Home

ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ମାଲକାନଗିରି,୫ା୭: ଛତିଶଗଡ଼ ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ଇନ୍‌ଫର୍ମର ସନ୍ଦେହରେ ହତ୍ୟା କରାଯାଇଥିବା ପୋଲିସ କହିଛି। ଘଟଣାସ୍ଥଳରୁ କିଛି ମାଓବାଦୀ ପୋଷ୍ଟର ମଧ୍ୟ ଜବତ କରିଛି ପୋଲିସ।

ହାଥରସ ପୀଡ଼ିତଙ୍କ ପରିବାରକୁ ଭେଟିଲେ ରାହୁଲ, ସାହାଯ୍ୟ ପାଇଁ ଦେଲେ ଭରସା

ଅଲିଗଡ଼,୫।୭: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ଆଲିଗଡ଼ ଏବଂ ପରେ ହାଥରସରେ ପହଞ୍ଚି ହାଥରସରେ ସତସଙ୍ଗ ସମୟରେ ଦଳାଚକଟାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାର ବର୍ଗଙ୍କୁ ଭେଟିବା ସହ ଆହତଙ୍କ ଅବସ୍ଥା ଜାଣିବା ପାଇଁ…

ଅଧିକ ଶୋଇବାକୁ ଗଭର୍ନରଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି

ଓ୍ବାଶିଂଟନ୍‌,୫।୭: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ଯଥାସମ୍ଭବ ଶୋଇବାକୁ ଡେମୋକ୍ରାଟିକ ଗଭର୍ନର ଗୋଷ୍ଠୀକୁ ନିବେଦନ କରିଛନ୍ତି। କମ ଘଣ୍ଟା କାମ କରିବାକୁ ଏବଂ ରାତି ୮ଟା ପରେ କାର୍ଯ୍ୟକ୍ରମକୁ ନ ଯିବାକୁ ମଧ୍ୟ କୁହାଯାଇଛି। ରିପବ୍ଲିକାନ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପଙ୍କ ସହ…

ଜବରଦଖଲରେ ପଦ୍ମପୁରର ପୋଖରୀ

ପଦ୍ମପୁର,୫।୭(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ୭ଟି ପୋଖରୀଗୁଡିକ ଅବସ୍ଥା ଶୋଚନୀୟ ହୋଇପଡିଛି। କେଉଁଠାରେ ପୋଖରୀ ପୋତି ହୋଇଗଲାଣି ତ କେଉଁଠି ଜବରଦଖଲଙ୍କ କବ୍‌ଜାରେ ରହିଛି। ଜବରଦଖଲକାରୀମାନେ କେବଳ ପୋଖରୀ ହିଡରେ ଘର କରୁନାହାନ୍ତି, ଧୀରେ…

ଏହି ଖେଳାଳିଙ୍କୁ ପ୍ରଶଂସା କରୁ କରୁ ଏମିତି କହିଦେଲେ କୋହଲି

ମୁମ୍ବାଇ,୫।୭: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ଷ୍ଟାର ଇଣ୍ଡିଆନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କୁ ପ୍ରଶଂସା କରିଥିଲେ। କୋହଲି ବୁମରାଙ୍କୁ ଏକ ଜାତୀୟ ଐତିହ୍ୟ ବୋଲି ବର୍ଣ୍ଣନା କରିଛନ୍ତି ଏବଂ କହିଛନ୍ତି ଯଦି ଦ୍ରୁତ ବୋଲର…

ଭିକ୍ଟ୍ରି ପରେଡ ସମୟରେ ଅନେକ ପ୍ରଶଂସକ ଆହତ, ନିଶ୍ୱାସ ନେବାରେ ଅସୁବିଧା ହେବାରୁ ଅନେକେ ବେହୋସ

ମୁମ୍ବାଇ,୫।୭: ଟି -୨୦ ବିଶ୍ୱକପ ଜିତିବା ପରେ ସ୍ବଦେଶ ଫେରିଥିବା ଟିମ ଇଣ୍ଡିଆକୁ ଦେଶରେ ଏକ ଐ ତିହାସିକ ସ୍ବାଗତ କରାଯାଇଥିଲା। ରୋହିତ ଶର୍ମାଙ୍କ ଦ୍ୱାରା ଅଧିନାୟକ ହୋଇଥିବା ଟିମ ଇଣ୍ଡିଆ ଜୁନ୨୯ରେ ବାରବାଡୋସରେ ଚାଲିଥିବା ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ…

ଗର୍ଜନବାହାଲ କୋଇଲା ଖଣିରେ ଫୁଟିଲା ଗୁଳି: ୩ ଆହତ, ୧୦ ଅଟକ

ସୁନ୍ଦରଗଡ଼,୫ା୭(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ବ୍ଲକ ସ୍ଥିତ ଗର୍ଜନବାହାଲ କୋଇଲା ଖଣି ନିକଟ ବରପାଲିରେ ଥିବା ଏକ କୋଲ ଓ୍ବାସେରୀରେ ଗୁରୁବାର ସନ୍ଧ୍ୟାରେ ଗୁଳିକାଣ୍ଡ ଘଟିଛି। ଏଥିରେ ୩ ଜଣ ଆହତ ହୋଇଥିବା ଖବର ମିଳିଛି। ଖବର ପାଇ ସୁନ୍ଦରଗଡ଼…

ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୭: ପୁରୀ ଜିଲା କାକଟପୁର ନିର୍ବାଚନ ମଣ୍ଡଳୀର ପୂର୍ଵତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି, ସ୍ବର୍ଗତ ନାୟକ ଜଣେ…

ମୁଁ ରୁଷିଆ-ୟୁକ୍ରେନ ଯୁଦ୍ଧ ବନ୍ଦ କରିଦେବି;ଡୋନାଲ୍ଡ ଟ୍ରମ୍ପଙ୍କ ଏହି କଥାକୁ ଗୁରୁତର ସହ ନେଲେ ପୁଟିନ…

ଓ୍ବାଶିଂଟନ୍‌,୫।୭: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ ମନ୍ତବ୍ୟକୁ ରୁଷିଆ ଗୁରୁତର ସହ ନେଇଛି। ଟ୍ରମ୍ପ କହିଛନ୍ତି, ସେ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ସମାପ୍ତ କରିପାରିବେ। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି, ଟ୍ରମ୍ପ କହୁଛନ୍ତି ଯେ ସେ ୟୁକ୍ରେନରେ ଯୁଦ୍ଧ ବନ୍ଦ…

ବୁଢ଼ାରଜା ଛକରେ ବଢୁଛି ଦୁର୍ଘଟଣା

ସୋନପୁର,୫।୭(ମୃତ୍ୟୁଞ୍ଜୟ ଶତପଥୀ): ଗମନାଗମନ ଦୃଷ୍ଟିରୁ ସୁବର୍ଣ୍ଣପୁର ସହରର ବୁଢାରଜା ଛକ ବେଶ ଗୁରୁତ୍ୱପୂର୍ଣ୍ଣ। ସମ୍ବଲପୁର, ବରଗଡ ଓ ବୀରମହାରାଜପୁର ପଟୁ ସୋନପୁର ସହରକୁ ଏହି ଛକ ଦେଇ ଲୋକେ ପ୍ରବେଶ କରନ୍ତି। ସମ୍ବଲପୁରରୁ ବହୁ ଲୋକ ଏହି ରାସ୍ତା ଦେଇ ଭୁବନେଶ୍ୱର…

ସରକାର କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ଗାନ୍ଧୀନଗର,୫।୭: ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଉପହାର ଦେଇଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସପ୍ତମ ବେତନ ଆୟୋଗ ଅଧୀନରେ ଥିବା କର୍ମଚାରୀଙ୍କ ପାଇଁ ଜାନୁଆରୀ…

୬ରୁ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର,୫।୭(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଛି। ପ୍ରାୟ ସମସ୍ତ ଜିଲାରେ ବର୍ଷା ହେଉଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେଉଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି। ତେବେ ବଙ୍ଗୋପସାଗରରେ ଏବେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆସନ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri