Home

Peace Summit: ଆସନ୍ତା ମାସରେ ଅନୁଷ୍ଠିତ ହେବ ଶାନ୍ତି ଶିଖର ସମ୍ମିଳନୀ, ବାଇଡେନ, ସି ଜିନ ପିଙ୍ଗ ସାମିଲ ହେବାକୁ ଅପିଲ କଲେ ରାଷ୍ଟ୍ରପତି ଜେଲେନସ୍କି

କ୍ୱିଭ,୨୬।୫: ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ନେତା ସି ଜିନପିଙ୍ଗଙ୍କୁ ଆସନ୍ତା ମାସରେ ହେବାକୁ ଥିବା ଶାନ୍ତି ସମ୍ମିଳନୀରେ ଭାଗ ନେବାକୁ ନିବେଦନ କରିଛନ୍ତି। ରୁଷିଆର କ୍ରମାଗତ ଆକ୍ରମଣକୁ ରୋକିବା ପାଇଁ ୟୁକ୍ରେନ…

ଇସ୍ରାଏଲ୍‌ ଉପରେ ରକେଟ ମାଡ଼ କଲା ହମାସ୍‌

ଗାଜା ଷ୍ଟ୍ରିପ୍‌,୨୬ା୫:ରାଫାହରେ ଯୁଦ୍ଧବିରତି ପାଇଁ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଇସ୍ରାଏଲ୍‌ ପକ୍ଷରୁ ଆକ୍ରମଣ ଜାରି ରହିଛି। ଏହାର ପ୍ରତିବାଦରେ ଗାଜାର ସଶସ୍ତ୍ର ଶାସକ ହମାସ୍‌ ଇସ୍ରାଏଲ୍‌ ଉପରେ ପୁଣି ଥରେ ବଡ଼ ଟାର୍ଗେଟ କରିଛି। ଇହୁଦୀମାନଙ୍କ…

ସ୍ଥଳଭାଗ ଛୁଇଁଲା ବାତ୍ୟା ‘ରେମାଲ’: ବଢୁଛି ପବନର ବେଗ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୬।୫: ବଙ୍ଗୋପସାଗରରେ ବାତ୍ୟା ‘ରେମାଲ’ ଅଧିକ ଘନୀଭୁତ ହୋଇ ରବିବାର ଭୀଷଣ ବାତ୍ୟାର ରୂପ ନେଇ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ବାଲଂଦେଶ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି…

ମାନସିକ ସ୍ଥିତି ହରାଇ ବସିଲେଣି ମୋଦି: କାହିଁକି ଏମିତି କହିଲେ କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର, ୨୬।୫: ପରାଜୟ ଭୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନସିକ ସ୍ଥିତି ହରାଇ ବସିଲେଣି। ସେଥିପାଇଁ ସେ ଅତ୍ୟନ୍ତ ନିମ୍ନରୁଚିର କଥାବାର୍ତ୍ତା କରୁଛନ୍ତି। ଆଶାରାମ ବାପୁ, ରାମ ରହିମଙ୍କ ଭଳି ଭଣ୍ଡ ବାବାଙ୍କ ପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ନିଜକୁ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ପୁରୁଷୋତ୍ତମପୁର,୨୬ା୫( ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯନଗର ଥାନା ଅନ୍ତର୍ଗତ ବଡଖରିଡା କାଳେଶ୍ବର ମନ୍ଦିର ନିକଟରେ ରବିବାର ରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣର ଶିକାର ହୋଇଥିବା ଯୁବକ ହେଲେ…

ଭାଜପା ପ୍ରଚାର ଗାଡି ଉପରକୁ ଆକ୍ରମଣ, ଭାଙ୍ଗିଲା କାଚ

ପାଟନା,୨୬।୫: ବର୍ତ୍ତମାନ ସମଗ୍ର ଦେଶରେ ଏକ ନିର୍ବାଚନ ପରିବେଶ ଅଛି। ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପରେ ବକ୍ସର ଜିଲାରେ ମଧ୍ୟ ରାଜନୀତି ଶିଖରରେ ରହିଛି। ଯେଉଁଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ମେ’ରେ ବକ୍ସରରେ ପହଞ୍ଚିଥିଲେ। ସମସ୍ତ ଦଳ ଏବେ ନିର୍ବାଚନ ପ୍ରଚାରରେ…

ତୃତୀୟଥର ଆଇପିଏଲ୍‌ ଚାମ୍ପିୟନ୍‌ ହେଲା କୋଲକାତା: ଫାଇନାଲ୍‌ରେ ଏକତରଫା ବିଜୟ

ଚେନ୍ନାଇ,୨୬।୫:ଆଇପିଏଲ ୨୦୨୪ର ଫାଇନାଲରେ କୋଲକାତା ନାଇଟ୍‌ ରାଇଡର୍ସ ଏକତରଫା ଭାବେ ହାଦ୍ରାବାଦ୍‌କୁ ପରାସ୍ତ କରି ତୃତୀୟଥର ଚାମ୍ପିୟନ୍‌ ହୋଇଛି। ଚେନ୍ନାଇରେ ଖେଳାଯାଇଥିବା ଫାଇନାଲରେ କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦକୁ ୮ ଉଇକେଟରେ ପରାସ୍ତ କରି ୧୦ ବର୍ଷ ପରେ ଚାମ୍ପିୟନ…

ଋଷି ସୁନକ୍‌ଙ୍କ ଅଡ଼ୁଆ ବଢ଼ିଲା

ନୂଆଦିଲ୍ଲୀ,୨୬ା୫:ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଜୁଲାଇ ୪ରେ ଦେଶରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଘୋଷଣା କରିବାର ୨ ଦିନ ପରେ ଶାସକ କଞ୍ଜରଭେଟିଭ୍‌ ପାର୍ଟିର ୭୮ ଏମ୍‌ପି ସମୂହ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର…

ମୋଦି କେବଳ ୨୦-୨୫ ଲୋକଙ୍କ ପାଇଁ, ହିମାଚଳ ପ୍ରଦେଶ ସଭାରେ ଭାଜପାକୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୨୬।୫:ରାହୁଲ ଗାନ୍ଧୀ ହିମାଚଳ ପ୍ରଦେଶର ନାହାନରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଭାଜପା ଉପରେ ଖୁବ ବର୍ଷିଥିଲେ। ରାହୁଲ ଗାନ୍ଧୀ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ବିପର୍ଯ୍ୟୟ ସମୟରେ ପ୍ରଧାନମନ୍ତ୍ରୀ ମୋଦି ହିମାଚଳ ପ୍ରଦେଶକୁ ସାହାଯ୍ୟ…

ଲିଗ୍‌ ଷ୍ଟେଜ୍‌ରେ ହିରୋ, ନକ୍‌ଆଉଟ୍‌ରେ ଜିରୋ: ହାଇଦ୍ରାବାଦ୍‌କୁ ଧୋକା ଦେଲେ ଏହି ଖେଳାଳି

ଚେନ୍ନାଇ,୨୬।୫: ଆଇପିଏଲ୍‌ ୨୦୨୪ର ଫାଇନାଲରେ ଟ୍ରାଭିସ ହେଡ ଏକ ଗୋଲଡେନ୍‌ ଡକ (ପ୍ରଥମ ବଲରେ ଆଉଟ)ରେ ଆଉଟ ହୋଇଥିଲେ। ଫାଇନାଲ ମ୍ୟାଚ୍‌ରେ ହାଇଦ୍ରାବାଦର ଷ୍ଟାର ଓପନର୍‌ କୋଲକାତାର ଦ୍ରୁତ ବୋଲର ବୈଭବ ଆରୋରାଙ୍କ ଶିକାର ହୋଇଥିଲେ। ଲିଗ ପର୍ଯ୍ୟାୟରେ ଚମତ୍କାର ବ୍ୟାଟିଂ…

ଜନ୍ମଦିନରେ IPL Final ଖେଳିବେ ଦୁଇ ଆଗଧାଡିର ବ୍ୟାଟ୍ସମ୍ୟାନ, ଜଣେ ଜିତିବେ ଟ୍ରଫି, ଅନ୍ୟଜଣେ ନିଶ୍ଚିତ ହାରିବେ

ନୂଆଦିଲ୍ଲୀ,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ସବୁବେଳେ ରୋମାଞ୍ଚକର ହୋଇଥାଏ। ହେଲେ ଏଥର ଏହି ମ୍ୟାଚ ଦୁଇ ଖେଳାଳିଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି । ୨୬ ମେ’ ରବିବାର ଦିନ କୋଲକାତା ନାଇଟ ରାଇଡର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ…

ଫାଇନାଲ୍‌ରେ ହାଇଦ୍ରାବାଦ୍‌ ଧରାଶାୟୀ : କୋଲକାତାକୁ ମିଳିଲା ୧୧୪ ରନ୍‌ର ଟାର୍ଗେଟ୍‌

ଚେନ୍ନାଇ,୨୬।୫: ଆଇପିଏଲ୍‌ ୨୦୨୪ର ଗ୍ରାଣ୍ଡ୍‌ ଫିନାଲେରେ ସନରାଇଜର୍ସ ହାଇଦ୍ରାବାଦ କୋଲକାତା ନାଇଟ୍‌ ରାଇଡର୍ସକୁ ୧୧୪ ରନ୍‌ ବିଜୟ ଲକ୍ଷ୍ୟ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ୍‌ ୧୮ ଓଭରରେ ୧୧୩ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଆଇପିଏଲ ଇତିହାସର ଫାଇନାଲ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri