ମ୍ୟାଜିକ୍ ଦେଖାଇଲେ ମମତା
କୋଲକାତା,୫।୬:ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମ୍ୟାଜିକ୍ ଭାଜପାର ସବୁ ଆକଳନକୁ ଭୁଲ୍ ସାବ୍ୟସ୍ତ କରିଛି। ତାଙ୍କ ଜଲଓ୍ବା ଆଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲହର ଫିକା ପଡ଼ିଯାଇଛି। ରାଜ୍ୟର ୪୨ ଲୋକ ସଭା ଆସନ ମଧ୍ୟରୁ ମମତାଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ…
ବିଜେଡିକୁ ଏତେ ବଡ଼ କ୍ଷତି କାହା ପାଇଁ? ପାଣ୍ଡିଆନ ନା ଆଉ କିଏ, ସାମ୍ନାକୁ ଆସିଲା ପ୍ରକୃତ କାରଣ
ଭୁବନେଶ୍ୱର, ୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ…
ଭାଜପା ସବୁଠୁ ବଡ଼ ପାର୍ଟି , ୧୦୦ ଛୁଇଁଲାନି କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେତେ ଆସନ
ନୂଆଦିଲ୍ଲୀ,୫।୬: ‘୪୦୦ ପାର୍’ ନାରା, କିନ୍ତୁ ଜନାଦେଶ ୩୦୦ ଆସନ ତଳେ। ସଦ୍ୟ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ବିଜୟ ଲାଭ କରିଥିଲେ ମଧ୍ୟ ଉତ୍ସବ ମନାଇବା ଅବସ୍ଥାରେ…
କିଏ ହେବେ ଦେଶର ଆଗାମୀ ପ୍ରଧାନମନ୍ତ୍ରୀ: ସ୍ପଷ୍ଟ କଲା ଭାଜପା
ନୂଆଦିଲ୍ଲୀ,୫।୬:୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ସମ୍ପର୍କରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡା ପ୍ରଧାନମନ୍ତ୍ରୀଙ୍କ ଚେହେରାକୁ ନେଇ ଏନଡିଏ ପକ୍ଷରୁ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି, ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବେ। ଭାଜପା ମୁଖ୍ୟାଳୟରେ…
ପୁରୁଣା ସହଯୋଗୀଙ୍କୁ ସାଙ୍ଗରେ ନେବାକୁ ଇଣ୍ଡିଆ ବ୍ଲକ୍ ନିଷ୍ପତ୍ତି ଆଜି
ଲୋକ ସଭା ନିର୍ବାଚନରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିବାବେଳେ ମ୍ୟାଜିକ୍ ସଂଖ୍ୟା ୨୭୨ ହାସଲ କରିବାରେ ବିଫଳ ହୋଇଛି। ଏହି ପରିପ୍ରେକ୍ଷୀରେ ଇଣ୍ଡିଆ ବ୍ଲକ୍ର ସହଯୋଗୀ ଦଳ ନେତାମାନଙ୍କର ଜରୁରୀ ବୈଠକ ବୁଧବାର ଡକାଯାଇଛି। କେନ୍ଦ୍ରରେ ସରକାର ଗଢ଼ିବା ପାଇଁ…
ଓଡ଼ିଶାରେ ବିଜେଡିର ଶୋଚନୀୟ ସ୍ଥିତି, ଲୋକ ସଭାରେ…
ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଭାଜପା ଓଡ଼ିଶାରେ ରେକର୍ଡ ବିଜୟ ଦିଗରେ ଅଗ୍ରସର ହେଉଛି। ଫଳରେ ପ୍ରଥମ ଥର ପାଇଁ ଦଳ ସରକାର ଗଢ଼ିବ ବୋଲି ସ୍ପଷ୍ଟ ହୋଇଛି। କେବଳ ବିଧାନସଭା ନୁହେଁ ବରଂ ଲୋକ ସଭାରେ ମଧ୍ୟ…
ରାମ ମନ୍ଦିର ପରେ ବି ଅଯୋଧ୍ୟାରେ ହାରିଲା ଭାଜପା, କାରଣ ଜାଣିଲେ ହୋଇଯିବେ ତାଜୁବ
ନୂଆଦିଲ୍ଲୀ,୪।୬: ଆସିଛି ନିର୍ବାଚନ ଫଳାଫଳ। ୨୪ ନିର୍ବାଚନ ରେଜଲ୍ଟରେ ଭାଜପା ୩୦୦ ଛୁଇଁ ନାହିଁ। ତେବେ ସବୁଠାରୁ ବଡ଼ କଥା ହେଉଛି ଅଯୋଧ୍ୟାରୁ ଭାରତୀୟ ଜନତ ପାର୍ଟି ପରାଜିତ ହୋଇଛି। ଫୈଜାବାଦ ଆସନରୁ ଭାଜପା ହାରିଛି। ଭାଜପା ପାର୍ଥୀ ଲାଲୁ ସିଂଙ୍କୁ…
ଝାରସୁଗୁଡ଼ାରୁ ହାରିଯିବା ପରେ ଦୀପାଳିଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ ଏଭଳି…
ଭୁବନେଶ୍ୱର,୪।୬: ଝାରସୁଗୁଡ଼ାରେ ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଥିବା ଦୀପାଳି ଦାସ ପରାଜିତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ତାଙ୍କୁ ୧୩୨୨ ଖଣ୍ଡ ଭୋଟରେ ହରାଇଛନ୍ତି। ଏହାପରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ଦୀପାଳି। ସେ କହିଛନ୍ତି ଯେ, ‘ହାରିବା ଓ ଜିତିବା…
ପ୍ରଥମ ଥର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ମାଟିରେ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛି: ମୋଦି
ନୂଆଦିଲ୍ଲୀ,୪।୬: ୨୦୨୪ ନିର୍ବାଚନ ଫଳାଫଳ ଆସିବା ପରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ସ୍ପଷ୍ଟ ହୋଇଛି। ଏନ୍ଡିଏ ନେତୃତ୍ୱରେ ଦଳ ଭଲ ପ୍ରଦର୍ଶନ କରିଛି। ଏମିତିରେ ଦଳୀୟ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଦିଲ୍ଲୀ…
କଣ୍ଟାବାଞ୍ଜିରୁ ହାରିଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କାହାଠୁ ହାରିଲେ
ଭୁବନେଶ୍ୱର,୪।୬: ପ୍ରଥମ ଥର ପରାଜିତ ହୋଇଛନ୍ତି ନବୀନ ପଟ୍ଟନାୟକ। ନିଜ କ୍ଷମତାସୀନ ରାଜ୍ୟରେ ଦୁର୍ଗ ହରାଇଛନ୍ତି ନବୀନ। ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିବା ବଲାଙ୍ଗୀରର କଣ୍ଟାବାଞ୍ଜି ଆସନରୁ ଶୋଚନୀୟ ଭାବେ ପରାଜିତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ ପ୍ରାୟ…
ତୃତୀୟ ଥର ସରକାର ଗଢିବେ ମୋଦି, କହିଲେ ଜନତାଙ୍କ ପାଖରେ ଋଣି
ନୂଆଦିଲ୍ଲୀ,୪।୬: ଲଗାତାର ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ଏନଡିଏର ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାତିରେ ଦଳ ମୁଖ୍ୟାଳୟରେ ପହଞ୍ଚିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କୁ ଏକ ବିରାଟ ସ୍ବାଗତ କରାଯାଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି…
ସତ ହେଲା ଓଡ଼ିଶାକୁ ନେଇ ମୋଦି କରିଥିବା ଭବିଷ୍ୟବାଣୀ
ଭୁବନେଶ୍ୱର,୪।୬: ଓଡ଼ିଶା ବିଧାନସଭା ନିର୍ବାଚନ ୨୦୨୪ରେ ଇତିହାସ ରଚିଛି ଭାଜପା। ଦୀର୍ଘ ୨୫ ବର୍ଷର ବିଜେଡି ଶାସନର ଦୁର୍ଗକୁ ଭେଦ କରିଛି ଦଳ। ୧୪୭ ଆସନରେ ହୋଇଥିବା ମତଦାନର ଗଣନା ଜାରି ରହିଥିବା ବେଳେ ଭାଜପା ବିଜେଡିକୁ ପଛରେ ପକାଇ ଲଗାତର…
Archives


