ପରିବା ବ୍ୟବସାୟୀଙ୍କ ଝିଅ ବିଶ୍ୱବିଦ୍ୟାଳୟ ଟପ୍ପର
ପାଟଣା,୩୦ା୫(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍ କ୍ଷୀରେଇ ଟାଙ୍ଗିରିସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜର ଛାତ୍ରୀ ନମ୍ରତା ବେହେରା କମ୍ପ୍ୟୁଟର ସାଇନ୍ସରେ ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟରେ ଟପ୍ପର ହୋଇଛନ୍ତି। ସେ ମୋଟ ୧୪୦୦ ରୁ ୧୨୧୯ ନମ୍ବର ଯଥା ୮୭ ପ୍ରତିଶତ…
ସୁଜାତା କାର୍ତ୍ତିକେୟନ୍ଙ୍କୁ ରାଜ୍ୟରୁ ଅପସାରଣ କରିବାକୁ ଭାଜପାର ଦାବି
ଭୁବନେଶ୍ୱର, ୩୦।୫(ସୁନିତ୍ ମିଶ୍ର)ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନ୍ଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ନିକଟରେ ଭାଜପାର ଏକ ପ୍ରତିନିଧି ଦଳ ଫେରାଦ ହୋଇଛି। ମୁକ୍ତ ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରିବା ଓ ରାଜ୍ୟରେ ନିର୍ବାଚନୀ ହିଂସାକୁ ଉସୁକାଇବା ନେଇ…
ଭାଜପା ରୋଡ୍ ଶୋ’ରେ ବ୍ୟବହୃତ ବାଣରୁ ଅଗ୍ନିକାଣ୍ଡ
ବିଞ୍ଝାରପୁର,୩୦ା୫(ରାମକୃଷ୍ଣ ଦାସ):ଭାଜପା ରୋଡ୍ ଶୋ’ରେ ବ୍ୟବହୃତ ବାଣରୁ ବିଞ୍ଝାରପୁର ଥାନା ଛକରେ ବୁଧବାର ମଧ୍ୟାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଥାନାଛକର ଏକ କାଠ ତିଆରି ସାମଗ୍ରୀ ଦୋକାନ ସମୂର୍ଣ୍ଣ ଜଳିପୋଡି ଭସ୍ମ ହୋଇଯାଇଛି। ସୂଚନା ମୁତାବକ, ମାଇଁନ୍ଦା ଛକରୁ ସିଂହପୁର…
ଆଜିଠୁ ଧ୍ୟାନରେ ବସିବେ ମୋଦି
ନୂଆଦିଲ୍ଲୀ,୩୦ା୫(ପି.ଟି.)ଜୁନ୍ ୧ରେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ହେବାକୁ ଥିବାବେଳେ ମେ’ ୩୦ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର କନ୍ୟାକୁମାରୀସ୍ଥିତ ବିବେକାନନ୍ଦ ରକ୍ରେ ୪୮ ଘଣ୍ଟିଆ ଧ୍ୟାନରେ ବସିବେ। ମୋଦିଙ୍କ ଧ୍ୟାନମୁଦ୍ରାର ଦୃଶ୍ୟ ଟିଭି ଚ୍ୟାନେଲଗୁଡ଼ିକରେ ଯେପରି ପ୍ରସାରଣ କରା…
ନିର୍ବାଚନ ପରେ ଭାଜପା-ବିଜେଡି ପୁଣି ଏକାଠି ହୋଇଯିବେ: ଖାର୍ଗେ
ବାଲେଶ୍ୱର, ୩୦।୫(ମାନସ ବିଶ୍ୱାଳ)ଭାଜପା ଯାହା ଚାହୁଁଛି ବିଜେଡି ତାକୁ ସମର୍ଥନ କରୁଛି। ଏବେ ପରସ୍ପର ଅଲଗା ଅଲଗା ଅଛନ୍ତି। ମାତ୍ର ନିର୍ବାଚନ ପରେ ପୁଣି ଭାଜପା-ବିଜେଡି ଏକାଠି ହୋଇଯିବେ ବୋଲି ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖାର୍ଗେ…
ନବୀନଙ୍କ ସ୍ବାସ୍ଥ୍ୟହାନିରେ ଷଡ଼ଯନ୍ତ୍ର, ଯାଞ୍ଚ ହେବ: ମୋଦି
ବାରିପଦା/ ବାଲେଶ୍ୱର/ କେନ୍ଦ୍ରାପଡ଼ା, ୩୦ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ବିଶ୍ୱାଳ/ ଜଗନ୍ନାଥ ଧଳ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହା ପଛରେ ଷଡ଼ଯନ୍ତ୍ର ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବାରିପଦା ଏବଂ କେନ୍ଦ୍ରାପଡ଼ାରେ ଆୟୋଜିତ ନିର୍ବାଚନୀ ସଭାରେ କହିଛନ୍ତି। ଗତ…
ମୁଁ ସୁସ୍ଥ, ମିଛ ପ୍ରଚାରର ଯାଞ୍ଚ ପାଇଁ କମିଟି ହେଉ: ନବୀନ
ଭୁବନେଶ୍ୱର,୩୦ା୫(ଅନିଲ ଦାସ)ବାରିପଦାର ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ଯାଞ୍ଚ କମିଟି ଗଠନ କରିବାକୁ କହିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏଭଳି ମନ୍ତବ୍ୟର କଡ଼ା ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ନବୀନ କହିଛନ୍ତି ଯେ,…
ଆଜି ପ୍ରଚାର କରିବେ ରାହୁଲ ଗାନ୍ଧୀ, ସ୍ମୃତି ଇରାନୀ
ଖଇରା/ସିମୁଳିଆ, ୩୦।୫ (ଉତ୍କଳବନ୍ଧୁ ପଣ୍ଡା/ସନ୍ତୋଷ ନାୟକ)ବାଲେଶ୍ୱର ଜିଲା ସିମୁଳିଆ ନିର୍ବାଚନମଣ୍ଡଳୀରେ ଗୁରୁବାର ପ୍ରଚାର ଶେଷ ଦିନ ଥିବା ବେଳେ କଂଗ୍ରେସ, ଭଜପା ଓ ବିଜେଡିର ହେଭିୱେଟମାନେ ପ୍ରଚାରକୁ ଓହ୍ଲାଉଥିବା ସୂଚନା ମିଳିଛି। କଂଗ୍ରେସ ପାଇଁ ରାହୁଲ ଗାନ୍ଧୀ ସିମୁଳିଆ ବ୍ଲକର ମଇତାପୁରଠାରେ…
ଚାପଖେଳ ବେଳେ ବାଣ ବିସ୍ଫୋରଣ: ୩୦ ଆହତ, ଜଣେ ନାବାଳକର ମୃତ୍ୟୁ
ପୁରୀ/କଟକ,୩୦।୫(ଅଜିତ୍ ମହାନ୍ତି/ଶିଳ୍ପୀ ପ୍ରିୟଦର୍ଶିନୀ)ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ…
ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦ୍ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୯l୫: ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ…
ସପ୍ତାହକରେ ବନ୍ଧାହେଲେଣି ଶହେରୁ ଅଧିକ ଅସାମାଜିକ
ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରାଇଭ ଜାରି ରହିଛି। ଗଞ୍ଜାମ ଏସ୍ପି ଜଗମୋହନ ମୀନାଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନାରେ ପେସାଦାର ଅପରାଧୀମାନେ ବିଭିନ୍ନ ଅପରାଧିକ ମାମଲାରେ ଜଡ଼ିତ ହୋଇ ଫେରାର ଘଟଣାରେ ସେମାନଙ୍କୁ ଗିରଫ…
ଥରିଲା ମ୍ୟାନ୍ମାର, ରିକ୍ଟର ସ୍କେଲ୍ରେ ତୀବ୍ରତା ଥିଲା…
ମ୍ୟାନ୍ମାର,୨୯ା୫: ବୁଧବାର ମ୍ୟାନ୍ମାରରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ ଯେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୫.୬ ମାପ କରାଯାଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ମ୍ୟାନ୍ମାରରେ ଏହି ଭୂକମ୍ପ…
Archives


