Home

୭ ମାସରେ ଆଇନଶୃଙ୍ଖଳା ଚିନ୍ତାଜନକ: ବିଜେଡି

ଭୁବନେଶ୍ୱର,୯ା୧(ଅନିଲ ଦାସ):ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ବୁଧବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି । ଦେଶ ବିଦେଶରୁ ପ୍ରବାସୀ ଓଡ଼ିଶାରେ ଏକତ୍ରିତ ହୋଇଛନ୍ତି । ଏହା ନିଶ୍ଚିତ ଭାବେ ଓଡ଼ିଶା ପାଇଁ ଏକ ସୌଭାଗ୍ୟର କଥା। ଅନ୍ୟପକ୍ଷରେ ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି,…

ଟେନଶନରେ ବାଂଲାଦେଶ, ମୋଦି-ମୋଇଜୁ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୧: ମାଳଦ୍ୱୀପରେ ମହମ୍ମଦ ମୋଇଜୁଙ୍କ ସରକାର କ୍ଷମତାକୁ ଆସିବା ପରଠାରୁ, ଭାରତ ସହିତ ଏହାର ସମ୍ପର୍କ ଖରାପ ହୋଇଯାଇଥିଲା। ସମ୍ପ୍ରତି ୟୁନୁସଙ୍କ ସରକାର ଆସିବା ପରେ ବାଂଲାଦେଶ ସହିତ ଭାରତର ସମ୍ପର୍କ ମଧ୍ୟ ଖରାପ ହୋଇଥିଲା। ଏଥିରେ କୌଣସି ସ୍ଥାନରେ ଚାଇନା…

ନବୀନଙ୍କ ଅସଲ ମୁଖା ଖୋଲିବେ ପ୍ରଦୀପ ପାଣିଗ୍ରାହୀ: ଓଡ଼ିଆ ନବବର୍ଷକୁ ଅପେକ୍ଷା

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ସହ ବିଜେଡିର ସମ୍ପର୍କରେ ତିକ୍ତତା ଆସିବା ପରେ ସେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ଅନେକ ସମୟରେ ବିଜେଡି ବିରୋଧରେ ବିଷ ଓକାଳୁଥିବା ପ୍ରଦୀପ କେତେକ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ ବୁଧବାର…

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡି, ୯।୧ (ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ କିଛି ଦିନର ବ୍ୟବଧାନ ପରେ ପୁଣି ତୁଷାରପାତ ହୋଇଛି। ତାପମାତ୍ରା ୮ ଡିଗ୍ରୀ ରହିଛି। ଦୁର୍ଗମ ଗ୍ରାମ ଗୁଡିକରେ ଏହା ଠାରୁ ଆହୁରି…

ଶିଶ୍‌ମହଲ ବନାମ ରାଜମହଲ:ସରକାରୀ ବଙ୍ଗଳାକୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ,୯ା୧:ଏକଦା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦଖଲରେ ଥିବା ସରକାରୀ ବଙ୍ଗଳା (ଭାଜପା ଭାଷାରେ ଶିଶ୍‌ମହଲ) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ କଲ୍ୟାଣ ମାର୍ଗସ୍ଥିତ ସରକାରୀ ବାସଭବନ (ଆପ୍‌ ମତରେ ରାଜମହଲ)କୁ ନେଇ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି।…

ଅଭିଯୋଗ ପରେ ପ୍ରଶାସନ ତତ୍ପର: ମନଇଚ୍ଛା ଚାଲିବନି ଟିକେଟ୍‌ ଅସୁଲ

ମଥୁରାନଗରୀ,୯।୧(ପ୍ରେମାନନ୍ଦ ଖମାରୀ):ବରଗଡରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ମୀନାବଜାର ଲାଗିଛି। ପଡ଼ିଆର ନିର୍ଦ୍ଧାରିତ ଅଂଶକୁ ଟେଣ୍ଡରରେ ମୀନାବଜାର, ଝୁଲା, ଟ୍ରେଡ୍‌ ଫେୟାର, ଫୁଡ୍‌ ଫେଷ୍ଟ୍‌ ସମେତ ବିଭିନ୍ନ ଛୋଟ ଦୋକାନ…

କରଜ ଚିନ୍ତାରେ ଜୀବନ ହାରିଲେ ଯୁବଚାଷୀ

ରଘୁନାଥପୁର,୯ା୧(ରାଜେନ୍ଦ୍ର ନାରାୟଣ ସିଂହ):ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ବୁଧବାର ଚାଷୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଧାନ ଫସଲ ଉଜୁଡ଼ି ଯିବା ପରେ କରଜ ଶୁଝିବା ଚିନ୍ତାରେ ତଅଁରା ବିଲସାହିର ପ୍ରହଲ୍ଲାଦ ପରିଡ଼ାଙ୍କ ସାନପୁଅ ଯୁବଚାଷୀ ଅଶୋକ(୩୮) ନିଜ ଘରେ ବେକରେ…

ଗର୍ବିତ ନୁହେଁ, କୃତଜ୍ଞ ହେବା: ତଥାଗତ

ବଲାଙ୍ଗୀର, ୯ା୧(ବୀରେନ୍ଦ୍ର କୁମାର ଝାଙ୍କର):ଅନେକ ସମୟରେ ଆମେ ବଲାଙ୍ଗିରିଆ, ଢେଙ୍କାନାଳିଆ କି ଭାରତୀୟ ବୋଲି ଗର୍ବ କରିଥାଉଁ। ମାତ୍ର ଗର୍ବିତ ହେବା ବଦଳରେ ଆମେ ଯଦି କୃତଜ୍ଞ ହେବା ତେବେ ଏହା ଆମ ଅଞ୍ଚଳ, ସମାଜ ଓ ଦେଶ ପାଇଁ ଅଧିକ…

ମଥୁରାନଗରୀରେ ହତ୍ୟାକାଣ୍ଡ:ଶାଳକଙ୍କ ଛୁରାମାଡରେ ଗଲା ଭିଣୋଇଙ୍କ ଜୀବନ

ମଥୁରାନଗରୀ,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର (ମଥୁରାନଗରୀ)ରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ମଙ୍ଗଳା ଝୁମ୍ପୁଡିରେ ଏହି ହତ୍ୟାକାଣ୍ଡ ଘଟିଛି। ଶାଳକଙ୍କ ଛୁରାମାଡରେ ଭିଣୋଇଙ୍କ ଜୀବନ ଯାଇଛି। ମୃତକଙ୍କ ନାମ ଶଙ୍କର ଦାସ ବୋଲି ସୂଚନା ମିଳିଛି। ଗୋଟିଏ ପଟେ…

ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍‌ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୯ା୧(ସୁନିତ୍‌ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ଯୋଜନାକୁ ମିଶାଇ ଗୋଟିଏ କାର୍ଡ ପ୍ରସ୍ତୁତ କରିବାକୁ ଯୋଜନା…

ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ସ୍ବାଗତକରିବା ପାଇଁ ବିମାନବନ୍ଦର ଠାରେ…

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ମାର୍‌ପିଟ୍‌ ହେବାରୁ ଉତ୍ତେଜନା ପରିସ୍ଥିତି ଉପୁଜିଥିଲା। ଏହାକୁ ନେଇ ଟାଉନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?