିବ। ଏଥିପାଇଁ ସିମନବାଡି ସଜେଇ ହେଉଛି। ଗାଁର ଚାରିଦିଗରେ ସ୍ବାଗତ ପାଇଁ…

ଭାରତ ସହ ଧୋକା, ଚାଇନା ସହ ବନ୍ଧୁତା: ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଗେମ୍‌ ପ୍ଲାନ୍‌

ଓ୍ବାଶିଂଟନ,୨୪।୧: ଆମେରିକାର ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୋଟିଏ ପରେ ଗୋଟିଏ ଅନେକ ଘୋଷଣା କରିଥିଲେ। ଯାହା ଭାରତର ଚିନ୍ତାକୁ ବଢ଼ାଇ ଦେଇଥିଲା। ଅନ୍ୟପକ୍ଷରେ, ଚାଇନା ପ୍ରତି ତାଙ୍କର ମନୋଭାବ ବହୁତ ନରମ ମନେ ହେଉଛି। ଏକ…

ଏହିଦିନ ମହାକୁମ୍ଭରେ ବୁଡ ପକାଇବେ ମୋଦି

ନୂଆଦିଲ୍ଲୀ,୨୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ଫେବୃଆରୀରେ ମହାକୁମ୍ଭରେ ସ୍ନାନ କରିବେ। ତାଙ୍କର କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ସେହି ଦିନ କଂଗ୍ରେସ ରାଜ୍ୟ ସଭାପତି ଅଜୟ ରାୟ ମଧ୍ୟ ତ୍ରିବେଣୀରେ ବୁଡ଼ ପକାଇବେ। କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷଙ୍କ ସହ ଦଳର ଆଉ…

ଏତିକି ଟଙ୍କାରେ ଆପାର୍ଟମେଣ୍ଟ ବିକିଲେ ଅକ୍ଷୟ କୁମାର

ବଲିଉଡର ଖିଲାଡି କୁମାର ଅର୍ଥାତ୍‌ ଅକ୍ଷୟ କୁମାର ଆଜିକାଲି ତାଙ୍କ ଫିଲ୍ମ ସ୍କାଏ ଫୋର୍ସ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମଟି ଶୁକ୍ରବାର ଜାନୁଆରୀ ୨୪ରେ ସିନେମା ହଲରେ ମୁକ୍ତିଲାଭ କରିଥିଲା। ସ୍କାଏ ଫୋର୍ସ ଦର୍ଶକ ଏବଂ ସମାଲୋଚକମାନଙ୍କଠାରୁ ଭଲ ପ୍ରତିକ୍ରିୟା…

ଏହି ୪ ରାଶିରେ ଜନ୍ମିତ ଯୁବତୀ ଜୀବନସାଥୀଙ୍କ ପାଇଁ ବହୁତ ଲକି; ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକେ

ବିବାହ ପରେ ଅନେକ ଲୋକଙ୍କ ଜୀବନ ବଦଳିଯାଇଥାଏ। କାହାର କ୍ୟାରିୟରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ତ କାହାର ବିଗିଡ଼ି ଯାଇଥିବା କାମ ସୁରୁଖୁରୁରେ ହୋଇଯାଏ। ଘରେ ଧନଧାନ୍ୟରେ ପୂରି ଉଠେ। ସମାଜରେ ମାନ ସମ୍ମାନ ବୃଦ୍ଧି ପାଏ। ଏହାକୁ ନେଇ ଜ୍ୟୋତିଷଶାସ୍ତ୍ରରେ…

ବଜାରକୁ ଆସିଲାଣି ନକଲି ‘ଆଲମଣ୍ଡ’, କିଭଳି ସହଜ ଉପାୟରେ ଚିହ୍ନିବେ ଜାଣନ୍ତୁ?  

‘ଆଲମଣ୍ଡ’ ଫାଇବର, ପ୍ରୋଟିନ୍‌, ଆଇରନ୍‌, ମ୍ୟାଗ୍ନେସିୟମ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ। ନିୟମିତ ଏହାର ସେବନ କରିବା ଦ୍ୱାରା ସ୍ମରଣଶକ୍ତି ବୃଦ୍ଧି ପାଇଥାଏ। ଏହା ଡାଇବେଟିସ୍‌,ତ୍ୱଚାରୁ ନେଇ ହାଡ଼ ଶକ୍ତ କରିଥାଏ। ହେଲେ ଏବେ ବଜାରରେ ନକଲି ‘ଅଲମଣ୍ଡ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?