Home

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ: କହିଲେ…

ମସ୍କୋ,୯।୭:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ରୁଷିଆ ଏବଂ ଅଷ୍ଟ୍ରିଆ ଗସ୍ତରେ ଅଛନ୍ତି। ସେ ମସ୍କୋର ନୁକୋଭୋ-୨ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ପହଞ୍ଚି ସେଠାରେ ତାଙ୍କୁ ସ୍ବାଗତ କରାଯାଇଥିଲା। ରୁଷିଅର ଉପମୁଖ୍ୟମନ୍ତ୍ରୀ ଡେନିସ ମଣ୍ଟୁରୋଭ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିଛନ୍ତି।…

ପିଏମ ଆବାସ ଯୋଜନା, ‘ନା ମିଳିଲା ଘର, ନା ମିଳିଲେ ସ୍ତ୍ରୀ….’

ଲକ୍ଷ୍ନୌ,୯।୭: ପ୍ରତ୍ୟେକ ଗରିବ ଲୋକଙ୍କର ମୁଣ୍ଡ ଉପରେ ଛାତ ଅଛି ବୋଲି ନିଶ୍ଚିତ କରିବାକୁ କେନ୍ଦ୍ର ସରକାର ପ୍ରଧାନ ମନ୍ତ୍ରୀ ଆୱାସ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ ଲୋକଙ୍କୁ ଘର ନିର୍ମାଣ ପାଇଁ ଆର୍ଥିକ ସହାୟତା ଦିଆଯାଉଛି। କିନ୍ତୁ…

ମୋଦି-ପୁଟିନଙ୍କ ମଧ୍ୟରେ କିଏ ଏହି ମହିଳା ଯାହାଙ୍କୁ ନେଇ ବଢୁଛି ଚର୍ଚ୍ଚା

ମସ୍କୋ,୯।୭: ଦୁଇ ଦିନିଆ ରୁଷିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସାରେ ମସ୍କୋରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରାଯାଇଥିଲା। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କ ସରକାରୀ ବାସଭବନରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ…

ଭୋଲେ ବାବାଙ୍କୁ କ୍ଲିନ୍‌ଚିଟ୍‌: ୩ଶହ ପୃଷ୍ଠାର ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

ଲକ୍ଷ୍ନୌ,୯।୭: ଉତ୍ତର ପ୍ରଦେଶର ହାଥରସରେ ଘଟିଥିବା ଦଳାଚକଟା ଘଟଣାରେ ମଙ୍ଗଳବାର ଏସ୍‌ଆଇଟି ୩ଶହ ପୃଷ୍ଠାର ରିପୋର୍ଟ ଦାଖଲ କରିଛି। ଏହି ରିପୋର୍ଟରେ ୧୧୯ ଜଣଙ୍କ ବୟାନ ରେକର୍ଡ କରିଛି। ସତସଙ୍ଗ ଆୟୋଜନ କରିଥିବା କମିଟି ଓ ଅଫିସରଙ୍କ କାର୍ଯ୍ୟକୁ ନେଇ ଅଙ୍ଗୁଳି…

ରାହୁଲଙ୍କ ରାଏବରେଲି ପ୍ରେମ! ଗୋଟିଏ ମାସରେ ଦୁଇଥର…

ନୂଆଦିଲ୍ଲୀ,୯।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବିରୋଧୀ ଦଳର ନେତା ହେବା ପରେ ପ୍ରଥମ ଥର ପାଇଁ ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ରାଏବରେଲିରେ ପହଞ୍ଚିଛନ୍ତି। ଏଠାରେ ସେ ଭୁମାଉ ଗେଷ୍ଟ ହାଉସରେ ଓକିଲ, ବ୍ୟବସାୟୀ ଏବଂ ଡାକ୍ତରଙ୍କ ସହ ଏକ…

ବନ୍ଧୁକ ଫୁଟାଇ ଗହଣା ବ୍ୟବସାୟୀଙ୍କଠାରୁ ଲୁଟ୍‌

ବସ୍ତା,୯।୭(ଡି.ଏନ.ଏ): ବସ୍ତା ଷ୍ଟେସନ ନିକଟରେ ବନ୍ଧୁକରେ ଗୁଳି ଫୁଟାଇ ସ୍ଥାନୀୟ ଗହଣା ବ୍ୟବସାୟୀଙ୍କଠାରୁ ଦୁଇ ଦୁବୃତ୍ତର୍ର୍ ୫୦ ହଜାର ଟଙ୍କା ଓ ଦୁଇଟି ମୋବାଇଲ ଲୁଟି ନେଇ ଚମ୍ପଟ ମାରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ବସ୍ତା ବଜାରରେ ଗହଣା ଦୋକାନ କରିଥିବା…

ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ କର୍ମଚାରୀଙ୍କୁ ବଡ଼ ଉପହାର ଦେବେ ସରକାର

ନୂଆଦିଲ୍ଲୀ,୯।୭: କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସିଖବର। କୁହାଯାଉଛି ଯେ, ସରକାରଙ୍କ ପକ୍ଷରୁ ମହଙ୍ଗା ଭତ୍ତା ଅର୍ଥାତ୍‌ ଡିଏରେ ବମ୍ପର ବୃଦ୍ଧି ହୋଇପାରେ। ସରକାର ବର୍ତ୍ତମାନ ଜୁଲାଇ ୨୩ରେ ଏହାର ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି ଯେଉଁଥିରେ କେନ୍ଦ୍ରୀୟ…

ମୋଦିଙ୍କ ରୁଷିଆ ଗସ୍ତକୁ ନେଇ ଜୟଶଙ୍କର ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୁଷିଆ ଗସ୍ତ ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଏକ ନୂତନ ସ୍ତରକୁ ଆଣିବା ପାଇଁ ମୋଦି-ପୁଟିନ ବୈଠକ ଏକ…

ମୋଦି-ପୁଟିନଙ୍କ ସାକ୍ଷାତକାରକୁ ନେଇ କାହିଁକି ଟେନସନରେ ଆମେରିକା

ମସ୍କୋ,୯।୭: ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ରୁଷିଆ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତ ଏବଂ ପୁଟିନଙ୍କୁ ଭେଟିବା ବର୍ତ୍ତମାନ ଆମେରିକା ପାଇଁ ଚିନ୍ତାର କାରଣ ହୋଇଛି।…

ପୁଟିନଙ୍କୁ ନେଇ ଏମିତି କଥା କହିଦେଲେ ମୋଦି

ମସ୍କୋ,୯।୭: ରୁଷିଆରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ ସମୟରେ ଦୁଇ ନେତାଙ୍କ ଏକ ସ୍ବତନ୍ତ୍ର ବନ୍ଧୁତା ଦେଖିବାକୁ ମିଳିଛି। ଗୋଟିଏ ପଟେ ମୋଦି ନିମନ୍ତ୍ରଣ ପାଇଁ ପୁଟିନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ଅନ୍ୟ ପଟେ ରୁଷିଆ ରାଷ୍ଟ୍ରପତି…

ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୯।୭ (ଅଭୟ ଦାଶ): ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର…

ଏଆଇସିଟିଇ ସହ ଓପୋର ସହଭାଗିତା

ଭୁବନେଶ୍ୱର,୯।୭ (ଅଭୟ ଦାଶ): ଅଲ୍‌ ଇଣ୍ଡିଆ କାଉନସିଲ ଫର୍‌ ଟେକ୍ନିକାଲ ଏଜୁକେଶନ ବା ଏଆଇସିଟିଇ ଏବଂ ଓପୋ ଇଣ୍ଡିଆ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ହୋଇଯାଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଯୋଗରେ ଏକ ନୂଆ ଅଭିଯାନ ‘ଜେନେରେଶନ ଗ୍ରୀନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri