ଏସ୍ସିବିରେ ଅବ୍ୟବସ୍ଥା, ରୋଗୀ ଅସନ୍ତୁଷ୍ଟ
କଟକ,୨୯ା୫(ଶିଳ୍ପା ପ୍ରିୟଦର୍ଶିନୀ):କଟକ ଏସ୍ସିବି ମେଡିକାଲରେ ଅନେକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମେଡିକାଲର କେତେକ ସ୍ଥାନରେ ଫ୍ୟାନ୍ ବ୍ୟବସ୍ଥା ନ ଥିବାବେଳ ଆଉ କେତେକ ସ୍ଥାନରେ ଲାଗିଥିବା ଏସିରୁ ଗରମ ପବନ ବାହାରୁଛି। ମେଡିକାଲ ପରିସରରେ ଥିବା ଥାଲାସେମିଆ ବିଭାଗ, ନେଫ୍ରାଲୋଜି, କାର୍ଡିଓଲୋଜି…
ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ
ଭୁବନେଶ୍ୱର,୨୯।୫(ଶର୍ମିଷ୍ଠା ପାଣିଗ୍ରାହୀ):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି। ଏ ନେଇ ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଯୋଗେ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଜୟ ଜଗନ୍ନାଥ, ବୋଧହୁଏ କୋଭିଡ୍ ପରବର୍ତ୍ତୀ ଶ୍ୱାସକ୍ରିୟା…
ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଭୁବନେଶ୍ୱର,୨୯।୫: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବିରେ ଭର୍ତ୍ତି ହୋଇଛନ୍ତି। ଖୋର୍ଦ୍ଧା ଜେଲରୁ ଅଣାଯାଇ ତାଙ୍କୁ ଭୋର ୪ଟାରେ ଏସସିବିରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଓକିଲଙ୍କ ଆବେଦନ ଆଧାରରେ ପ୍ରଶାନ୍ତ ଜଗଦ୍ଦେବ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଖୋର୍ଦ୍ଧା…
ବିଶ୍ୱରଞ୍ଜନ, ବର୍ଷା, ସ୍ମୃତିରେଖା, ବବିତାଙ୍କ ନାମରେ ମାମଲା
ଯାଜପୁର,୨୯ା୫(ହର୍ଷବର୍ଦ୍ଧନ ବେହେରା):ଭାରତୀୟ ଗଣତନ୍ତ୍ର ପାଇଁ ରାଜନୀତିର ଅପରାଧୀକରଣ ଉଦ୍ବେଗର ବିଷୟ। ଏହାସହ ପ୍ରାର୍ଥୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ତାଲିକା ମଧ୍ୟ ରାଜନୀତି ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହିକ୍ରମରେ ଚଳିତ ସାଧାରଣ ନିର୍ବାଚନରେ ଯାଜପୁର ସଂସଦୀୟ କ୍ଷେତ୍ରର ୭ ବିଧାନସଭା ଆସନ…
ଦିନକୁ ଦିନ ବଢୁଛି ଦ୍ୱନ୍ଦ୍ୱ
ଖଇରା, ୨୯।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର ଜମିଚାଲିଛି। ଭୋଟଗ୍ରହଣ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ଏପର୍ଯ୍ୟନ୍ତ ସବୁ ଦଳରେ ଦଳବଦଳ, ମିଶ୍ରଣ ଚାଲିଛି। ଅପରପକ୍ଷେ ଦଳରୁ ପ୍ରଥମେ ଇସ୍ତଫା ଏବଂ ପରେ ଫେରିଆସି…
ଆଜି ଆସୁଛନ୍ତି ମୋଦି, ଖାର୍ଗେ: ଏସବୁ ସ୍ଥାନରେ କରିବେ ପ୍ରଚାର
ଭୁବନେଶ୍ୱର, ୨୯।୫(ସୁନିତ୍ ମିଶ୍ର):ଶେଷ ପର୍ଯ୍ୟାୟ ଭୋଟ ଲାଗି ପ୍ରଚାର କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟାହ୍ନ ୧୨ଟା ୩୦ରେ ବାରିପଦାର ଛଉପଡ଼ିଆ, ଅପରାହ୍ନ ୨ଟାରେ ବାଲେଶ୍ୱରର ରେମୁଣାସ୍ଥିତ ନରହରି ପଡ଼ିଆ ଏବଂ ଅପରାହ୍ନ…
କୁଟ୍ଟେଙ୍କୁ ନିଲମ୍ବନ, ଆଶିଷଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିର୍ଦ୍ଦେଶ ସ୍ବାଗତଯୋଗ୍ୟ: ଭାଜପା
ଭୁବନେଶ୍ୱର, ୨୯ା୫(ସୁନିତ୍ ମିଶ୍ର):ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରା ମଙ୍ଗଳବାର ପ୍ରକାଶ ପାଇଥିବା ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଗଣତନ୍ତ୍ରକୁ ସୁଦୃଢ଼ କରିବ। ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ ଆଇପିଏସ୍ ଅଫିସର ଡି.ଏସ୍. କୁଟ୍ଟେଙ୍କୁ ନିଲମ୍ବନ ଓ ଆଶିଷ ସିଂଙ୍କୁ ମେଡିକାଲ ବୋର୍ଡ…
ଓଡ଼ିଶାରେ ସରକାର ଗଢ଼ି ଇତିହାସ ରଚିବ ଭାଜପା: ନଡ୍ଡା
ଓଡ଼ିଶାରେ ଲୋକ ସଭା ଓ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଜୋରଦାର ଚାଲିଛି। ରାଜ୍ୟରେ ଭାଜପା ଅଦ୍ୟାବଧି କ୍ଷମତା ହାସଲ କରିପାରି ନ ଥିବାବେଳେ ଚଳିତ ନିର୍ବାଚନରେ କେନ୍ଦ୍ରୀୟ ନେତା ଆକଳନ କରୁଛନ୍ତି ଯେ, ସେମାନଙ୍କ ଦଳ ଏଥର ନିଶ୍ଚୟ ଅଧିକ…
ବିଜେଡି, ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ: ଅଜୟ କୁମାର
ଭୁବନେଶ୍ୱର, ୨୮।୫(ସୁନିତ୍ ମିଶ୍ର): ଆଉ ୨ ଦିନ ପରେ ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ହେବ। ତେଣୁ ରାଜ୍ୟବାସୀ ବିଜେଡି ଓ ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ। ନିଜ ପରିବାରର ଅଧିକାର ପାଇଁ ଭୋଟ…
ଓଡ଼ିଶାରେ ଭାଜପା ସରକାର ଗଠନ କରିପାରିବନି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୫(ଅନିଲ ଦାସ)-ଓଡ଼ିଶାରେ ଭାଜପା ସରକାର ଗଠନ କରିପାରିବନି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ଭାଜପା କର୍ନାଟକ, ତେଲଙ୍ଗାନା ଓ ହିମାଚଳ ପ୍ରଦେଶରେ ସରକାର ଗଠନ କରିବ…
ବିଏଡ୍, ବିଏଚ୍ଏଡ୍, ଏମ୍ଏଡ୍ ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ, ଜାଣନ୍ତୁ ସବିଶେଷ…
ଭୁବନେଶ୍ୱର, ୨୮।୫(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷରେ ବିଏଡ୍, ବିଏଚ୍ଏଡ୍ ଏବଂ ଏମ୍ଏଡ୍ ନାମଲେଖା ପାଇଁ ବୁଧବାର ଠାରୁ ପ୍ରବେଶିକା ପରୀକ୍ଷା ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ବୁଧବାର ଅପରାହ୍ନ ୨ଟାରୁ www.samsodisha.gov.in ଓ୍ବେବ୍ସାଇଟ୍ରେ ଆବେଦନଫର୍ମ ଉପଲବ୍ଧ ହେବ। ଛାତ୍ରୀଛାତ୍ରମାନେ ଜୁନ୍…
ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଫୁଲବାଣୀ/ଫିରିଙ୍ଗିଆ,୨୮ା୫(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ) -କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କାଳିଆ ସାହି ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ସନ୍ଧ୍ୟାରେ ‘ସାଲୁଙ୍କି’ ନାମକ ଘରୋଇ ବସ ଓଲଟି ପଡ଼ିଛି। ଏଥିରେ କଣ୍ଡକ୍ଟରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…
Archives


