ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…
ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଭୋଟିଂ ଶେଷ ହୋଇଛି। ଅପରପକ୍ଷରେ ସରପଞ୍ଚ ଓଝା…
କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…
ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ ଗୁଡ୍ବୁକ୍ରେ ଅଛନ୍ତି। ତେବେ ଏମ୍ପି ଏବଂ ମନ୍ତ୍ରୀପୂର୍ବରୁ ଭାରତୀୟ ପ୍ରଶାସନିକ ଅଧିକାରୀ ଭାବେ…
ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!
ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର ତର୍କବିତର୍କ ଦେଖିବାକୁ ମିଳିଛି । ରାଜ୍ୟ ସଭାରେ ବିରୋଧୀଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ…
୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା
୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ। ଅଗଷ୍ଟ ୩୧ ପର୍ଯ୍ୟନ୍ତ ସୂର୍ଯ୍ୟ ମଘା ନକ୍ଷତ୍ର ଦେଇ ଗତି କରିବେ। ଏହି…
ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…
ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ ଜାତୀୟ ପତାକା ଲଗାଇ ଏହି ଅଭିଯାନରେ ସାମିଲ ହୋଇଛନ୍ତି। ଏହି ଅବସରରେ ଜିଲାପାଳ…
ଦାରିଙ୍ଗବାଡିରେ ହର୍ ଘର୍ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର
ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମଧ୍ୟ ସାମିଲ ହୋଇଛି। ଏହି ଦିବସ ପାଳନ…
ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD
ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା…
ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍ରେ ହେଉଛି ନିଷ୍କାସନ
ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍ ଗେଟ୍ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ ବର୍ତ୍ତମାନ ଜଳଭଣ୍ଡାରକୁ ୧ ଲକ୍ଷ ଘନଫୁଟରୁ ଊଦ୍ଧର୍ବ ବନ୍ୟାଜଳ ପ୍ରବେଶ କରୁଥିବା ସତ୍ତ୍ବେ…
କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ
ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ ନିର୍ମାଣ ପାଇଁ ଅଞ୍ଚଳବାସୀ ପୁଣି ଦାବି କରିଛନ୍ତି। ମଙ୍ଗଳବାର ସାନ ଆର୍ଯ୍ୟପଲ୍ଲୀ, ବଡ଼…
ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍
ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ ପାଇଁ କଟକଣା ଜାରି କରିଛନ୍ତି । ଏହି ପ୍ରତିବନ୍ଧକ କେବଳ ବିକ୍ରି ଉପରେ…
ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି
ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ଓ ଆଶଙ୍କା ବଢ଼ିଛି। ଆର୍ଯ୍ୟପଲ୍ଲୀ ଗାଁ ଓ ବିଦ୍ୟାଳୟଠାରୁ ମାତ୍ର ପ୍ରାୟ…
କୋଚିଙ୍ଗ ସେଣ୍ଟର୍ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର
ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା ଗ୍ରୀଲ ଭାଙ୍ଗି ୪ ଜଣ ଦଶମ ଶ୍ରେଣୀର ଛାତ୍ର ଫେରାର ହୋଇଯାଇଛନ୍ତି। ନିଖୋଜ…

