Home

ନିବେଶକ ହରାଇଲେ ୧୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୪।୧ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସାଙ୍ଗକୁ ଭାରତୀୟ ଟଙ୍କା ମୂଲ୍ୟ ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ମାର୍କେଟ (ପୁଞ୍ଜି ବଜାର) ଉପରେ ସିଧାସଳଖ ପଡୁଥିବା ଘରୋଇ ଶେୟାର ବଜାରର କାରବାର ଫଳାଫଳରୁ ସ୍ପଷ୍ଟ ବାରି ହେଉଛି।…

‘ନୂଆ ଓଡ଼ିଶା ନିର୍ମାଣର ପ୍ରୟୋଗଶାଳା ହେଉ ଡ୍ରିମ୍‌ସ’

କଟକ(କାର୍ତ୍ତିକ ସାହୁ)/ମଙ୍ଗୁଳି ଜଗତପୁର(ମାନସ ସାମଲ),୧୪ା୧: ଆମ ଓଡ଼ିଶାକୁ କେହି ପଛରେ ପକେଇପାରିବେ ନାହିଁ। ଇଂଲିଶ ଭାଷା ଜରିଆରେ ବ୍ରିଟିଶମାନେ ଭାରତୀୟଙ୍କୁ କଳା ବ୍ରିଟିଶ କରି ଦେଇଗଲେ। ଓଡ଼ିଆ ଭାଷାରେ କଥା ହେବା ଉଚିତ୍‌। ଏଥିରୁ କେହି ପଛଘୁଞ୍ଚା ଦେବା କଥା ନୁହେଁ।…

ଆଇଡିବିଆଇ ବ୍ୟାଙ୍କର ନୂତନ ଯୋଜନା

ନୂଆଦିଲ୍ଲୀ,୧୪।୧: ଆଇଡିବିଆଇ ବ୍ୟାଙ୍କର ନୂତନ ଯୋଜନା ‘ଆଇଡିବିଆଇ ଚିରଞ୍ଜୀବୀ-ସୁପର ସିନିୟର ସିଟିଜେନ ଫିକ୍ସଡ ଡିପୋଜିଟ/ଏଫଡି’ ପ୍ଲାନର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୮୦ ବର୍ଷରୁ ଅଧିକ ବୟସର ବ୍ୟକ୍ତିଙ୍କ ଆର୍ଥତ୍କ ଆବଶ୍ୟକତାକୁ ପୂରଣ କରିବା ଉଦ୍ଦେଶ୍ୟରେ ଏକ ସ୍ବତନ୍ତ୍ର ଏଫଡି ଉତ୍ପାଦର…

ଓଏମ୍‌ସି ଉଦ୍ୟାନ କୃଷି ଟିମ୍‌ ଚାମ୍ପିୟନ

ଭୁବନେଶ୍ୱର,୧୪ା୧(ଅନୁରାଧା ମହାରଣା): ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀ ଉତ୍ସବରେ ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ଉଦ୍ୟାନ କୃଷି ଟିମ୍‌ କ୍ରମାଗତ ଦ୍ୱିତୀୟଥର ଚାମ୍ପିୟନ ଟ୍ରଫି ଜିତିଛି। ଓଏମ୍‌ସିର କ୍ୟାମ୍ପସ -୧ ମଧ୍ୟମ ବର୍ଗ ଉଦ୍ୟାନ ପ୍ରତିଯୋଗିତାରେ ପ୍ରଥମ ପୁରସ୍କାର ଜିତିଥିବା ବେଳେ କ୍ୟାମ୍ପସ-୨ ବୃହତ୍‌…

ଏକାଠି କ୍ରିତି, କବୀର

ମୁମ୍ବାଇ: ଅଭିନେତ୍ରୀ କ୍ରିତି ସାନୋନ୍‌ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଗତ କିଛି ଦିନ ହେବ ଚର୍ଚ୍ଚାରେ ରହିଛନ୍ତି। କୋଟିପତି ବ୍ୟବସାୟୀ କବୀର ବାହିଆଙ୍କୁ କ୍ରିତି ଡେଟ୍‌ କରୁଛନ୍ତି ବୋଲି ସୋସିଆଲ ମିଡିଆରେ ଅନେକ ୟୁଜର୍ସ ଆଲୋଚନା କରୁଛନ୍ତି। ଗତ କିଛି…

କୁକୁର ଜନ୍ମଦିନରେ ୫ ଲକ୍ଷ ଖର୍ଚ୍ଚ

ଜାମଶେଦପୁର: ସମ୍ପ୍ରତି ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ମାଲିକାଣୀ ନିଜ ପୋଷା କୁକୁରର ଜନ୍ମଦିନ ପାର୍ଟିରେ ୫ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଝାଡ଼ଖଣ୍ଡର ଜାମଶେଦପୁର ନିବାସୀ ସପନା ରବିବାର ନିଜ ପୋଷା କୁକୁରର…

ବାଂଲାଦେଶ କୂଟନୀତିଜ୍ଞଙ୍କୁ ଭାରତର ସମନ

ନୂଆଦିଲ୍ଲୀ,୧୪।୧: ଭାରତ-ବାଂଲାଦେଶ ସୀମାରେ ବିବାଦ ବଢ଼ିବାରେ ଲାଗିଛି। ଏନେଇ ବାଂଲାଦେଶ ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ଭାରତୀୟ ଉଚ୍ଚାୟୁକ୍ତ ପ୍ରଣୟ ବର୍ମାଙ୍କୁ ସମନ ଜାରି କରିଥିଲା। ଏହାର ଦିନକ ପରେ ଭାରତ ସରକାର ବାଂଲାଦେଶ ଉପଉଚ୍ଚାୟୁକ୍ତ ନୁରାଲ ଇସ୍‌ଲାମଙ୍କୁ ସମନ କରିଛନ୍ତି। ମାଲଦାର…

‘ନାଗ ମାର୍କ ୨’ର ସଫଳ ପରୀକ୍ଷା

ପୋଖରାନ୍‌, ୧୪ା୧: ସ୍ବଦେଶୀ ଜ୍ଞାନ କୌଶଳରେ ବିକଶିତ ‘ତୃତୀୟ ପିଢ଼ିର ଫାୟାର ଆଣ୍ଡ୍‌ ଫର୍‌ଗେଟ୍‌ ଆଣ୍ଟି ଟ୍ୟାଙ୍କ୍‌ ଗାଇଡେଡ୍‌ ମିଶାଇଲ ‘ନାଗ ମାର୍କ ୨’ର ସୋମବାର ସଫଳ ପରୀକ୍ଷଣ କରାଯାଇଛି। ରାଜସ୍ଥାନର ଜୈସଲମେର ଜିଲା ପୋଖରାନ ଫିଲ୍ଡ ଫାୟାରିଙ୍ଗ୍‌ ରେଞ୍ଜ୍‌ରୁ ଏହି…

ଜମ୍ମୁ-କଶ୍ମୀରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ୬୦% ପାକିସ୍ତାନୀ

ନୂଆଦିଲ୍ଲୀ, ୧୪ା୧: ଜମ୍ମୁ-କଶ୍ମୀରରେ ସୁରକ୍ଷାବଳ ସହ ଗୁଳି ବିନିମୟରେ ଗତବର୍ଷ ମୃତ୍ୟୁବରଣ କରିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୬୦% ହେଉଛନ୍ତି ପାକିସ୍ତାନୀ। ଭାରତର ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ସୋମବାର ଏହି ସୂଚନା ଦେଇଛନ୍ତି। ସେନା ଦିବସର ଠିକ୍‌ ପୂର୍ବରୁ ଜେନେରାଲ…

ଜେଡ୍‌ ମୋଡ଼ ଟନେଲ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର, ୧୪ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜମ୍ମୁ-କଶ୍ମୀରର ସୋନମର୍ଗସ୍ଥିତ ଜେଡ୍‌ ମୋଡ଼ ଟନେଲ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଜମ୍ମୁ-କଶ୍ମୀର ସମେତ ପୂରା ଭାରତ ପାଇଁ ଏହି ଟନେଲକୁ ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଟନେଲର ଉଦ୍‌ଘାଟନ ସମୟରେ…

ସମୁଦ୍ର ମଝିରୁ ସାଟେଲାଇଟ୍‌ ଲଞ୍ଚ୍‌ କଲା ଚାଇନା

ବେଜିଂ,୧୪।୧: ଚାଇନା ସୋମବାର ପ୍ରଥମଥର ପାଇଁ ସମୁଦ୍ର ମଧ୍ୟରୁ ରକେଟ୍‌ ଯୋଗେ ସଫଳତାର ସହ କେତେକ ସାଟେଲାଇଟ୍‌କୁ ଉତ୍‌କ୍ଷେପଣ କରିଛି। ବ୍ୟବସାୟିକ ମହାକାଶ ଗବେଷଣାରେ ଏହା ଏକ ଉଲ୍ଲେଖଯୋଗ୍ୟ ପଦକ୍ଷେପ। ଶାଣ୍ଡୋଙ୍ଗ୍‌ ପ୍ରଦେଶର ହୈୟାଙ୍ଗ ନିକଟ ସମୁଦ୍ରରୁ ଚାଇନାର ସ୍ମାର୍ଟ ଡ୍ରାଗନ୍‌-୩…

ୟୁକ୍ରେନ୍‌ ଯୁଦ୍ଧରେ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୪।୧: ୟୁକ୍ରେନ୍‌ ବିରୋଧରେ ରୁଷିଆ ପାଖାପାଖି ୩ ବର୍ଷ ହେଲା ଯୁଦ୍ଧ ଚଳାଇଛି। ରୁଷିଆ ସେନାରେ ନିୟୋଜିତ ହୋଇ ଯୁଦ୍ଧ କରୁଥିବା କେତେଜଣ ଭାରତୀୟ ଯୁବକ ଇତିମଧ୍ୟରେ ପ୍ରାଣ ହରାଇଲେଣି। ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ସମ୍ପର୍କୀୟମାନଙ୍କ ଆକୁଳ ନିବେଦନ ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?