Home

ଏହି ରାଜ୍ୟରେ ସବୁଠୁ ଅଧିକ ଆସନ ହରାଇବ ଭାଜପା

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନ ପାଇଁ ୬ଟି ପର୍ଯ୍ୟାୟ ଭୋଟ ଦିଆଯାଇଛି। ସପ୍ତମ ପର୍ଯ୍ୟାୟ ପାଇଁ ମତଦାନ ଜୁନ ୧ରେ ହେବ। ଫଳାଫଳ ଜୁନ ୪ରେ ଆସିବ। ଫଳାଫଳ ପୂର୍ବରୁ ରାଜନୈତିକ ବିଶ୍ଳେଷକ ଯୋଗେନ୍ଦ୍ର ଯାଦବ ଏକ ବଡ଼ ଦାବି କରିଛନ୍ତି।…

ଡ୍ରାଇଭିଂବେଳେ ଫୋନ୍‌ ବ୍ୟବହାର, ଯାଇଛି ୧୬୩ ଜୀବନ

ଭୁବନେଶ୍ୱର,୨୮।୫(ସୂର୍ଯ୍ୟକାନ୍ତ ବେହେରା):ଗାଡ଼ି ଚଳାଇବାବେଳେ ଡ୍ରାଇଭରମାନେ ମୋବାଇଲ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ରହିଛି। ହେଲେ ଏହାକୁ ଅଧିକାଂଶ ମାନୁ ନ ଥିବାରୁ ଦୁର୍ଘଟଣା ବଢ଼ୁଛି। ଗାଡି ଚାଳନାବେଳେ ମୋବାଇଲ ବ୍ୟବହାର ଯୋଗୁ ୨୦୨୩ରେ ରାଜ୍ୟରେ ୪୩୩ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ…

ଖୁସି ଖବର: ଇନଫୋସିସରେ ହେବ ନାହିଁ ଛଟେଇ

ନୂଆଦିଲ୍ଲୀ,୨୮।୫: ସମ୍ପ୍ରତି ସମଗ୍ର ବିଶ୍ୱରେ ଛଟେଇ ଚାଲିଛି। ଏହାର ବ୍ୟାପକ ପ୍ରଭାବ ଭାରତରେ ମଧ୍ୟ ଦୃଶ୍ୟମାନ ହୋଇଛି। ଛଟେଇ ଦ୍ୱାରା ଆଇଟି କ୍ଷେତ୍ର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ) ଚାକିରି ଉପରେ ନକାରାତ୍ମକ ପ୍ରଭାବ ପକାଉଛି। ସନ୍ଦେହର…

ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ଭାଜପା ସୁରକ୍ଷା ଦେବା ଲଜ୍ଜାଜନକ

ଭୁବନେଶ୍ୱର,୨୮ା୫(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ସୁରକ୍ଷା ଦେବା ପାଇଁ ଓଡ଼ିଶା ଭାଜପା ଗଣମାଧ୍ୟମ ସାମ୍ନାକୁ ଆସି କରୁଥିବା ଉଦ୍ୟମ ଲାଗି ଲଜ୍ଜିତ ହେବା ଉଚିତ ବୋଲି ବିଜେଡି ମୁଖପାତ୍ର ଈପ୍ସିତା ସାହୁ କହିଛନ୍ତି । ଈପ୍ସିତା କହିଛନ୍ତି, ଭାଜପାର ପୂର୍ବତନ…

କାନ୍ସରେ ‘ହାବାସପୁରୀ ୱେଭିଙ୍ଗ୍‌’ର ପୋଷ୍ଟର ଉନ୍ମୋଚିତ

ଭୁବନେଶ୍ୱର,୨୮।୫(ଅନୁରାଧା ମହାରଣା):ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ତଥା ଲେଖକ ଓଡ଼ିଶାର ବିଶ୍ୱନାଥ ରଥ କାନ୍ସ ଫିଲ୍ମ ଫେଷ୍ଟିଭାଲର ୭୭ତମ ସଂସ୍କରଣରେ କୋଟପାଡ଼ ହସ୍ତତନ୍ତର ପ୍ରଦର୍ଶନ କରିବା ସହ ହାବାସପୁରୀ ହସ୍ତତନ୍ତ ଉପରେ ପ୍ରସ୍ତୁତ ଫିଚର ଡକ୍ୟୁମେଣ୍ଟାରିର ପୋଷ୍ଟର ଉନ୍ମୋଚନ…

ହରମନ୍‌ପ୍ରୀତଙ୍କ ହ୍ୟାଟ୍ରିକ୍‌ରେ ଭାରତ ବିଜୟୀ

ଆଣ୍ଟ୍ବେର୍ପ,୨୮ା୫(ପି.ଟି): ଅଧିନାୟକ ହରମନ୍‌ପ୍ରୀତ ସିଂଙ୍କ ହ୍ୟାଟ୍ରିକ୍‌ ଗୋଲ୍‌ ବଳରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକିରେ ଆର୍ଜେଣ୍ଟିନାକୁ ୫-୪ରେ ପରାସ୍ତ କରିଛି ଭାରତ। ହରମନ୍‌ପ୍ରୀତ୍‌ (୨୯, ୫୦ ଓ ୫୨) ମିନିଟରେ ହ୍ୟାଟ୍ରିକ୍‌ ଅର୍ଜନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅରାଇଜିତ୍‌ ସିଂ ହୁଣ୍ଡାଲ(୭)…

ପରାଜୟ ଜାଣି ବିଜେଡି ଅଧିକ ଟଙ୍କା ବାଣ୍ଟୁଛି: ଭାଜପାର ଗୁରୁତର ଅଭିଯୋଗ

ଭୁବନେଶ୍ୱର, ୨୮।୫(ବ୍ୟୁରୋ):ଚଳିତ ନିର୍ବାଚନର ୩ୟ ପର୍ଯ୍ୟାୟ ଶେଷ ପରେ ବିଭିନ୍ନ ସଂସ୍ଥାର ଆକଳନ ଭାଜପା ସପକ୍ଷରେ ଯାଉଥିବା ଜାଣିପାରି ଶାସକ ବିଜେଡି ୪ର୍ଥ ପର୍ଯ୍ୟାୟ ନିର୍ବାଚନକୁ ନିଜ ସପକ୍ଷରେ ଆଣିବା ପାଇଁ ସବୁ ପ୍ରକାର କଳବଳ କୌଶଳ ପ୍ରୟୋଗ କରୁଛି। କିନ୍ତୁ…

ଅଷ୍ଟ୍ରେଲିଆ ଦଳରେ ଖେଳାଳି ଅଭାବ

ମେଲବୋର୍ନ, ୨୮ା୫ (ପି.ଟି.): ଆସନ୍ତା ମାସରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ଲାଗି ଅଷ୍ଟ୍ରେଲିଆର ଓ୍ବାର୍ମଅପ୍‌ ମ୍ୟାଚ ବେଳେ ଦଳରେ ଖେଳାଳି ଅଭାବ ପରିଲକ୍ଷିତ ହେବ। ତେଣୁ ଦଳ ସପୋର୍ଟ ଷ୍ଟାଫ୍‌ଙ୍କୁ ଫିଲ୍ଡର ଭାବେ ବ୍ୟବହାର କରିବାକୁ ବାଧ୍ୟ ହୋଇପାରେ। ଇଣ୍ଡିଆନ ପ୍ରିମିୟର…

କମ ନମ୍ବର ରଖିବାରୁ ମୂଷା ଔଷଧ ପିଇଦେଲେ ଛାତ୍ରୀ

ହାଟଡିହୀ,୨୮l୫(ଶୁଭକାନ୍ତ ନାୟକ): ମାଟ୍ରିକ ପରୀକ୍ଷାରେ କମ ନମ୍ବର ରଖିବାରୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍‌ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ଛାତ୍ରୀ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପରୀକ୍ଷା ଫଳ ପ୍ରକାଶ ପରେ ଛାତ୍ରୀ ଜଣକ ଆଶା ଅନୁସାରେ…

କିସ୍‌ ଚାମ୍ପିୟନ, ଜଗତ୍‌ସିଂହପୁର ରନରଅପ୍‌

ଭୁବନେଶ୍ୱର, ୨୮।୫ (ତପନ ସ୍ବାଇଁ): ଓଡ଼ିଶା ରଗ୍‌ବୀ ଫୁଟବଲ ଆସୋସିଏଶନ (ଓର୍‌ଫା) ଆନୁକୂଲ୍ୟରେ କିଟ୍‌ ରଗ୍‌ବୀ ଷ୍ଟାଡିୟମରେ ଆନ୍ତଃ ଜିଲା ଜୁନିୟର ବାଳିକା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କିସ୍‌ ଦଳ ଚାମ୍ପିୟନ ଏବଂ ଜଗତ୍‌ସିଂହପୁର ରନରଅପ୍‌…

ସ୍ବିଟେକ୍‌, ଜାବେରଙ୍କ ସହଜ ବିଜୟ

ପ୍ୟାରିସ, ୨୮।୫: ଟପ୍‌ ସିଡ୍‌ ଇଗା ସ୍ବିଟେକ ଓ ୮ମ ସିଡ୍‌ ଓନ୍ସ ଜାବେର ପ୍ରମୁଖ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ରାଉଣ୍ଡକୁ ସହଜରେ ଅତିକ୍ରମ କରିଛନ୍ତି। ତେବେ ପୁରୁଷ ବିଭାଗର ଅନେକ ମ୍ୟାଚ ବର୍ଷା ଯୋଗୁ…

ଶେୟାର ବଜାର କାରବାରରେ ହ୍ରାସ

ଭୁବନେଶ୍ୱର,୨୮।୫: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri