ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ
ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ ଫଟୋ ଯାହାର ପ୍ରମାଣ ଦେଉଛି। ଯେଉଁଠି ଏକ ବାଘ ନିରୀହ ହରିଣକୁ ଖିନ୍ଭିନ୍…
ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’
ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି ପଚାରୁଥିଲେ ଯେ ‘ଯନ୍ତର-ମନ୍ତର ସିଜିନ୍-୨’ କେବେ ଆରମ୍ଭ ହେବ? ମୁଁ ସେମାନଙ୍କୁ କହିବାକୁ…
ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…
ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କ ଭାଗ୍ୟରେ କେତେବେଳେ ନିଖୋଜ ତ ଆଉ କେତେବେଳେ ମୃତଦେହ ହୋଇ…
ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ
ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର…
ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…
ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅଡ଼ିଗୁନା ଗ୍ରାମର ଘାସିରାମ ନିଜ ପୂର୍ବ କମ୍ପାନୀରେ…
ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…
ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ଇଂ ରୋହିତ ପୂଜାରୀ। ସାମାଜିକ ଗଣମାଧ୍ୟମରେ ସେ ଏକ ପୋଷ୍ଟ କରି କହିଛନ୍ତି…
ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ
ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍ର ମଙ୍ଗଳପୁର ଗ୍ରାମର ପାଟନାଳି ସାହି ବୈତରଣୀ ନଦୀକୂଳରେ ୨୦ ଟିକିଆ ହାତୀପଲ ଡେରା…
ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା
କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା ବର୍ଷା ଦିନେ ଦୟନୀୟ ହୋଇଥିବା ଦେଖିବାକୁ ମିଳିଛି। ରାସ୍ତାରେ କାଦୁଅ ଜମିବା ସହ…
ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ
ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍ ମୁହାମୁହିଁ ଧକ୍କା ହେବା ଫଳରେ ଉପରବାହାଲ ଗାଁର ସ୍କୁଟି ଆରୋହୀ ଛବିନ୍ ସାହୁ…
ପିଲାମାନଙ୍କୁ ସଠିକ୍ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ
ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍ଫରେନ୍ସ ହଲ୍ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି…
୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି
ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର ଏକ ନିଚ୍ଛକ ଉଦାହରଣ ଜବଲପୁରରେ ଦେଖିବାକୁ ମିଳିଛି। ଟଙ୍କା ପାଇଁ ବିବାଦ ମଧ୍ୟରେ,…
୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍
କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ ଘୋଷଣା କରାଯାଇଛି । ୩୦ ବର୍ଷୀୟ ସମର୍ସ ପ୍ରାରମ୍ଭରେ କୋର୍ଟରେ ନିଜକୁ ନିର୍ଦ୍ଦୋଷ…

