Home

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ବୁଧବାର ଅନୁଷ୍ଠିତ ହୋଇଛି। ଏନେଇ ବାଉଁଶଲୁଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଦେଶର ୩୦ରୁ ଅଧିକ ସହର ସହ ଆକାଶପଥରେ…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ ସଫଳତା, ବଡ଼ କିମ୍ବା ଛୋଟ ହେଉ ତାହା ତାଙ୍କର ସବୁଠାରୁ ବଡ଼ ଆନନ୍ଦ…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି ସଞ୍ଜୟ କୁମାର ମିଶ୍ରଙ୍କ ଜଣକିଆ ଖଣ୍ଡପୀଠ ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି। ଏଥିସହ…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ ଦାବି କରିଛନ୍ତି ଯେ ଜେଲରେ ଇମ୍ରାନ ଖାନଙ୍କର ମୃତ୍ୟୁ ହୋଇସାରିଛି । ପାକିସ୍ତାନର…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ ୧୨ରେ ହେବାକୁ ଥିବା ସୂର୍ଯ୍ୟପରାଗ (Total Solar Eclipse) ପାଇଁ ୟୁରୋପରେ ଅନେକ…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି । ତେବେ ବୁଧବାର ଭୋରରୁ ପାଇପରେ ଦୂଷିତ ଗୋଳିଆ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା। ଝଡ଼ବର୍ଷା ଯୋଗୁ ଗ୍ରାମର ଘରଦ୍ୱାର, ବୁଣାକାରଙ୍କ ମଙ୍ଗାଶାଳ ଭାଙ୍ଗି ଯାଇଥିଲା। ସେହିପରି ଗ୍ରାମରେ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ ଓ କ୍ରିଉ ସଦସ୍ୟ ଆହତ ହୋଇଥିଲେ। ତେବେ ସେତେବେଳେ ଏଆଇ୨୩୭୯ ବିମାନ ଚଳାଉଥିବା…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍ ଦେଖିବାକୁ ମିଳିଥାଏ। ଏନ୍‌ସିପି (NCP) ଏମପି ସୁପ୍ରିୟା ସୁଲେଙ୍କ ଝିଅଙ୍କ ରିସେପସନ୍ ସମୟର…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ ହୋଇଛନ୍ତି। ସେ ହେଲେ ଧବଳେଶ୍ବର ନାହାକ(୧୬)। ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରୀବିହାରସ୍ଥିତ ପଣ୍ଡାପାର୍କ ବସ୍ତିରେ…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ ହିଁ ଇଞ୍ଜିନିୟରିଂ କଲେଜ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?