Home

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୩୦୬ପଞ୍ଜିକୃତ, ୧୫୮ ଜଣଙ୍କୁ ପ୍ରମାଣ ପତ୍ର ବଣ୍ଟନ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୯ା୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ…

ସଜେଇ ହେଉଛି ହିଲ୍‌ଭିୟୁ ପାର୍କ: ବଦଳିଲା ଫାଟକର ରଙ୍ଗ

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ):ଦାରିଙ୍ଗବାଡ଼ି ବ୍ଲକର ଅନେକ ପର୍ଯ୍ୟଟନକ୍ଷେତ୍ର ରହିଛି ତା ମଧ୍ୟରେ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ହିଲ୍‌ଭିୟୁ ପାର୍କ ଏବେ ସଜେଇ ହେଉଛି। ଜାତୀୟ ରାଜପଥ ଠାରୁ ପାର୍କ ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କରାଯିବା ସହ ପେଭେର ବ୍ଲକ ପକେଇ ଓସାରିଆ କରାଯାଉଛି।…

ଗୁରୁମନ୍ତ୍ର ଦେଉ ଦେଉ ବିଳମ୍ବ କରିଦେଲେ ମୋଦି: ୨ ଘଣ୍ଟାର କାର୍ଯ୍ୟସୂଚୀ ଥିଲା, ସାଢେ ୩ ଘଣ୍ଟା ରହିଲେ

ଭୁବନେଶ୍ୱର, ୩୦ା୧୧(ସୁନିତ୍‌ ମିଶ୍ର):୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ ଡିଜିପି ସମ୍ମିଳନୀରେ ଯୋଗଦେବେ। ଏହା ପୂର୍ବରୁ ଶୁକ୍ରବାର ଅପରାହ୍ନରେ ମୋଦି ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା…

ନନ୍ଦନକାନନ ଆସିଲେ ୫ ଲକ୍ଷ୍ମୀପେଚା

ତ୍ରିଶୂଳିଆ,୩୦ା୧୧(ତୁଷାରକାନ୍ତ ବେହେରା):ସିଟି ଫରେଷ୍ଟ ଡିଭିଜନର ନନ୍ଦନକାନନ ଥାନା ଅଧୀନ ରଘୁନାଥପୁର ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଲକ୍ଷ୍ମୀପେଚାଙ୍କୁ ବନ ବିଭାଗ ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ହସ୍ତାନ୍ତର କରିଛି। ଏହି ଉଦ୍ଧାର ପେଚାଙ୍କ ମଧ୍ୟରେ ୩ ବଡ଼ ଓ ୨ ଛୁଆ…

ମାଡ଼ିଆସୁଛି ବାତ୍ୟା ‘ଫେଙ୍ଗାଲ’: ଆଜି ୧୭ ଜିଲାରେ ବର୍ଷିବ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ କ୍ରମଶଃ ବାତ୍ୟାର ରୂପ ନେବାକୁ ଯାଉଛି। ବାତ୍ୟାର ନାଁ ‘ଫେଙ୍ଗାଲ’ ରଖାଯାଇଥିବାବେଳେ ଏହା ତାମିଲନାଡୁ ଉପକୂଳରେ ମାଡ଼ହେବା ସମ୍ଭାବନା ରହିଛି। ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା…

୯ ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ଜେଜେବାପା: ବାନ୍ଧିଲା ପୋଲିସ

ପଟ୍ଟାମୁଣ୍ଡାଇ,୩୦ା୧୧(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ୯ ବର୍ଷର ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗ୍ରାମାଞ୍ଚଳ ଥାନା ପୋଲିସ ସମ୍ପୃକ୍ତ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି।…

ସର୍ବଭାରତୀୟ ଡିଜିପି ସମ୍ମିଳନୀ:ଆଜି ଯୋଗଦେବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ଅନିଲ ଦାସ):ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଉଦ୍‌ଘାଟନ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଜାତୀୟ ସୁରକ୍ଷା ପରାମର୍ଶଦାତା, ସ୍ବରାଷ୍ଟ୍ର…

ଜଙ୍ଗଲ ସୁରକ୍ଷାରେ ୧୩୯ ଅତ୍ୟାଧୁନିକ ଯାନ ସାମିଲ

ବାରଙ୍ଗ/ଭୁବନେଶ୍ୱର,୩୦।୧୧ (ଲିଙ୍ଗରାଜ ରାଉତ/ବନ୍ଦନା ସେଠୀ):ଆହୁରି ଅଧିକ ସୁଦୃଢ଼ ହେବ ଜଙ୍ଗଲ ସୁରକ୍ଷା ଅଭିଯାନ। ଜଙ୍ଗଲ ନିଅଁା, ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ସହ ଶିକାର ଓ ଚୋରା କାରବାର ରୋକିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଜଙ୍ଗଲ ସୁରକ୍ଷାରେ ଅଲ୍‌-ଟେରେନ୍‌ ଭେହିକିଲ୍‌…

ପ୍ରଥମକରି ଗାଁରେ ଜଳିଲା ବିଜୁଳି ଆଲୁଅ

ଉମରକୋଟ,୩୦।୧୧(ସନ୍ତୋଷ ଶତପଥୀ):ଦୀର୍ଘ ବର୍ଷ ପରେ ଉମରକୋଟ ବ୍ଲକ୍‌ର ୨ ଗାଁରେ ବିଦ୍ୟୁତ୍‌ ସଂଯୋଗ ହୋଇଛି। ଏହାକୁ ନେଇ ଉଭୟ ଗାଁର ଲୋକେ ବେଶ୍‌ ଖୁସି ଅଛନ୍ତି। ସୂଚନାନୁଯାୟୀ, ଉମରକୋଟ ବ୍ଲକ୍‌ ବକଦା ପଞ୍ଚାୟତର ଗଟିଗୁଡ଼ା ଓ କୋପେନା ଗ୍ରାମରେ ବିଦ୍ୟୁତ୍‌ ସଂଯୋଗ…

ଛାଡ଼ପତ୍ର ନିଷ୍ପତ୍ତି ବଦଳାଇବେ ରେହମାନ-ସାଇରା, ପୁଣି ହେବେ ଏକାଠି!

ବମ୍ବେ: ପୁଣି ଚର୍ଚ୍ଚାରେ ଓସ୍କାର ବିଜେତା ସଙ୍ଗୀତକାର ଏ ଆର୍‌ ରେହମାନଙ୍କ ବ୍ୟକ୍ତିଗତ ଜୀବନ। କିଛିଦିନ ତଳେ ପତ୍ନୀ ସାଇରା ବାନୁଙ୍କ ସହ ୨୯ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିବା ଖବର ଆସିଥିଲା। ଏହାକୁ ନେଇ ଆଲୋଚନା ଥମି ନ ଥିବା…

ଖଲ୍ଲିକୋଟରେ ୨୨ ଟିକିଆ ହାତୀପଲ ଆତଙ୍କ; ଉଜାଡ଼ୁଛନ୍ତି ଫସଲ, ଚିନ୍ତାରେ ଚାଷୀ

ଖଲ୍ଲିକୋଟ,୨୯।୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳରେ ହାତୀ ପଲଙ୍କ ଉପଦ୍ରବ। ଦୁଇ ଦିନ ଧରି ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଖୋଜାପଲ୍ଲୀ ଓ ଏହାର ଆଖପାଖ ବିଭିନ୍ନ ଗାଁ ମାନଙ୍କରେ ହାତୀ ଆତଙ୍କ ଖେଳାଇଥିବା ଦେଖିବାକୁ ମିଳିଛି। ଏହି ପଲରେ…

୮ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଗଜପତି ପୋଲିସ

ମୋହନା,୨୯।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ଆରକ୍ଷୀ ଅଧିକ୍ଷକ ଜତିନ୍ଦ୍ର କୁମାର ପଣ୍ଡା ଙ୍କ ନିର୍ଦ୍ଦେଶ ରେ ଅପରେସନ ଗ୍ରୀନ କ୍ଲିନ୍‌ ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାର ଅଡବା ଥାନା ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଗଛ କାଟି ନଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri