Home

ତାଇଓ୍ବାନରେ ବଡ଼ ଧରଣର ଭୂକମ୍ପ, ଅଧିକାଂଶ କୋଠା ଭାଙ୍ଗି ଚୁରମାର

ତାଇପେଇ ସିଟି,୨୧।୧: ସୋମବାର ରାତିରେ ଦକ୍ଷିଣ ତାଇୱାନରେ ୬.୪ ତୀବ୍ରତାର ଏକ ଭୂମିକମ୍ପ ଲୋକଙ୍କୁ ଥରାଇ ଦେଇଥିଲା। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ, ସ୍ଥାନୀୟ ସମୟ ରାତି ପ୍ରାୟ ୧୨ଟା ୧୭ରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ୟୁଜିଙ୍ଗ ଠାରୁ…

ଆଜିଠାରୁ ୬ ଗ୍ରହଙ୍କ ବିରଳ ମହାଜାଗତିକ ଦୃଶ୍ୟ

ଭୁବନେଶ୍ୱର,୨୧ା୧(ସୁଚିସ୍ମିତା ସାହୁ):ଆକାଶରେ ମଙ୍ଗଳବାରଠାରୁ ଦେଖିବାକୁ ମିଳିବ ୬ଟି ଗ୍ରହଙ୍କ ବିରଳ ମହାଜାଗତିକ ଦୃଶ୍ୟ। ସୌରଜଗତର ମଙ୍ଗଳ, ଶୁକ୍ର, ବୃହସ୍ପତି, ଶନି, ନେପ୍‌ଚୁନ୍‌ ଓ ୟୁରେନ୍‌ସ ୩୧ ତାରିଖ ପର୍ଯ୍ୟନ୍ତ ଏକ ସରଳ ରେଖାରେ ଦୃଶ୍ୟମାନ ହେବେ। ମଙ୍ଗଳ, ଶୁକ୍ର, ବୃହସ୍ପତି ଓ…

ରାଷ୍ଟ୍ରପତି ହେଉ ହେଉ ବଢିଲା ଟ୍ରମ୍ପଙ୍କ ଅଡୁଆ, ଦାୟର ହେଲା ମାମଲା

ଓ୍ବାଶିଂଟନ,୨୧।୧: ଆମେରିକାର ୪୭ତମ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶପଥ ନେବାର ମାତ୍ର କିଛି ମିନିଟ ପରେ ବିଚାରର ସମ୍ମୁଖୀନ ହେଉଛନ୍ତି। ଆମେରିକୀୟ ସରକାରୀ କର୍ମଚାରୀ ଫେଡେରେସନ (AFGE) ଏବଂ ଅଣ-ଲାଭକାରୀ ପବ୍ଲିକ ସିଟିଜେନ ଏହି ଯୋଜନାକୁ ନେଇ ସରକାରୀ ଦକ୍ଷତା ବିଭାଗ…

ବଜାରରେ ଅଲ୍‌ ନ୍ୟୁ ହ୍ୟୁଣ୍ଡାଇ କ୍ରେଟା ଇଲେକ୍ଟ୍ରିକ୍‌

ଭୁବନେଶ୍ୱର,୨୧।୧ (ଅଭୟ ଦାଶ): ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ (ଏଚ୍‌ଏମ୍‌ଆଇଏଲ) ର ବହୁ ପ୍ରତୀକ୍ଷିତ ମଡେଲ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଇଲେକଟ୍ରିକ ଭେହିକଲ (ଇଭି) ‘ଇ-କ୍ରେଟା’ର ଅନାବରଣ ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ-୨୦୨୫ରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଚ୍‌ଏମ୍‌ଆଇଏଲ୍‌ର ସ୍ବୀକୃତିପ୍ରାପ୍ତ…

ବିଶ୍ୱସ୍ତରୀୟ ଇଭି ଉତ୍କର୍ଷ କେନ୍ଦ୍ର ହେବ ଭାରତ

ନୂଆଦିଲ୍ଲୀ,୨୧।୧: ବର୍ତ୍ତମାନର ପରିବେଶ ଓ ବଜାର ଚାହିଦାକୁ ଆଖିଆଗରେ ରଖି ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌(ଏମ୍‌ଏସ୍‌ଆଇଏଲ) ମଧ୍ୟ ଇଲେକ୍‌ଟ୍ରିକ୍‌ ଭେଇକଲ ବା ଇଭି ଉତ୍ପାଦନରେ ମନୋନିବେଶ କରିଛି। ଏପରିକି ଭାରତକୁ ଇଭି ଉପତ୍ାଦନର ଏକ ବିଶ୍ୱସ୍ତରୀୟ ହବ୍‌ ବା ଉତ୍କର୍ଷ କେନ୍ଦ୍ର…

ଅଂଶୀଦାରମାନଙ୍କ ସହ ଆଲୋଚନା କଲେ କିଶନ ରେଡ୍ଡୀ

ଭୁବନେଶ୍ୱର,୨୧।୧: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲ୍‌କୋ ପକ୍ଷରୁ ସୋମବାର ଏକ ସ୍ବତନ୍ତ୍ର ବୈଠକର ଆୟୋଜନ କରାଯାଇଥିଲା। ଏପରିକି ଭୁବନେଶ୍ୱରସ୍ଥିତ ନାଲ୍‌କୋ ଭବନଠାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଜି.…

୨୨ରୁ ଫୁଲ୍‌ ପଇସା ଅସୁଲ ସେଲ୍‌

ମୁମ୍ବାଇ,୨୧।୧: ସ୍ମାର୍ଟ ବଜାରର ବହୁ ପ୍ରତୀକ୍ଷିତ ଅଫର ‘ଫୁଲ୍‌ ପଇସା ଅସୁଲ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନର ଏହି ଦରଦାମ ବୃଦ୍ଧି (ମେହେଙ୍ଗାଇକା ମିଟର) ସମୟରେ ଗ୍ରାହକଙ୍କୁ କିଛି ପରିମାଣର ରିହାତି ମିଳିବା ସହିତ ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟକୁ…

ବଲିଉଡ୍‌ରେ ଅଭିନେତ୍ରୀଙ୍କୁ ମିଳେ ଅପ୍ରାସଙ୍ଗିକ ଚରିତ୍ର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାୱତ ସୋମବାର ଏକ ସାକ୍ଷାତ୍‌କାରରେ କହିଛନ୍ତି, ୨୦୧୮ରେ ରିଲିଜ୍‌ ହୋଇଥିବା ‘ପଦ୍ମାବତ’ ଫିଲ୍ମରେ ରାଣୀ ପଦ୍ମାବତୀଙ୍କ ଭୂମିକାରେ ଅଭିନୟ କରିବା ପାଇଁ ତାଙ୍କୁ ଫିଲ୍ମ ନିର୍ମାତା ସଞ୍ଜୟ ଲୀଲା ଭଁସାଲୀ ଅଫର ଦେଇଥିଲେ।…

ଇରାନରେ ପପ୍‌ ଗାୟକଙ୍କୁ ମୃତ୍ୟୁଦଣ୍ଡ

ତେହରାନ,୨୧।୧: ପ୍ରଫେଟ୍‌ ମହମ୍ମଦଙ୍କୁ ନିନ୍ଦା କରିଥିବା ଲୋକପ୍ରିୟ ପପ୍‌ ଗାୟକ ଅମିର ହୋସେଇନ୍‌ ମଘସୌଡଲୁ ଓରଫ ଟାଟାଲୁଙ୍କୁ ଇରାନର ଏକ ଅଦାଲତ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ମହମ୍ମଦଙ୍କୁ ନିନ୍ଦା କରିବା ଘଟଣାରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ପୂର୍ବରୁ ତଳକୋର୍ଟ ତାଙ୍କୁ…

ସ୍ତ୍ରୀଙ୍କୁ ବାନ୍ଧି ଏସିଡ୍‌ ଢାଳିଲେ ସ୍ବାମୀ

କୋଟା, ୨୧ା୧: ରାଜସ୍ଥାନର କୋଟାସ୍ଥିତ ମହାବୀର ନଗର ଅଞ୍ଚଳରେ ସୁନୀତ ଦୀକ୍ଷିତ(୫୦) ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ମମତା ଗୌଡ଼ଙ୍କୁ ରବିବାର ମାଡ଼ ମାରିବା ସହ ତାଙ୍କ ହାତ, ଗୋଡ଼ ବାନ୍ଧି ଦେଇଥିଲେ। ଏହାପରେ ସୁନୀତ ମମତାଙ୍କ ଉପରେ ଏସିଡ୍‌…

ସୁବର୍ଣ୍ଣ ଯୁଗ ପାଇଁ ଟ୍ରମ୍ପ୍‌ଙ୍କ ପ୍ରତିଶ୍ରୁତି

ଓ୍ବାଶିଂଟନ,୨୧।୧: ଡୋନାଲ୍ଡ ଟ୍ରମ୍ପ୍‌ ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଆମେରିକାରେ ସୁବର୍ଣ୍ଣ ଯୁଗ ଆରମ୍ଭ ହୋଇଥିବା କହିଛନ୍ତି। ଆମେରିକା ପ୍ରତ୍ୟେକ ଦେଶ ପାଇଁ ଇର୍ଷଣୀୟ ହେବାକୁ ଯାଉଛି। ଦେଶର ଅନୁଷ୍ଠାନଗୁଡ଼ିକରେ ବଡ଼ ଧରଣର ପରିବର୍ତ୍ତନ ଆସିବାକୁ ଯାଉଛି ବୋଲି…

ଜିଲା ପାଇଁ ଗୌରବ ଆଣିଲେ ଆଦିବାସୀ ଯୁବ ଉଦ୍ୟୋଗୀ ରାଜେନ୍ଦ୍ର

ଥୁଆମୂଳ ରାମପୁର,୨୦।୧(ଦୁର୍ଗା କୀର୍ତ୍ତି): ଅଧିବାସୀ ଅଧ୍ୟ୍ୟୁଷିତ ବାନପହଡ ଘେରା ଦୁର୍ଗମ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅଧିନସ୍ଥ ବଡ଼ଛତ୍ରଙ୍ଗ ଗ୍ରାମର ସ୍ବର୍ଗତ ଭଗବାନ ମାଝୀଙ୍କ ସୁଯୋଗ୍ୟ ସନ୍ତାନ ରାଜେନ୍ଦ୍ର ମାଝୀ ଜଣେ ସଫଳ ଉଦ୍ୟୋଗୀ ଭାବେ ଜଣାଶୁଣା। ଭୁବନେଶ୍ୱରଠାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?