Home

ଝିଅ ଭବିଷ୍ୟତ ପାଇଁ ଚିନ୍ତିତ କି? ଏହି ସ୍କିମରେ କରନ୍ତୁ ବିନିଯୋଗ, ପାଇବେ ଜବରଦସ୍ତ ଫାଇଦା

ନୂଆଦିଲ୍ଲୀ,୯।୭: ଆଜିର ଯୁଗରେ ସମସ୍ତେ ନିଜ ଭବିଷ୍ୟତ ପାଇଁ ଚିନ୍ତିତ ଅଛନ୍ତି। ସମସ୍ତେ ସେହି ଅନୁଯାୟୀ ଭବିଷ୍ୟତ ପାଇଁ ସଞ୍ଚୟ ଯୋଜନାରେ ବିନିଯୋଗ କରନ୍ତି। ଆଜି ବିନିଯୋଗ ପାଇଁ ଅନେକ ପଦ୍ଧତି ଉପଲବ୍ଧ। କିଛି ଶେୟାର ବଜାରରେ ବିନିଯୋଗ କରିବାକୁ ଟଙ୍କା…

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ

ପୁରୀ,୮ା୭(ଅଜିତ୍‌ କୁମାର ମହାନ୍ତି): ଘୋଷଯାତ୍ରାରେ ରବିବାର କିଛି ବାଟ ଗଡ଼ି ପୁରୀ ବଡ଼ଦାଣ୍ଡରେ ଅଟକି ରହିଥିବା ତିନି ରଥ ସୋମବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି। ତିନିରଥକୁ ଲକ୍ଷାଧିକ ଭକ୍ତ ଅତି ଆନନ୍ଦ ଓ ଉତ୍ସାହର ସହିତ ଟାଣିନେଇଥିଲେ। ଏହାପରେ…

ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ,୯ା୭(ଅଜିତ୍‌ କୁମାର ମହାନ୍ତି):ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରନତ୍ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ମଙ୍ଗଳବାର ବସିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ସକାଳ ୧୦ ଟାରେ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରତ୍ନଭଣ୍ଡାର…

ଛେନାପୋଡ଼, ଆରିସା ପିଠାକୁ ନେଇ ବିଭ୍ରାନ୍ତ ତଥ୍ୟ

ଭୁବନେଶ୍ୱର,୯।୭(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାର ପରିଚୟ ବହନ କରୁଥିବା ଅନେକ ଜିନିଷକୁ ନେଇ ବହୁ ସମୟରେ ଦ୍ୱନ୍ଦ୍ୱ ସୃଷ୍ଟି ହେଉଛି। ବିଶେଷକରି ଓଡ଼ିଶାର ଅନେକ ଖାଦ୍ୟକୁ ନେଇ ସାମାଜିକ ଗଣମାଧ୍ୟମରେ ତଥ୍ୟ ଘୂରି ବୁଲୁଛି। ରସଗୋଲାକୁ ନେଇ ବହୁ ତର୍କ ବିତର୍କ ପରେ ଶେଷରେ…

ଭାରତୀୟ ରେଳ ପକ୍ଷରୁ ବଡ଼ ଘୋଷଣା: ଯାତ୍ରୀଙ୍କ ସୁବିଧା ପାଇଁ…

ଭୁବନେଶ୍ୱର,୯ା୭(ଅନୁରାଧା ମହାରଣା):ସାଧାରଣ ରେଳଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳପଥ ଆସନ୍ତା ଦୁଇ ଆର୍ଥିକ ବର୍ଷ ୨୦୨୪-୨୫ ଓ ୨୦୨୫-୨୬ରେ ୧୦ ହଜାର ନନ୍‌-ଏସି କୋଚ୍‌ ନିର୍ମାଣ କରିବାକୁ ଯୋଜନା କରିଛି। ଫଳରେ ନନ୍‌-ଏସି କୋଚ୍‌ ସଂଖ୍ୟାରେ ୨୨% ବୃଦ୍ଧି ପାଇବ ବୋଲି…

୧୧ ପରେ ବଢ଼ିବ ବର୍ଷା

ଭୁବନେଶ୍ୱର,୯ା୭(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୨ଦିନ ବର୍ଷା ଲାଗି ରହିବା ସହ ୧୧ ତାରିଖ ପରେ ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ…

ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହେଲେ ୧୮ କାଉନ୍‌ସିଲର

ସୁନାବେଡା/ସେମିଳିଗୁଡା,୯ା୭(କୃତ୍ତିବାସ ପ୍ରଧାନ /ବାସୁଦେବ ବରାଡ଼):ସୁନାବେଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଋତୁ କଣ୍ଟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ପରିଷଦର ୧୮ କାଉନସିଲର କୋରାପୁଟ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସମସ୍ତ କାଉନସିଲରଙ୍କ ଦସ୍ତଖତ ସମ୍ବଳିତ ଏକ ଅଭିଯୋଗପତ୍ର ଜିଲାପାଳ ଭି.କୀର୍ତ୍ତି ଭାସନଙ୍କୁ…

ରିଲ୍ସ ହେଲା କାଳ: ପାଣିରେ ବୁଡିଗଲେ ୨ ଛାତ୍ର

ଖୋର୍ଦ୍ଧା,୯ା୭(ପ୍ରଭାତ ପାଣିଗ୍ରାହୀ):ସେଲ୍ଫି ଓ ରିଲ୍ସ କରିବା କାଳ ହେଇଛି। ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତାପଙ୍ଗ ବଡ଼ସାଉଁଳି କଳିଙ୍ଗ ମୁଣ୍ଡିଆ ପୋଖରୀରେ ସୋମବାର ସେଲ୍ଫି ନେବା ସହ ରିଲ୍ସ କରୁଥିବା ବେଳେ ଦୁଇ ଜଣ ଛାତ୍ର ବୁଡ଼ିଯାଇଥିଲେ। ତେବେ ଜଣଙ୍କୁ ଉଦ୍ଧାର…

ରାହୁଲଙ୍କୁ ଶଙ୍କରାଚାର୍ଯ୍ୟଙ୍କ ସମର୍ଥନ

ନୂଆଦିଲ୍ଲୀ,୯ା୭:ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଆଲୋଚନା ଚାଲିଥିବାବେଳେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ଆକ୍ରମଣାତ୍ମକ ଭାଷଣକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ହିନ୍ଦୁମାନେ କେବେ ହିଂସ୍ର ହୋଇ ନ ପାରନ୍ତି। କିନ୍ତୁ ନିଜକୁ ହିନ୍ଦୁ…

ୟୁଜିସିର କଡ଼ା ତାଗିଦ୍‌, ଟଙ୍କା ଫେରସ୍ତ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୯ା୭(ଅସମାପିକା ସାହୁ):ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ନିର୍ଦ୍ଦେଶନାମାକୁ ପାଳନ କରୁନାହାନ୍ତି। ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଫି’ ଫେରସ୍ତ ନିୟମ (ଫି ରିଫଣ୍ଡ୍‌ ପଲିସି)କୁ ପାଳନ କରୁ ନ ଥିବାରୁ ୟୁଜିସି ଉଦ୍‌ବେଗ ପ୍ରକାଶ କରିଛି। ତେଣୁ ଏଥର ନିୟମ ପାଳନ…

ମଣିପୁର ହିଂସା ପ୍ରଭାବିତଙ୍କୁ ଭେଟିଲେ ରାହୁଲ

ଇମ୍ଫାଲ,୮ା୭: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ହିଂସା କ୍ଷତିଗ୍ରସ୍ତ ମଣିପୁରର ଜିରିବାମ୍‌ ଏବଂ ଚୁରାଚାନ୍ଦପୁର ଜିଲାକୁ ଯାଇ ରିଲିଫ୍‌ କ୍ୟାମ୍ପ୍‌ଗୁଡ଼ିକୁ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିବା ହିଂସା ପ୍ରପୀଡ଼ିତମାନଙ୍କ…

ନବୀନ ଦେଲେ ଇସାରା! ପାଣ୍ଡିଆନ୍‌ ହିଁ ବିଜେଡିର… ରାଜନୀତି ମହଲରେ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୮।୭: ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri