ଗର୍ଭବତୀ ବୋହୂଙ୍କୁ ଗୋଇଠା ମାରିଲେ ଶାଶୁ, ମୃତ ଛୁଆକୁ ଜନ୍ମ ଦେଇ ଚାଲିଗଲା ମା’ର ଜୀବନ
ମହାକାଳପଡ଼ା,୪। ୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ବତିଘର ପଞ୍ଚାୟତ କୋଚିଳା ବେଲାରୀ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତାପସ ଗିରିଙ୍କୁ ୨ ବର୍ଷ ପୂର୍ବେ ହରିଆବାଙ୍କ ଗ୍ରାମର ସହଦେବ ଆଡିଙ୍କ ଝିଅ ମଞ୍ଜୁଲତା…
ବିଧାନସଭାରେ ‘୬୯’ ଝଡ଼
ଭୁବନେଶ୍ୱର,୪ା୧୨ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ଧାନ କୁଇଣ୍ଟାଲ ପିଛା ୮୦୦ ଟଙ୍କାର ଇନ୍ପୁଟ୍ ସବ୍ସିଡି ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ, ମନ୍ତ୍ରୀମାନେ ବିଭିନ୍ନ କାର୍ଯ୍ୟକ୍ରମରେ କହୁଛନ୍ତି। ତେବେ ସରକାର ଚଳିତବର୍ଷ ଚାଷୀଙ୍କଠାରୁ କେତେଟଙ୍କାରେ ଧାନ ସଂଗ୍ରହ କରିବେ, ତାହା ସ୍ପଷ୍ଟ କରନ୍ତୁ।…
ନାବାଳିକାଙ୍କୁ ଘରକୁ ଖାଇବାକୁ ଡାକି ବଳାତ୍କାର, ଚିତ୍କାର କରିବାରୁ…
ଲାଞ୍ଜିଗଡ଼,୩ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ବଳ ପୂର୍ବକ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତ ବ୍ୟକ୍ତି ଫେରାର ଥିବା ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ପୋଲିସର ତଦନ୍ତ…
ନଦୀକୁ ଖସିପଡ଼ିଲା କାର୍, ଭିତରେ ଅଛନ୍ତି…
କଟକ,୩ା୧୨: ବିରୂପା ନଦୀରେ ବୁଧବାର ସନ୍ଧ୍ୟାରେ ଏକ ବ୍ୟାଟେରୀ ଚାଳିତ କାର୍ ଖସିପଡ଼ିଛି। ତିନି ଘଣ୍ଟା ଧରି ପାଣି ଭିତରେ ଏହି କାର୍ ଫସିରହିଛି। ଜଣେ ଯୁବକଙ୍କୁ ସ୍ଥାନୀୟ ଖେଳ ପ୍ରଶିକ୍ଷଣ ପିଲା ଉଦ୍ଧାର କରିଥିବାବେଳେ ଆଉ ଜଣେ କାର୍ ଭିତରେ…
ଟ୍ରାନ୍ସଫର୍ମର ଅଚଳ: ବିଦ୍ୟୁତ୍ କାର୍ଯ୍ୟାଳୟ ସମ୍ମୁଖରେ ଅଞ୍ଚଳବାସୀଙ୍କ ବିକ୍ଷୋଭ
ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗ୍ରାମ ଗଣିଆ ସାହିରେ ଗତ ୨ ଦିନ ପୂର୍ବେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡ଼ିଯାଇଛି। ଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିବା ସହ ଅନ୍ଧକାରରେ ବିତୁଛି ସାହି ବାସିନ୍ଦାଙ୍କ ଜୀବନ।…
ଯୌତୁକ ପାଇଁ ବୋହୂଙ୍କୁ ମାଡ଼: ଶାଶୁଘର ଲୋକଙ୍କ ନାଁରେ ମାମଲା
ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁମାରଡ଼ା ଗ୍ରାମର ଶିକ୍ଷକ ସନ୍ତୋଷ ଓରଫ ଦେବୀ ପ୍ରସାଦ ପଟ୍ଟନାୟକ ତାଙ୍କ ସ୍ତ୍ରୀ ସାଲୋନିଙ୍କୁ ଯୌତୁକ ନିର୍ଯାତନା ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ସାଲୋନି…
ମହଙ୍ଗା ପଡ଼ିଲା ଜମି ମାଲିକଙ୍କୁ ଲାଞ୍ଚ ମାଗିବା, ଏତିକି ବର୍ଷ କାରାଦଣ୍ଡ ସହ ଜରିମାନା ରହିଛି…
ବରଗଡ଼,୩ା୧୨(ପ୍ରେମାନନ୍ଦ ଖମାରୀ): ଜମି ଅଧିଗ୍ରହଣ ବାବଦକୁ କ୍ଷତିପୂରଣ ପ୍ରଦାନରେ ଜଣେ ଜମି ମାଲିକଙ୍କଠାରୁ ଲାଞ୍ଚ ନେବା ବରଗଡ଼ ଅଶୋକା ବିଲ୍ଡକନର ଲିଆସୋନିଙ୍ଗ ଆସିଷ୍ଟାଣ୍ଟ ଶାନ୍ତନୁ ନାଏକଙ୍କୁ ମହଙ୍ଗା ପଡ଼ିଛି। ବରଗଡ଼ ଭିଜିଲାନ୍ସ କୋର୍ଟରେ ସ୍ବତନ୍ତ୍ର ବିଚାରପତି ବୁଧବାର ଏହି ଲାଞ୍ଚ ମାମଲାର…
ପୋଲିସକୁ ଧମକ ଦେଇ ବନ୍ଧା ହେଲେ ୩
ଭଞ୍ଜନଗର,୩ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜାମପଲ୍ଲୀ ବିଦେଶୀ ମଦ ଦୋକାନ ନିକଟରେ ପୋଲିସକୁ ଅସଦ ବ୍ୟବହାର ଦେଖାଇବା ଏବଂ ପୋଲିସକୁ ଆକ୍ରମଣ ଉଦ୍ୟମ କରିବା ଅଭିଯୋଗରେ ପୋଲିସ ବୁଧବାର ୩ ଜଣକୁ ଗିରଫ କରିଛି। ସେମାନେ ହେଲେ…
ସରପଞ୍ଚଙ୍କ ବିରୋଧରେ ହେଲାନାହିଁ ଅନାସ୍ଥା ଭୋଟିଂ, ନିର୍ଦ୍ଧାରିତ ସମୟ…
ଆନନ୍ଦପୁର,୩ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ସରପଞ୍ଚ ପଦ୍ମିନୀ ନାୟକଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଉପଜିଲାପାଳଙ୍କ ଚିଠି ନମ୍ବର ୧୦୨୧୨ ଅନୁଯାୟୀ ୩ ବୁଧବାର ୧୧/୩୦ ସମୟରେ ଧାର୍ଯ୍ୟ ହୋଇଥିଲା। ଏଥିରେ ଏକ ପ୍ଲାଟୁନ୍ ପୋଲିସ…
ନିଜ ଆକାଉଣ୍ଟ ନିଜେ ନ ଚଳାଇଲେ ଏଣିକି ବନ୍ଧା ହେବେ, ୫୦୦ ଆକାଉଣ୍ଟ ଉପରେ ପୋଲିସର ରହିଛି ନଜର
ଭଞ୍ଜନଗର,୩ା୧୨(ବାବୁଲା ପ୍ରଧାନ): ଲୋକେ ବିଭିନ୍ନ ବ୍ୟାଙ୍କରେ ଆକାଉଣ୍ଟ ଖୋଲୁଛନ୍ତି। ଏହାପରେ ତାକୁ ଅନ୍ୟ ଲୋକଙ୍କୁ ପରିଚାଳନା କରିବା ପାଇଁ ଦେଇ ଦେଉଛନ୍ତି। ଉକ୍ତ ଲୋକ ଆକାଉଣ୍ଟଧାରୀଙ୍କ ଅଜାଣତରେ ବିପୁଳ ଟଙ୍କା ଆକାଉଣ୍ଟରେ କାରବାର କରୁଛନ୍ତି। ଯାହାକି ବେନିୟମ। ଆଉ କିଛି ଲୋକ…
ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ: ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି.ତୁରୁବୁଡ଼ି ଗ୍ରାମରେ ଗତ ନଭେମ୍ବର ୧୩ ତାରିଖ ସନ୍ଧ୍ୟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ଟୁନା ଚୌଧୁରୀଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯାଇଥିଲା। ଏନେଇ ଦିଗପହଣ୍ଡି ଥାନାରେ ଏତଲା…
ଗାଁର ନାଁ କିଡ୍ନୀ ଭ୍ୟାଲି, ଏହା ପଛର କାରଣ ଜାଣିଲେ ନିଶ୍ଚିତ ହେବେ ଚକିତ
ବିଶ୍ୱରେ ଏପରି ଅନେକ ସ୍ଥାନ ଅଛି, ଯାହା ସେମାନଙ୍କର ଅନନ୍ୟତା ପାଇଁ ଅତ୍ୟନ୍ତ ପ୍ରସିଦ୍ଧ। ଏହି କାରଣରୁ ଦେଶ ଏବଂ ବିଶ୍ୱର ସବୁଠି ଚର୍ଚ୍ଚା। ଆଜି ଏମିତି ଏକ ଅନନ୍ୟ ଗାଁ ବିଷୟରେ କହିବୁ, ଯେଉଁଠାରେ ଅଧିକାଂଶ ଲୋକ କେବଳ ଗୋଟିଏ…
Archives


