Home

ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି

ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିର ପର୍ଯ୍ୟନ୍ତ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହ୍ୟ ସଚେତନତା…

କମଳା ରଙ୍ଗରେ ଓମ୍‌ଫେଡ୍‌ କ୍ଷୀର ପ୍ୟାକେଟ

ଭୁବନେଶ୍ୱର, ୧୪ା୭ (ବନ୍ଦନା ସେଠୀ)କମଳା ରଙ୍ଗ ପ୍ୟାକେଟ୍‌ରେ ବଜାରକୁ ପରୀକ୍ଷାମୂଳକ ଭାବେ ଛଡ଼ାଯାଇଛି ଓମ୍‌ଫେଡ୍‌ କ୍ଷୀର। ଶନିବାରଠାରୁ ଏହି କ୍ଷୀର ପ୍ୟାକେଟ୍‌ର ଫଟୋ ସୋସିଆଲ୍‌ ମିଡିଆରେ ଘୂରି ବୁଲୁଛି। ସରକାର ବଦଳିଲା ପରେ ଏବେ କ୍ଷୀରରେ ମଧ୍ୟ ଗେରୁଆ ରଙ୍ଗ ଲାଗିଲା…

ରାଜ୍ୟପାଳଙ୍କ ନ୍ୟାୟକୁ ଅପେକ୍ଷା: ଏଏସ୍‌ଓଙ୍କ ସ୍ତ୍ରୀ

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ରାଜ୍ୟପାଳଙ୍କ ପୁଅ ଏଏସ୍‌ଓ ବୈକୁଣ୍ଠ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ବିବାଦ ତେଜିବାରେ ଲାଗିଛି। ଏହି ଘଟଣାରେ ରାଜନୈତିକ ଦଳଗୁଡିକ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରାଯାଉ ବୋଲି ଦାବି…

ଆଜି ଖୋଲିବ ରତ୍ନଭଣ୍ଡାର

ଭୁବନେଶ୍ୱର,୧୪।୭(ଅନିଲ ଦାସ)/ପୁରୀ, (ଅଜିତ୍‌ ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ରବିବାର ଖୋଲିବ। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ ହେବ। କେତେବେଳେ ଖୋଲାଯିବ ସେନେଇ ମନ୍ଦିରର ସେବାୟତମାନଙ୍କ ସହ ବିଚାରବିମର୍ଶ କରି ସମୟ ନିର୍ଘଣ୍ଟ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ…

ନର୍ସିଂହୋମ୍‌ରେ ନଆଁ, ରାସ୍ତାରେ ରୋଗୀ

କଟକ/ଭୁବନେଶ୍ୱର,୧୪।୭(ଶିଳ୍ପା ପ୍ରିୟଦର୍ଶିନୀ/ ଅନିଲ ଦାସ): ନର୍ସିଂହୋମ୍‌ ‘ତ୍ରିଶା ହସ୍ପିଟାଲ’ରେ ନିଅଁା ଲାଗିଥିବାବେଳେ କର୍ମଚାରୀ ଓ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀର ଏକ ଟିମ୍‌ ପହଞ୍ଚି ନିଅଁାଲିଭା ଏବଂ ରୋଗୀଙ୍କୁ ଉଦ୍ଧାର କାର୍ଯ୍ୟ ଆରମ୍ଭ…

ଝାଡ଼ାବାନ୍ତିରେ ଚାଲିଗଲା ଜଣଙ୍କର ଜୀବନ

ମାଥିଲି,୧୩ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ କର୍ତ୍ତନପାଲି ପଞ୍ଚାୟତ କୋପ୍ରା ଗାଁ ମାଡିସାହିରେ ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଥିରୁ ଗୁରୁତର ୪ଜଣଙ୍କୁ ମାଲକାନଗିରି…

‘ବଡ଼ ଅଟ୍ଟାଳିକାରୁ ହିଁ ଆରମ୍ଭ ହେବ ଉଚ୍ଛେଦ, ଶେଷ ହେବ ମାଫିଆଙ୍କ ଯୁଗ’

ବରଗଡ଼,୧୩ା୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଗସ୍ତରେ ଆସିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ସହରସ୍ଥିତ ଲେଙ୍ଗୁ ମିଶ୍ରଛକଠାରୁ ପୁରୁଣା ଜିରା ବ୍ରିଜ୍‌ ରାସ୍ତାପାର୍ଶ୍ୱ ଜବରଦଖଲ ପ୍ରସଙ୍ଗ ସହିତ ବାଲି ଓ…

କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। ନିଳାଦ୍ରୀ…

ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…

ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ଏନେଇ ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି। ସବୁଠୁ…

ବସ୍‌ ଦୁର୍ଘଟଣା: ୩ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଶନିବାର ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍‌ ବାରିପଦାଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିବା ସହିତ…

ମଇଦାନରେ ପତ୍ନୀଙ୍କୁ ଦେଖି ଏଭଳି କଲେ ଇରଫାନ୍‌ ପଠାନ, ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ Video ଭାଇରାଲ

ନୂଆଦିଲ୍ଲୀ,୧୩।୭: ଓ୍ବାଲ୍ଡ ଚାମ୍ପିଅନ୍ସଶିପ୍‌ ଅଫ୍‌ ଲିଜେଣ୍ଡସ୍‌ ୨୦୨୪ ଫାଇନାଲରେ ଇଣ୍ଡିଆ ଚାମ୍ପିଅନ୍ସ ଟିମ୍‌ ସହ ପାକିସ୍ତାନ ଚାମ୍ପିଅନ୍ସ ମୁହାଁମୁହିଁ ହେବ। ଏହି ମୁକାବିଲାକୁ ନେଇ ଭିନ୍ନ ଧରଣର କ୍ରେଜ୍‌ ଦେଖିବାକୁ ମିଳୁଛି। ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଖେଳାଳି ଏଥିରେ ଖେଳୁଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri