Home

ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ତଦାରଖ ପାଇଁ ଗଠନ ହେଲା ଟାସ୍କଫୋର୍ସ

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ରାଜ୍ୟର ମହାନଗର ନିଗମ ଏବଂ ଜିଲାଗୁଡ଼ିକ ଅଧୀନରେ ଥିବା ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ, ଗୃହ ବିଭାଗ ଏବଂ ବିଦ୍ୟୁତ୍‌ ନିରୀକ୍ଷକଙ୍କୁ ନେଇ ମିଳିତ ଟାସ୍କଫୋର୍ସ ଗଠନ କରିବାକୁ…

ରତ୍ନଭଣ୍ଡାର ଖୋଲିବା ନେଇ ୧୪ ତାରିଖର ଅପୂର୍ବ ସଂଯୋଗ

ବଲାଙ୍ଗୀର,୧୫ା୭(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱର କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ପରିଶେଷରେ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଖୋଲାଯାଇଛି। ପୂର୍ବରୁ ଶେଷ ଥର ପାଇଁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରକୁ ୧୯୮୫ ଜୁଲାଇ ୧୪ ତାରିଖରେ ଖୋଲାଯାଇଥିବା ପୁରୀ ଶ୍ରୀ ଜଗନ୍ନାଥ…

ରତ୍ନଭଣ୍ଡାର ଚାବିକୁ ନେଇ ହଟିନି ଦ୍ୱନ୍ଦ୍ୱ

ପୁରୀ,୧୫ା୭(ଅଜିତ ମହାନ୍ତି): ଦୀର୍ଘ ୪୬ବର୍ଷ ପରେ ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଟ୍ରେଜେରିରେ ପୂର୍ବରୁ ରହିଥିବା ୩ଟି ଚାବିକୁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅଧିକୃତ ବ୍ୟକ୍ତିଙ୍କୁ ପ୍ରଦାନ କରିଥିଲେ। ତେବେ ସେହି ୩ ଚାବିରେ ରତ୍ନଭଣ୍ଡାର ତାଲା ଖୋଲି ନ…

ରତ୍ନଭଣ୍ଡାର ଖୋଲିବା ପରେ ଏମିତି କହିଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୪ା୭(ଅନିଲ ଦାସ)-ଦୀର୍ଘ ବର୍ଷ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ରବିବାର ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଅସ୍ମିତା…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪ା୭:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ…

ଓ୍ବିମ୍ବଲଡନ୍‌ ଫାଇନାଲ ଦେଖିଲେ ରାଜକୁମାରୀ

ଲଣ୍ଡନ,୧୪ା୭:ବ୍ରିଟେନ୍‌ ରାଜକୁମାରୀ କେଟ୍‌ ମିଡିଲଟନ୍‌ କ୍ୟାନ୍‌ସରରୁ ଆରୋଗ୍ୟ ହେଉଥିବାବେଳେ ରବିବାର ଲଣ୍ଡନରେ ଅନୁଷ୍ଠିତ ଓ୍ବିମ୍ବଲଡନ୍‌ ପୁରୁଷ ଫାଇନାଲ୍‌ ମ୍ୟାଚ୍‌ ଦେଖିବାକୁ ଆସିଥିଲେ। ସେ ରୟାଲ ବକ୍ସରେ ଆସନ ଗ୍ରହଣ କଲାବେଳେ ଉତ୍ସାହିତ ଦର୍ଶକମାନଙ୍କୁ ହାତ ହଲାଇ ଅଭିନନ୍ଦନ ଜଣାଉଥିବା ଦେଖାଯାଇଥିଲା। ତାଙ୍କ ପାଖରେ…

୧୫ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ: ୪୦ ଲକ୍ଷ ଟଙ୍କାର ସୁନା ଗହଣା କଲେ ଲୁଟ୍‌

ଟେନ୍‌ସା,୧୪ା୭(ସମୀର କୁମାର ପାଢ଼ୀ):ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ସାନଇନ୍ଦୁପୁର ରୁଙ୍ଗଟା କଲୋନୀରେ ଶୁକ୍ରବାର ବିଳମ୍ବିତ ରାତିରେ ୧୫ଟି ଘରୁ ଚୋରି ହୋଇଛି। ୪୦ ଲକ୍ଷ ଟଙ୍କାର ସୁନା ଗହଣା ଓ ୫ରୁ ୧୦ ଲକ୍ଷ ଟଙ୍କା ଦୁର୍ବୃତ୍ତ ନେଇଯାଇଥିବା ଜଣାପଡିଛି। କୋଇଡ଼ା…

ଟ୍ରମ୍ପ୍‌ଙ୍କୁ ଆକ୍ରମଣ ଘଟଣାକୁ ନେଇ ଏମିତି କହିଲା ରୁଷିଆ

ମସ୍କୋ,୧୪ା୭:ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ଆଗାମୀ ନିର୍ବାଚନ ପାଇଁ ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ପେନ୍‌ସିଲ୍‌ଭାନିଆର ବଟଲର ସହରରେ ଏକ ପ୍ରଚାର ରାଲିକୁ ସମ୍ବୋଧନ କରୁଥିବାବେଳେ ତାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଜଣେ ଯୁବ ଶୁଟର ଟ୍ରମ୍ପ୍‌ଙ୍କୁ ଟାର୍ଗେଟ କରି ଏକାଧିକ…

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଆସିଲା ବଡ଼ ଖବର: ସମ୍ପର୍କରେ…

ଅନନ୍ତ ଅମ୍ବାନୀ ଓ ରାଧିକା ମର୍ଚାଣ୍ଟଙ୍କ ଗ୍ରାଣ୍ଡ ୱେଡିଂରେ ଦେଶ ବିଦେଶର ବହୁ କଳାକାର ଓ ସେଲିବ୍ରିଟି ଯୋଗ ଦେଇଥିଲେ। ମୁମ୍ବାଇର ଜିଓ ୱାଲର୍‌ଡ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଆୟୋଜିତ ଏହି ବିବାହ ଉତ୍ସବରେ ବଚ୍ଚନ ପରିବାର ସମେତ ବଲିଉଡ୍‌ର ବହୁ ତାରକା…

କିଏ ହେବେ କଂଗ୍ରେସର ଉପନେତା: ଘୋଷଣା ହେଲା ନାଁ

ନୂଆଦିଲ୍ଲୀ,୧୪ା୭?:କଂଗ୍ରେସ ଏମ୍‌ପି ଗୌରବ ଗୋଗୋଇ ଲୋକ ସଭାରେ ଦଳର ଉପନେତା ହେବାକୁ ଯାଉଛନ୍ତି। ଦଳର ଏହି ନିଷ୍ପତ୍ତି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଜଣାଇ ଦିଆଯାଇଛି। କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧି ବାଚସ୍ପତିଙ୍କୁ ପତ୍ର ଲେଖି ଲୋକ…

ଏହି ନାଁ ଧରି ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିଥିଲେ ୧୧ଜଣ ସଦସ୍ୟ

ପୁରୀ,୧୪।୭: ୫ ଦଶନ୍ଧି ପରେ ଶେଷରେ ପୁରୀ ଶ୍ରୀମନ୍ଦିରର ରହସ୍ୟମୟ ରତ୍ନଭଣ୍ଡାର ଖୋଲିଲା। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲିଥିଲା। ରତ୍ନଭଣ୍ତାର ଖୋଲିବା ପାଇଁ ମୋଟ ୧୧ଜଣ ସଦସ୍ୟ ଭିତରକୁ ଯାଇଥିଲେ। ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟି…

ମାଟି କାମୁଡିଲା ଜିମ୍ବାଓ୍ବେ: ୪-୧ରେ ସିରିଜ୍‌ ଜିତିଲା ଟିମ୍‌ ଇଣ୍ଡିଆ

ହରାରେ,୧୪ା୭: ଜିମ୍ବାଓ୍ବେ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ର ଅନ୍ତିମ ମ୍ୟାଚକୁ ୪୨ ରନ୍‌ରେ ଜିତିବା ସହିତ ୪-୧ରେ ସିରିଜ ଜିତି ନେଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୧୬୭ ରନ୍‌ କରିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri