Home

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ଓ ଆଶଙ୍କା ବଢ଼ିଛି। ଆର୍ଯ୍ୟପଲ୍ଲୀ ଗାଁ ଓ ବିଦ୍ୟାଳୟଠାରୁ ମାତ୍ର ପ୍ରାୟ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା ଗ୍ରୀଲ ଭାଙ୍ଗି ୪ ଜଣ ଦଶମ ଶ୍ରେଣୀର ଛାତ୍ର ଫେରାର ହୋଇଯାଇଛନ୍ତି। ନିଖୋଜ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି ଅସମତୁଲତା ଦୂର କରିବା ପାଇଁ ଶିକ୍ଷା ବିଭାଗ ଆବଶ୍ୟକତା ଅନୁଯାୟୀ ଶିକ୍ଷକଙ୍କୁ ଡେପୁଟେସନରେ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି। ରାସ୍ତାର ଦୂରାବସ୍ଥା ଯୋଗୁ ଗୁରୁବାର ସକାଳ ୫,୩୦ ମିନିଟରେ ସୂଚନା ପାଇ ଗାଁର…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି ଆଦି କାଗଜପତ୍ର ଦେବାକୁ କୁହାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ବିରୋଧ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ନାବାଳକ ଜଣକ କସନ୍ଦି ପଞ୍ଚାୟତ ଡ଼ାରେଙ୍ଗବା ଗ୍ରାମର…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ ପ୍ରକାରର ବିଦ୍ୟାଳୟ ବନ୍ଦ ରହିବ । ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଆଗାମୀ ସମୟରେ ଅବପାତର ରୂପ ନେବାର ଆଶଙ୍କା ରହିଛି। ଏହାର…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ ମାମଲାର ଶୁଣାଣି ବେଳେ ଏହା କହିଛନ୍ତି। ଜଣେ ୧୬ ବର୍ଷୀୟ ବଳାତ୍କାର ପୀଡ଼ିତାଙ୍କ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼ ଜିଲା ଫତେଗଡ଼ ଥାନା ଗୋହିରିଆପଡ଼ା ଗ୍ରାମର ଯୁଧିଷ୍ଠିର ମାଝୀଙ୍କ ସହ ଯୁବତୀଙ୍କ ସମ୍ପର୍କ…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ ଗ୍ରହଣ କରି କହିଛି ଯେ, ଉଭୟ ଦେଶ ମଧ୍ୟରେ ସୀମା ପରିସ୍ଥିତି ବର୍ତ୍ତମାନ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ ଛାତ୍ର ପବିତ୍ର ରଣାଙ୍କୁ ସ୍କୁଲ ନିକଟରେ ଗୋଟିଏ ପାଗଳ କୁକୁର ଗୋଡ଼ାଇ ଗୋଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?