Home

ପୁରୁଷଙ୍କୁ ମଧ୍ୟ ସମ୍ମାନ ଦେବା ଜରୁରୀ

ପ୍ରତିବର୍ଷ ନଭେମ୍ବର ୧୯ରେ ଅନ୍ତର୍ଜାତୀୟ ପୁରୁଷ ଦିବସ ପାଳନ କରାଯାଏ। ୬୦ରୁ ଅଧିକ ଦେଶ ପୁରୁଷ ଦିବସ ପାଳନ କରନ୍ତି। ଏହି ଅବସରରେ ଅନେକ ପ୍ରକାରର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ପ୍ରଥମ ଥର ପାଇଁ ପୁରୁଷ ଦିବସ ପାଳନ କରିବାର…

ଭିକ୍ଟୋରିଆଙ୍କୁ ମିସ୍‌ ୟୁନିଭର୍ସ କଲା ଟ୍ରମ୍ପ୍‌ ଇଫେକ୍ଟ

ମେକ୍ସିକୋ ସିଟି,୧୯ା୧୧: ଇତିହାସରେ ପ୍ରଥମ ଥର ପାଇଁ ଏହି ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ଡେନ୍‌ମାର୍କରୁ ଜଣେ ଡାନିଶ୍‌ ପ୍ରତିନିଧି ମିସ୍‌ ୟୁନିଭର୍ସ ହୋଇପାରିଛନ୍ତି। ଟାଇଟଲ ପାଇଁ ୮୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ନିଜ ଟ୍ୟାଲେଣ୍ଟ ପ୍ରଦର୍ଶନ କରିଥିବାବେଳେ ଉକ୍ତ ଇଭେଣ୍ଟରେ କଡ଼ା ମୁକାବିଲା ହୋଇଥିଲା।…

ଯାଉନାହାନ୍ତି, ପଠାଉଛନ୍ତି

ନୂଆଦିଲ୍ଲୀ/ଇମ୍ଫାଲ,୧୯ା୧୧: ପୁଣି ଜାତିଆଣ ହିଂସାର ନିଅଁାରେ ଜଳୁଛି ମଣିପୁର। ଜିରିବାମ୍‌ର ଏକ ଶିବିରରୁ ନିଖୋଜ ହୋଇଯାଇଥିବା ୬ ଅପହୃତଙ୍କ ମୃତଦେହ ମିଳିବା ପରେ ୩ ଦିନ ଧରି ଉପତ୍ୟକାରେ ଭଙ୍ଗାରୁଜା ଓ ଜଳାପୋଡ଼ା ଲାଗିରହିଛି। ଇତିମଧ୍ୟରେ ଅନେକ ବିଧାୟକ ଓ ମନ୍ତ୍ରୀଙ୍କ…

ଗାଜାରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଗାଜା ସିଟି ,୧୮ା୧୧:ଇସ୍ରାଏଲୀ ସେନା ସୋମବାର ଗାଜା ଷ୍ଟ୍ରିପ୍‌ରେ ବୋମାମାଡ଼ କରିବାରୁ ୨୦ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୬ ବିସ୍ଥାପିତ ରହିଛନ୍ତି, ଯେଉଁମାନେ ଏକ ତମ୍ବୁ ତଳେ ଆଶ୍ରୟ ନେଇଥିଲେ। ରବିବାର ଏକ ବହୁତଳ ଆବାସିକ ବିଲ୍ଡିଂରେ ଇସ୍ରାଏଲ୍‌…

୨ ଘଣ୍ଟା ପିଛା କରି ପାକିସ୍ତାନ ଜାହାଜରୁ ମତ୍ସ୍ୟଜୀବୀଙ୍କୁ ଝାମ୍ପି ଆଣିଲେ ଭାରତୀୟ କୋଷ୍ଟ ଗାର୍ଡ

ନୂଆଦିଲ୍ଲୀ ,୧୮ା୧୧:ଭାରତ-ପାକିସ୍ତାନ ସାମୁଦ୍ରିକ ସୀମାରୁ ୭ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ପାକିସ୍ତାନୀ ପାଟ୍ରୋଲ ଜାହାଜ ରବିବାର ଧରିନେଉଥିଲା। ଖବର ପାଇ ଭାରତୀୟ ତଟ ସୁରକ୍ଷା ବାହିନୀ (ଆଇସିଜି) ୨ ଘଣ୍ଟା ଧରି ଉକ୍ତ ଜାହାଜକୁ ପିଛା କରିବା ପରେ ମତ୍ସ୍ୟଜୀବୀମାନଙ୍କୁ ମୁକୁଳାଇଛି।…

ଅମରାସୂରିୟା ହେଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୧୮ା୧୧:ଗତ ଗୁରୁବାର ଅନୁଷ୍ଠିତ ପାର୍ଲାମେଣ୍ଟ ନିର୍ବାଚନରେ ଏନ୍‌ପିପି ବିଜୟୀ ହେବା ପରେ ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସୋମବାର ଶିକ୍ଷାବିତ୍‌ ହରିନି ଅମରାସୁରିୟାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପୁନଃ ନିଯୁକ୍ତ କରିଛନ୍ତି। ୨୨୫ ଆସନ ବିଶିଷ୍ଟି ପାର୍ଲାମେଣ୍ଟରେ ରାଷ୍ଟ୍ରପତିଙ୍କ ନେତୃତ୍ୱାଧୀନ ଏନ୍‌ପିପି…

ଗଞ୍ଜାମରେ ଡିସେମ୍ବର ୨୩ରୁ ଧାନ ସଂଗ୍ରହ

ଛତ୍ରପୁର,୧୮ା୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଜିଲା ପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍‌ପି ଅନୀତା ଶୁଭଦର୍ଶନୀ, ଛତ୍ରପୁର ବିଧାୟକ…

ବେଆଇନ ଗଛକଟା: ଶୁଣାଣିରୁ ଓହରିଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ ,୧୮ା୧୧(ପି.ଟି.):ଦିଲ୍ଲୀ ରିଜ୍‌ ଅଞ୍ଚଳରୁ ବେଆଇନ ଭାବେ ଅନେକ ଶହ ଗଛ କଟାଯାଇଥିବା ଅଭିଯୋଗ ଉପରେ ଏକାଧିକ ପିଟିଶନ୍‌ର ଶୁଣାଣିରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସଞ୍ଜୀବ ଖାନ୍ନା ସୋମବାର ଓହରିଯାଇଛନ୍ତି। ପୂର୍ବତନ ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ଏହି…

କୋକେନ ବ୍ୟବହାର କରୁଥିଲେ ଏହି କ୍ରିକେଟର୍‌: ଲାଗିଲା ବ୍ୟାନ୍‌

ନୂଆଦିଲ୍ଲୀ,୧୮।୧୧:ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର ଡଗ ବ୍ରେସୱେଲ କୋକେନ ବ୍ୟବହାରକୁ ନେଇ ପାଇଁ ନ୍ୟୁଜିଲାଣ୍ଡର ପୂର୍ବତନ ପେସ୍‌ ବୋଲର ଡଗ୍‌ ବ୍ରେସ୍‌ଓ୍ବେଲ ଇତିମଧ୍ୟରେ କ୍ରିକେଟରୁ ୧ମାସ ବାସନ୍ଦ ଦଣ୍ଡ ଭୋଗି ସାରିଛନ୍ତି। ମାତ୍ର ନ୍ୟୁଜିଲାଣ୍ଡ ସ୍ପୋର୍ଟ ଇଣ୍ଟିଗ୍ରିଟି କମିଶନ ସୋମବାର ପ୍ରଥମ…

ଶିଶୁ ବିକାଶ ଯୋଜନା ବାଟବଣା: ଅଙ୍ଗନୱାଡ଼ି କର୍ମୀଙ୍କ ବାରଣ୍ଡାରେ ପାଠପଢ଼ା

କୋକସରା,୧୮ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକରେ ଶିଶୁ ବିକାଶ ଯୋଜନା ବାଟବଣା ହୋଇଛି। ଲଡୁଗାଁ ପଞ୍ଚାୟତ ପୀତବାସପୁରଠାରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ରରେ ଗୃହ ନ ଥିବାରୁ ଅଙ୍ଗନୱାଡ଼ି କର୍ମୀଙ୍କ ଘରେ ପାଠପଢା ଚାଲିଆସୁଛି। ୪ବର୍ଷ ହେବ କେନ୍ଦ୍ରଟି ଭଙ୍ଗାଦଦରା…

ଆମେରିକାରେ ଧରାପଡ଼ିଲେ ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ

କାଲିଫର୍ନିଆ,୧୮।୧୧: ଆମେରିକାର କାଲିଫର୍ନିଆରେ ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲଙ୍କୁ କାବୁ କରାଯାଇଛି। ଗତ ମାସରେ ଭାରତ ସରକାର ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଥିଲେ। କେନ୍ଦ୍ରୀୟ ଗୃହ ବିଭାଗ କିମ୍ବା ଏନଆଇଏ ଏହି ବିଷୟରେ ସରକାରୀ ସୂଚନା ଦେଇପାରେ।…

ମୋଦିଙ୍କ ପରେ ‘ସାବରମତି ରିପୋର୍ଟ’କୁ ପ୍ରଶଂସା କଲେ ଅମିତ ଶାହା

ନୂଆଦିଲ୍ଳୀ,୧୮।୧୧: ବିକ୍ରାନ୍ତ ମାସେଙ୍କ ଫିଲ୍ମ ‘ସାବରମତି ରିପୋର୍ଟ’ ରିଲିଜ ହେବା ପୂର୍ବରୁ ବିବାଦ ଲାଗି ରହିଛି। ୨୦୦୨ ଗୋଧ୍ରା ଘଟଣାରେ ନିର୍ମିତ ଫିଲ୍ମ ବିଷୟରେ ଦର୍ଶକଙ୍କୁ ଦୁଇଟି ଦଳରେ ବିଭକ୍ତ କରାଯାଇଛି। ସେପଟେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଫିଲ୍ମକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri