Home

ଚାଇନା-କାନାଡାର ମୁଣ୍ଡବିନ୍ଧା ବଢାଇଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୬।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା ଏବଂ ଚାଇନା ମୁଣବିନ୍ଧା ବଢାଇଛନ୍ତି। ସେ ଘୋଷଣା କରିଛନ୍ତି, ସେ କାନାଡା ଏବଂ ମେକ୍ସିକୋରୁ ଆସୁଥିବା ସମସ୍ତ ଉତ୍ପାଦ ଉପରେ ୨୫ ପ୍ରତିଶତ ଶୁଳ୍କ ଲାଗୁ କରିବେ। ଆମେରିକାରେ ଅବୈଧ…

ସଂସଦର ମଞ୍ଚରେ ଥିଲେ ମୋଦି, ଖାର୍ଗେ, ହେଲେ କାହିଁକି ହଡବଡେଇ ଗଲେ ରାହୁଲ?

ନୂଆଦିଲ୍ଲୀ,୨୬।୧୧: ଏବେ ସଂସଦର ଶୀତକାଳୀନ ଅଧିବେଶନ ଚାଲିଛି। ନଭେମ୍ବର ୨୫ରୁ ଶୀତ ଅଧିବେଶନ ଆରମ୍ଭ ହୋଇ ୨୦ ନଭେମ୍ବର ପର୍ଯ୍ୟନ୍ତ ଚାଲିବ। ମଙ୍ଗଳବାର ହେଉଛି ସମ୍ବିଧାନ ଦିବସ। ଏହି ଅବସରରେ ସଂସଦରେ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନୁବାଦିତ ମୈଥୀଲିରେ ଅଧ୍ୟକ୍ଷ…

ରାହୁଲଙ୍କ ସହ ମୁଁ ତର୍କ କରିବାକୁ ଚାହୁଁନାହିଁ…, କାହିଁକି ଏମିତି କହିଲେ ପୂର୍ବତନ ସିଜେଆଇ

ନୂଆଦିଲ୍ଲୀ,୨୬।୧୧: ନିକଟରେ ଦେଶର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଅବସର ନେଇଥିବା ଡିଓ୍ବାଇ ଚନ୍ଦ୍ରଚୁଡ଼ ବର୍ତ୍ତମାନ ନ୍ୟାୟିକ କାର୍ଯ୍ୟରୁ ଦୂରେଇ ରହିବାକୁ ଚାହୁଁଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ ଏକ ପୋଡକାଷ୍ଟରେ ପୂର୍ବତନ ସିଜେଆଇ କହିଛନ୍ତି ଯେ ମୁଁ ଶିକ୍ଷାଦାନ କରିବାକୁ…

ହେମନ୍ତ ସୋରେନଙ୍କୁ ଲାଗିଲା ବଡ଼ ଝଟ୍‌କା

ରାଞ୍ଚି,୨୬।୧୧: ଇଡି ସମନକୁ ଅବମାନନା କରିବା ମାମଲାରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ରାଞ୍ଚିର ଏମପି-ଏମଏଲଏ ସ୍ବତନ୍ତ୍ର କୋର୍ଟଙ୍କଠାରୁ ଏକ ଝଟ୍‌କା ପାଇଛନ୍ତି। ଏହି ମାମଲାରେ ଇଡି ଦ୍ୱାରା ଦାଖଲ ହୋଇଥିବା ମାମଲାରେ ହେମନ୍ତ ସୋରେନଙ୍କୁ ବ୍ୟକ୍ତିଗତ ହାଜର ହେବାରେ କୋହଳ…

ଦୁର୍ଘଟଣାରେ ମୃତ୍ୟୁକୁ ନେଇ ହରଡ଼ଘଣାରେ ପରିବାର: ବ୍ୟବଚ୍ଛେଦରେ ହେଉଛି ବିଳମ୍ବ

ପଟ୍ଟାଙ୍ଗି,୨୬।୧୧(ଶରତ ଧଳ): ଓଡିଶା ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ହୋଇଥିବା ଦୁର୍ଘଟଣାକୁ ନେଇ ଓଡ଼ିଶାର ଲୋକେ ବର୍ତ୍ତମାନ ହରଡ଼ଘଣାରେ ପଡିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟ କେନ୍ଦ୍ରରେ ପଡିରହିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ଏହିପରି…

ଗରିବ ଶ୍ରେଣୀର ଲୋକଙ୍କ ସମସ୍ୟାକୁ ଦିଆଯିବ ଅଗ୍ରାଧିକାର

ରୁପ୍ରାରୋଡ,୨୬।୧୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ ବିହାରୀ ଦୀପ ଯୋଗଦେଇଛନ୍ତି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବରେ ସେ ଦାୟିତ୍ୱ ନେବା ପରେ ତାଙ୍କୁ ପୂର୍ବ ବିଡ଼ିଓ ରିପୁନାଥ ସୁନା ପ୍ରାଥମିକ ଦାୟିତ୍ୱ ହସ୍ତାନ୍ତର…

ମହିଳାଙ୍କୁ କଚାଡ଼ି ଦେଲା ହାତୀ: ହସ୍ପିଟାଲ୍‌ରେ ଭର୍ତ୍ତି

ରୁପ୍ରାରୋଡ,୨୬।୧୧(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ଡମପଦର ଗ୍ରାମରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ଣ୍ଣମୀ ବେୱା (୪୦ ) ସକାଳୁ ଶୌଚପାଇଁ ଯାଇଥିବା ବେଳେ ପଟିକିଆ ହାତୀ ହାବୁଡରେ ପଡିଛନ୍ତି। ତାଙ୍କୁ ହାତୀ ଶୁଣ୍ଢରେ ଟେକି କଚାଡି ଦେବାରୁ…

ଘର ଉପରେ ଖସି ପଡିଲା କାର୍ଗୋ ବିମାନ

ବର୍ଲିନ,୨୬।୧୧: ପାର୍ସଲ ଏବଂ କ୍ୟୁରିଅର୍‌ ସେବା ଯୋଗାଉଥିବା ଜର୍ମାନୀର DHL କମ୍ପାନୀର ଏକ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ଏହି ଘଟଣା ୨୫ ନଭେମ୍ବର (ସୋମବାର) ରେ ଘଟିଥିଲା । ଏହି ଦୁର୍ଘଟଣା ଲିଥୁଆନିଆର ରାଜଧାନୀ ନିକଟରେ ଘଟିଛି…

କୁସଂସ୍କାର ବିରୋଧରେ ଲଢେଇ କରି ଚର୍ଚ୍ଚାକୁ ଆସିଥିବା ମହିଳାଙ୍କ ଦେହାନ୍ତ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ଗ୍ରାମର ବସ୍ତିନା ସିଂଙ୍କ ମଙ୍ଗଳବାର ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି। ସେ ହୃଦଘାତରେ ମୃତ୍ୟୁବରଣ କରିଥିବା ତାଙ୍କ ପୁଅ ସଦାନନ୍ଦ କହିଛନ୍ତି। ସେ ରବିବାର ହଠାତ…

ହିନ୍ଦୁ ସାଧୁଙ୍କ ଗିରଫକୁ ନେଇ ବାଂଲାଦେଶରେ ବଢୁଛି ହିଂସା, ଭାରତ ସରକାରଙ୍କୁ ସାହାଯ୍ୟ ମାଗିଲା ଇସ୍କନ

ଢାକା,୨୬।୧୧: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚିନ୍ମୟ ପ୍ରଭୁଙ୍କୁ ଗିରଫ କରିବା ପରେ ଉତ୍ତେଜନା ବୃଦ୍ଧି ପାଉଛି। ଚିନ୍ମୟ ପ୍ରଭୁ ଜଣେ ପରିଚିତ ଚେହେରା ଯିଏ ବାଂଲାଦେଶର ହିନ୍ଦୁ ସମ୍ପ୍ରଦାୟ ପ୍ରତି ଭେଦଭାବ ତଥା…

କଫି ମଗ୍‌ରେ ‘ଚୋର’ ଲେଖାଥିବାରୁ ରାଗିଲେ ତମନ୍ନା

ମୁମ୍ବାଇ: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ ଦକ୍ଷତା ସହିତ ବଲିଉଡରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଅଭିନେତ୍ରୀ ତମନ୍ନା ଭାଟିଆ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ରାଗିଥିବାର ଦେଖାଯାଇଛି। ଇନଷ୍ଟାଗ୍ରାମରେ ଏହି ଭିଡିଓ ଶେୟାର…

୪ ମନ୍ଦିରରୁ ସିରିଜ ଚୋରି: ପୋଲିସ ପହଞ୍ଚି କରୁଛି ଛାନଭିନ୍‌

ଭଦ୍ରକ, ୨୬।୧୧(ସନାତନ ରାଉତ): ଭଦ୍ରକ ପୌରପାଳିକା ଅଧୀନ ୨୮ ନଂ ୱାର୍ଡ ନୁଆସାହିରେ ୪ଟି ମନ୍ଦିରରୁ ସୋମବାର ରାତିରେ ସିରିଜ ଚୋରି ହୋଇଛି l ପୁରୁଣା ବଜାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ନୁଆସାହିର ମଙ୍ଗଳା ମନ୍ଦିର,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri