ଆଜି ୭ ଜିଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା)ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶନିବାର ବାରିପଦାରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ତାଳଚେରରେ ୪୩.୦ ମି.ମି., ବୌଦ୍ଧରେ ୩୧.୦ ଓ ନୟାଗଡ଼ରେ ୩୦.୦ ମିମି ବର୍ଷା ହୋଇଛି। ଏହା ବ୍ୟତୀତ…
ରଥଯାତ୍ରାବେଳେ ବିପଦପୂର୍ଣ୍ଣ ରେଳଯାତ୍ରାକୁ ବାରଣ
ଭୁବନେଶ୍ୱର,୭।୭(ଅନୁରାଧା ମହାରଣା)ରଥଯାତ୍ରା ମହୋତ୍ସବ ସମୟରେ ଟ୍ରେନ୍ଗୁଡିକରେ ମାତ୍ରାଧିକ ଭିଡ଼ ହୋଇଥାଏ। ବିଶେଷକରି ପୁରୀ ଷ୍ଟେଶନରେ ଅତ୍ୟଧିକ ଭିଡ଼ ରହିଥାଏ। ଲୋକେ ବିପଦପୂର୍ଣ୍ଣ ଭାବେ ଟ୍ରେନ୍ରେ ଯାତ୍ରା କରିଥାନ୍ତି। ତେବେ ଏହାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଯାତ୍ରୀ ସଚେତନା ଅଭିଯାନ…
ଭାଜପା ଯୋଗାଯୋଗରେ ବିଜେଡି କର୍ପୋରେଟର
ବ୍ରହ୍ମପୁର,୭ା୭(ନରସିଂହ ସାହୁ)ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି)ର କେତେଜଣ ବିଜେଡି କର୍ପୋରେଟର ଭାଜପା ସହ ଯୋଗାଯୋଗରେ ଅଛନ୍ତି। ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ସଭାପତି ସୁବାସ ସାହୁ ଏହି ସୂଚନା ଦେଇଛନ୍ତି। ଖୁବଶୀଘ୍ର ନିଗମର ରାଜନୀତି ଓଲଟପାଲଟ ହେବ ବୋଲି ସେ ଦମ୍ଭୋକ୍ତି…
ଆବଶ୍ୟକ ହେଲେ ତାଲା ଭାଙ୍ଗିବୁ
ପୁରୀ,୭ା୭(ଅଜିତ୍ କୁମାର ମହାନ୍ତି)ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରେ ବିଚାରପତି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଜଣିଆ…
ପଥକୁ ଓହ୍ଲାଇବେ ଦାରୁଦିଅଁ
ପୁରୀ ୭ା୭(ଅଜିତ୍ କୁମାର ମହାନ୍ତି)ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ୍ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇବେ। ରଥରେ ଯିବେ ଶ୍ରୀଗୁଣ୍ଡିଚା ମନ୍ଦିର। ଏଥିପାଇଁ ୩ ରଥ ନନ୍ଦିଘୋଷ, ଦେବଦଳନ ଏବଂ ତାଳଧ୍ୱଜ…
ସମ୍ପର୍କକୁ ସୁଦୃଢ କରେ କ୍ଷମା
ଜୁଲାଇ ୭ରେ ବିଶ୍ୱ କ୍ଷମା ଦିବସ ପାଳନ କରାଯାଏ। ଏହି ଦିବସ ଲୋକମାନଙ୍କୁ ସେମାନଙ୍କର ସମ୍ପର୍କକୁ ସୁସ୍ଥ କରିବାର ସୁଯୋଗ ଦେଇଥାଏ। ସମସ୍ତ ପୁରୁଣା ଦ୍ୱନ୍ଦ୍ୱ ଏବଂ ପାର୍ଥକ୍ୟକୁ ଏଡ଼ାଇ ଦେଇ ସମ୍ପର୍କ ପୁନର୍ବାର ଆରମ୍ଭ କରିବାର ପ୍ରେରଣା ଦିଏ। ୧୯୯୪ରେ…
ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଜବତ, ହାତରେ ରହିଛି ଗୀତା ନାମରେ ଟାଟୁ
କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଟଣ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର ମାଙ୍କଡା ନଦୀରୁ ଆଜି ଜଣେ ଅଜଣା ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଶନିବାର ସ୍ଥାନୀୟ ଲୋକେ ନଦୀରେ ମହିଳାଙ୍କ…
ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେଲେ ନିଆଯିବ ଆକ୍ସନ: ମନ୍ତ୍ରୀ
ଝରିଗାଁ,୬ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକକୁ ଶନିବାର ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଝରିଗାଁ ବିଧାୟକ ନରସିଂହ ଭତ୍ରା ଗସ୍ତ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଏବଂ ବିଧାୟକଙ୍କୁ କରସାହାଣ୍ଡି ଛକଠାରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ…
ମ୍ୟାଚ୍ ଚାଲିଥିବା ବେଳେ ହେଲା ହୃଦ୍ଘାତ, ପୁଅଙ୍କ ସାମ୍ନାରେ ଆଖି ବୁଜିଲେ ଏହି ଖେଳାଳି
ନୂଆଦିଲ୍ଲୀ,୬।୭: କ୍ରୀଡା ଜଗତ ସହ ଜଡିତ ଏକ ଖରାପ ଖବର ସାମ୍ନାକୁ ଆସିଛି। ଖେଳ ସମୟରେ ବାଂଲାଦେଶର ଶୀର୍ଷ ଚେସ୍ ଗ୍ରାଣ୍ଡମାଷ୍ଟରଙ୍କ ମୃତ୍ୟୁ ଘଟିଛି। ବାଂଲାଦେଶର ଖ୍ୟାତନାମା ଚେସ ଗ୍ରାଣ୍ଡମାଷ୍ଟର ଜିଆଉର ରେହମାନ(୫୦)ଙ୍କର ଜୁଲାଇ ୫ ରେ ମୃତ୍ୟୁ ଘଟିଛି। ଜାତୀୟ…
ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି
କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ ଜିଲା ବାହାରରୁ ହଜାର ହଜାର ଭକ୍ତ କୋରାପୁଟରେ ପହଞ୍ଚିଛି। ଜିଲା ପ୍ରଶାସନ ଓ ଶାବର…
ସୋମବାର ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ୱର, ୬ା୭(ଅସମାପିକା ସାହୁ) – ଚଳିତବର୍ଷ ଶ୍ରୀଜୀଉଙ୍କ ଗୁଣ୍ଡିଚା ଯାତ୍ରା ଦୁଇଦିନ ଧରି ଚାଲିବ। ରବିବାର ସାପ୍ତାହିକ ଛୁଟି ଥିବାବେଳେ ସୋମବାର ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ…
କିଏ ସେ ଅଭିଷେକ ଶର୍ମା? ଯିଏ ବନ୍ଧୁଙ୍କ ଅଧିନାୟକତ୍ୱରେ ଭାରତ ପାଇଁ ଡେବ୍ୟୁ କରି ଚର୍ଚ୍ଚାରେ, ହେଲେ ଖେଳାଳି ନମ୍ବର-୧୧୧
ହରାରେ,୬।୭: ଟି୨୦ ବିଶ୍ୱକପ୍ ୨୦୨୪ ଜିତିବାର ୭ ଦିନ ପରେ ଟିମ୍ଇଣ୍ଡିଆରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। କହିବାର ତାତ୍ପର୍ଯ୍ୟ ଶୁଭମନ ଗିଲଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଜିମ୍ବାଓ୍ବେ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲା…
Archives


