Home

ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ୍‌ କଟକଣା: ଜାଣନ୍ତୁ କେଉଁଠି ରହିବ…

ଭୁବନେଶ୍ୱର,୨୨ା୧(ସତ୍ୟଜିତ୍‌ ରାଉତ):ଚଳିତବର୍ଷ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଓ ଗୁରୁବାର ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ପରେଡ୍‌ ଏବଂ ଶୁକ୍ରବାର ସକାଳ ୭ରୁ ୧୧ଟା୩୦ ଯାଏ ପୂର୍ଣ୍ଣ ଅଭ୍ୟାସ ପରେଡ୍‌…

ପୁଟିନଙ୍କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ: ୟୁକ୍ରେନ ସହ ଯୁଦ୍ଧ ବନ୍ଦ ନ କଲେ ଭୋଗିବ ପରିଣାମ

ବର୍ଲିନ/ଓ୍ବାଶିଂଟନ,୨୨।୧: -ଆମେରିକା ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଡୋନାଲ୍ଡ ଟ୍ରମ୍ପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁତିନଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ୟୁକ୍ରେନ ଯୁଦ୍ଧ ବନ୍ଦ ନ କଲେ ରୁଷିଆ ଉପରେ ନୂଆ କଟକଣା ଲଗାଇବାକୁ ଚେତାବନୀ ଦେଇଛନ୍ତି। ତୁରନ୍ତ ୟୁକ୍ରେନ…

ପାଇପ୍‌ଲାଇନ ପାଇଁ ପକ୍କାରାସ୍ତା ଖୋଳିଦେଲା ଠିକା କମ୍ପାନୀ

ଦାରିଙ୍ଗବାଡି,୨୨/୧(ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଠାରୁ ପର୍ତ୍ତମାହା ପଞ୍ଚାୟତକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତାକୁ ପାଇପ ବିଛାଇବା ପାଇଁ ଖୋଳି ଦିଆଯାଇଛି। ରାସ୍ତାଖୋଳାକୁ ତେରବାଡି, ଡାବୁଲୁମାହା, କାଡ଼ସପାଟା ଗ୍ରାମବାସୀ ବିରୋଧ କରିଛନ୍ତି। ଶ୍ରାନିକେତା ପଞ୍ଚାୟତର…

ଗନ୍ଧମାର୍ଦ୍ଦନ ସୁରକ୍ଷା ପ୍ରସଙ୍ଗ:ପ୍ରମୁଖ ରାଜନୈତିକ ଦଳଙ୍କ ବଢ଼ୁଛି ଅଡୁଆ

ବଲାଙ୍ଗୀର,୨୨ା୧(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଓ ବରଗଡ଼ ମଧ୍ୟରେ ଅବସ୍ଥିତ ଗନ୍ଧମାର୍ଦ୍ଦନ ପାହାଡ଼ ଜୈବବିବିଧତାରେ ପରିପୂର୍ଣ୍ଣ। ହେଲେ ଶିଳ୍ପସଂସ୍ଥାଗୁଡ଼ିକର ଦୃଷ୍ଟି ସେଠାରେ ଥିବା ପ୍ରାକୃତିକ ସମ୍ବଳ ଉପରେ ନିବଦ୍ଧ। ନିର୍ଦ୍ଦିଷ୍ଟ ଶିଳ୍ପ ସଂସ୍ଥା ସେଠାରେ ଜମି କିଣିବା ପରେ ଗନ୍ଧମାଦ୍ଦର୍ର୍ନ ସୁରକ୍ଷା ନେଇ…

ରାଶନ କାର୍ଡ: ଅଯୋଗ୍ୟ ତାଲିକାରେ ୫୧୪

ହାଟଡ଼ିହୀ,୨୨ା୧(ଶୁଭକାନ୍ତ ନାୟକ):ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ଉପକୃତ ହେଉଥିବା ଯୋଗ୍ୟ ଏବଂ ଅଯୋଗ୍ୟ, ଭୂତ ହିତାଧିକାରୀଙ୍କୁ ଚିହ୍ନଟ ଏବଂ ସ୍ବଚ୍ଛତା ଆଣିବା ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାଦ୍ୱାରା ସରକାରୀ ସୁବିଧାର ଲାଭ ଉଠାଉଥିବା ଅଯୋଗ୍ୟ ଏବେ ଅଡ଼ୁଆରେ…

ପ୍ରେମ ପାଇଁ ସଦ୍ଦାମ ହୁସେନରୁ ଶିବଶଙ୍କର

ବସ୍ତି, ୨୨ା୧:ଉତ୍ତରପ୍ରଦେଶର ବସ୍ତି ଜିଲାରୁ ଏକ ଅଜବ ପ୍ରେମ ବିବାହ ଘଟଣା ସାମ୍‌ନାକୁ ଆସିଛି। ପ୍ରେମିକା ଅନୁ ସୋନୀ(୩୦)ଙ୍କୁ ବିବାହ କରିବା ପାଇଁ ସଦ୍ଦାମ ହୁସେନ(୩୪) ନାମକ ଜଣେ ମୁସଲମାନ ଯୁବକ ନିଜ ଧର୍ମ ପରିବର୍ତ୍ତନ କରି ଶିବଶଙ୍କର ହୋଇଛନ୍ତି। ସେ…

ପୁଞ୍ଜିବଜାରରେ ଟ୍ରମ୍ପ୍‌ ପ୍ରଭାବ:ନିବେଶକ ହରାଇଲେ ୭ ଲକ୍ଷ କୋଟି

ମୁମ୍ବାଇ,୨୨।୧(ପି.ଟି.):ଡୋନାଲ୍ଡ ଟ୍ରମ୍ପ୍‌ ଆମେରିକାର ରାଷ୍ଟ୍ରପତି ଭାବେ ଦ୍ୱିତୀୟ ଇନିଂସ୍‌ ଆରମ୍ଭ କରିବା ମାତ୍ରେ ଦୋହଲିଗଲା ଭାରତୀୟ ପୁଞ୍ଜିବଜାର। ଟ୍ରମ୍ପ୍‌ଙ୍କ ଟାରିଫ୍‌ ଘୋଷଣା ଯୋଗୁ ମଙ୍ଗଳବାର ସେସନ୍‌ରେ ବିଏସ୍‌ଇ ସେନ୍‌ସେକ୍ସ ୧୨୩୫ ପଏଣ୍ଟ (୧.୬୦%) ଖସି ୭୫,୮୩୮.୩୬ରେ ସ୍ଥିର ରହିଛି। ସେହିପରି ଏନ୍‌ଏସ୍‌ଇ…

ବିଭତ୍ସ! ଗର୍ଭବତୀ ପତ୍ନୀଙ୍କ ପେଟ ଉପରେ ବସିପଡ଼ିଲେ ୨୧ ବର୍ଷର ଯୁବକ, ଗର୍ଭରୁ ବାହାରି ଆସିଲା ୭ ମାସର ଭ୍ରୁଣ

ହାଇଦ୍ରାବାଦ,୨୧।୧: ପ୍ରେମ ପରେ ବିବାହ କରି ଘରକୁ ଆଣିଥିଲେ। କିଛି ଦିନ ସମ୍ପର୍କ ଠିକ୍‌ ଚାଲିବା ପରେ ପତ୍ନୀ ଗର୍ଭବତୀ ହୋଇଥିଲେ। ପରେ ଧିରେ ଧିରେ ସ୍ବାମୀଙ୍କ ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ ସୃଷ୍ଟି ହୋଇଥିଲା। ଏହାକୁ ନେଇ ସେ ନିଜର…

ପାଣ୍ଡ୍ୟାଙ୍କୁ ଅଧିନାୟକ ନୁହେଁ, ଟିମ୍‌ ଇଣ୍ଡିଆରେ ମିଳିଛି ଏହି ଦାୟିତ୍ୱ; ସୂର୍ଯ୍ୟକୁମାର କହିଲେ ସତ…

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜାନୁଆରୀ ୨୨ ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜରେ, ଟିମ ଇଣ୍ଡିଆର ନେତୃତ୍ୱ ସୂର୍ଯ୍ୟକୁମାର ଯାଦବ ନେବେ। ସେହିଭଳି ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ କରାଯାଇଛି। ସିରିଜ…

୨୨୩ କୋଟିର ଚାକିରି ଲାଗି ଏହି ଭେଟେରାନଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ପତ୍ନୀ, ହରାଇବେ ଅଧା ସମ୍ପତ୍ତି…

ନୂଆଦିଲ୍ଲୀ,୨୧।୧: ପୂର୍ବତନ ଖେଳାଳି ତଥା ଲୋକପ୍ରିୟ ଫୁଟବଲ ମ୍ୟାନେଜର୍‌ ପେପ୍‌ ଗାର୍ଡିଓଲା ତାଙ୍କ ପତ୍ନୀ କ୍ରିଷ୍ଟିନା ସାରାଙ୍କୁ ଛାଡ଼ପତ୍ର ଦେବେ। ଦୁହେଁ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। କ୍ରିଷ୍ଟିନା ଏବଂ ଗାର୍ଡିଓଲା ପ୍ରଥମ ଥର ପାଇଁ ୧୯୯୪ ମସିହାରେ ଭେଟ…

ଟି୨୦ରେ ୩୦୦ ରନ୍‌ କରିବୁ;ଇଂଲଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଗର୍ଜିଲେ…

ନୂଆଦିଲ୍ଲୀ,୨୧।୧: ଗତ ୨ ସିରିଜରେ ଟିମ୍‌ ଇଣ୍ଡିଆ ପରାଜିତ ହୋଇଥିଲେ ହେଁ ପରିବର୍ତ୍ତିତ ଫର୍ମାଟ ସହ ଏବେ ଦଳର ପ୍ରତିଟି ଖେଳାଳି ଉତ୍ସାହିତ ଅଛନ୍ତି। ଏଣୁ ଇଂଲଣ୍ଡ ବିପକ୍ଷରେ ଟିମ୍‌ ଇଣ୍ଡିଆର ଟି୨୦ ସିରିଜରେ ଜବରଦସ୍ତ ବ୍ୟାଟିଂ ଦେଖିବାକୁ ମିଳିପାରେ ବୋଲି…

ନବଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଲା ସାଂଘାତିକ କଥା, ନବ ଜୀବିତ ଥିଲେ…

ଭୁବନେଶ୍ୱର,୨୧।୧: ନବ ଦାସ ହତ୍ୟାକାଣ୍ଡକୁ ନେଇ ଏବେ ରାଜ୍ୟ ରାଜନୀତି ଏବେ ଜୋର ଧରିଛି। ବର୍ତ୍ତମାନ ନବଙ୍କର ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଭିନ୍ନ ଭିନ୍ନ ମିଳିଛି। ଯାହାକୁ ନେଇ ପ୍ରଶ୍ନ ଉଠିଛି। ରିପୋର୍ଟ ଅନୁସାରେ ୨୯ ତାରିଖ ରାତି ୧୦ଟା ୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?