Home

କେଉଁ ଆଡ଼କୁ ଢଳୁଛନ୍ତି ନୀତୀଶ: ଜଣାପଡ଼ୁନି ମତିଗତି

ଇମ୍ଫାଲ,୨୩ା୧:୨୦୨୨ ମଣିପୁର ବିଧାନସଭା ନିର୍ବାଚନରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ୬ ଆସନ ଜିତିଥିଲା। କିଛି ଦିନ ପରେ ୫ ଜେଡିୟୁ ବିଧାୟକ ଦଳବଦଳ କରି ଭାଜପାରେ ମିଶିଥିଲେ। ସେମାନଙ୍କୁ ମିଶାଇ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌.ବୀରେନ୍‌…

ଧନୁଯାତ୍ରାରୁ ନିଖୋଜ ଯୁବତୀ ଉଦ୍ଧାର ଘଟଣା: ସିନ୍‌ ରିକ୍ରିିଏଟ୍‌ବେଳେ ଅଭିଯୁକ୍ତ କହିଲେ ଏମିତି କିଛି କଥା ପୋଲିସ ଚକିତ

ବରଗଡ଼,୨୩ା୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାରୁ ନିଖୋଜ ଯୁବତୀଙ୍କୁ ଜଙ୍ଗଲକୁ ଅପହରଣ କରି ନେଇ ବଳାତ୍କାର, ହତ୍ୟା ଉଦ୍ୟମ ମାମଲା ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି କରିଛି। ଏହି ମାମଲାରେ ଆହତ ପୀଡ଼ିତା ଭୀମସାର୍‌, ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ପୋଲିସ ମାମଲାର ମୁଖ୍ୟ ଅଭିଯୁକ୍ତ…

ରଣଜୀରେ ବି ଫେଲ୍‌ ହିଟ୍‌ମ୍ୟାନ୍‌: ଭାଇରାଲ୍‌ ହେଉଛି ଭିଡିଓ

ମୁମ୍ବାଇ,୨୩।୧: ଟେଷ୍ଟ କ୍ରିକେଟରେ ଖରାପ ଫର୍ମ ସହିତ ସଂଘର୍ଷ କରୁଥିବା ରୋହିତ ଶର୍ମା ରଣଜୀ ଟ୍ରଫିରେ ମଧ୍ୟ ଫ୍ଲପ୍‌ ହୋଇଛନ୍ତି। ରଣଜୀ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ମାତ୍ର ୩ ରନ କରି ପାଭିଲିୟନ ଫେରିଥିଲେ। ରୋହିତ ମ୍ୟାଚ୍‌ର ପ୍ରଥମ ଇନିଂସରେ ୧୯ଟି…

ବାଇପାସ୍‌ ରାସ୍ତା ନିର୍ମାଣ ନେଇ ରାଜ୍ୟ ସଭା ଏମ୍‌ପିଙ୍କୁ ଦାବିପତ୍ର ଦେଲା କ୍ରିୟାନୁଷ୍ଠାନ କମିଟି

କେସିଙ୍ଗା,୨୩ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାରେ ବାଇପାସ ଦାବି ନେଇ ଧିରେ ଧିରେ ବଢୁଛି ଜନସମର୍ଥନ। ଲୋକେ ନିର୍ମାଣାଧୀନ ଆରଓବି ଜାତୀୟ ରାଜପଥ ସହ ସଂଯୋଗକୁ ନେଇ ଖୋଲାଖୋଲି ବିରୋଧ ଆରମ୍ଭ କରିଛନ୍ତି। ଏନେଇ କେସିଙ୍ଗା ବାଇପାସ୍‌ କ୍ରିୟାନୁଷ୍ଠାନ କମିଟିର ଆବାହକ…

ବାରବାଟୀ ମ୍ୟାଚ୍‌ର ମଜା ନେବେ ଧର୍ମେନ୍ଦ୍ର ପ୍ରଧାନ: କିଣିଲେ ଟିକେଟ୍‌

କଟକ,୨୩।୧: ଫେବୃଆରୀ ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ଏହାକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି। ବଡ଼ ବଡ଼ ରାଜନେତା ଏହି ମ୍ୟାଚ୍‌ ପାଇଁ ଟିକେଟ୍‌ କିଣୁଛନ୍ତି।…

ନେଚର ପାର୍କରେ ନଷ୍ଟ ହେଲାଣି ଫାଇବର ପ୍ରତିମୂର୍ତ୍ତି, ଜଳ ଫୁଆରା, ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୨୩ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବୁଲି ଆସୁଥିବା ପର୍ଯ୍ୟଟକ ଏବେ ଏକାଧିକ ପର୍ଯ୍ୟଟନକ୍ଷେତ୍ରର ଅବ୍ୟବସ୍ଥାକୁ ଦେଖି ନାକ ଟେକିବା ଆରମ୍ଭ କରିଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି, ଯାହା ଏକ ଦଶନ୍ଧି ପୂର୍ବରୁ ଏହାର ଶୁଭାରମ୍ଭ…

ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢ଼ୀଙ୍କ କଡ଼ା ଚେତାବନୀ, ଏଣିକି ବିଧାନସଭାରେ ବିଶୃଙ୍ଖଳା କଲେ…

ଭୁବନେଶ୍ୱର,୨୩ା୧: ଗୁରୁବାର ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ବାଚସ୍ପତି କହିଛନ୍ତି, ବିଧାନସଭାରେ ବିରୋଧୀ ବିଶୃଙ୍ଖଳା ଆଚରଣ କଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସରକାରୀ ଦଳ ବଜେଟ୍‌ ଉପସ୍ଥାପନା କରିବେ। ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ…

ଅଭିଷେକଙ୍କ ବିସ୍ଫୋରକ ଅନ୍ଦାଜ୍‌: ଯୁବରାଜଙ୍କ ସହ ହେଲେ ସମକକ୍ଷ

ନୂଆଦିଲ୍ଲୀ,୨୩।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର କୋଲକାତାରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ଚମତ୍କାର ପ୍ରଦର୍ଶନ କରି ଏକ ବଡ଼ ସଫଳତା ହାସଲ…

ସିରିଜ ଦୁର୍ଘଟଣା ଘଟାଇଲା ମୋ’ ବସ୍‌: ୪ ଆହତ

ଭୁବନେଶ୍ୱର,୨୩ା୧: ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ପୂର୍ବାହ୍ନରେ ସିରିଜ୍‌ ଦୁର୍ଘଟଣା ଘଟାଇଛି ମୋ ବସ୍‌। ରାଜମହଲ-ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ଗୋଟିଏ ମୋ ବସ୍‌କୁ ଆଉ ଏକ ମୋ ବସ୍‌ ଧକ୍କା ଦେବାରୁ ଏହି ଦୁର୍ଘଟଣା ହୋଇଛି।। ଆଜି ସକାଳେ ଇଭି ମୋ ବସ୍‌ଟି…

ଇଲେକ୍ଟ୍ରୋନିକ୍ସ ଦୋକାନରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଧୂଷୁରୀ,୨୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଧୂଷୁରୀ ବଜାରରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିଯାଇଛି। ମିଳିଥିବା ସୂଚନାନୁସାରେ, ବ୍ୟବସାୟୀ ମିଲୁ ମଲ୍ଲିକ ସବୁଦିନ ପରି ଦୋକାନ…

ମକର ବୁଲି ଯାଇଥିଲେ ପ୍ରେମୀଯୁଗଳ: ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

କାଲିମେଳା, ୨୩।୧(ଜୀବନ କୃଷ୍ଣ ଦାସ):ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଗମ୍ଫାକୋଣ୍ଡା ପଞ୍ଚାୟତ ଅନ୍ତର୍ଗତ ତୁମୁକିମାଡକା ଗାଁ ନିକଟ ଜଙ୍ଗଲରୁ ଯୁବକ ଯୁବତୀ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି l ଜଙ୍ଗଲ ଭିତରେ ଏକ ଗଛରେ ଯୁବକଯୁବତୀଙ୍କ…

ଶିବାଶିଷ ହେଲେ ଛତ୍ରପୁରର ନୂତନ ଉପଜିଲାପାଳ

ଛତ୍ରପୁର,୨୩।୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜ଼ିଲା ଛତ୍ରପୁରର ନୂତନ ଉପଜିଲାପାଳ ଭାବେ ଶିବାଶିଷ ବରାଳ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଶେରଗଡ଼ ବିଡିଓ ଭାବେ କାର୍ଯ୍ୟରତ ଥିଲେ। ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ, ବିକାଶମୂଳକ ଯୋଜନାର କାର୍ଯ୍ୟକାରୀ ଓ ଧାନସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?