କରେଣ୍ଟ ଲାଗି ଜଙ୍ଗଲରେ ଚାଲିଗଲା ୩ ହାତୀଙ୍କ ଜୀବନ
ରେଢ଼ାଖୋଲ,୧୮ା୧୧: ସମ୍ବଲପୁର ଜିଲା ରେଢ଼ାଖୋଲ ଜଙ୍ଗଲରୁ ୩ଟି ହାତୀର ମୃତଦେହ ଜବତ ହୋଇଛି। ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରୁ ୩ଟି ହାତୀ ମଧ୍ୟରେ ୨ଟି ବଡ଼ ଏବଂ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ବିଦ୍ୟୁତ ଆଘାତରେ ମୃତ୍ୟୁ…
ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
କାମାକ୍ଷାନଗର,୧୮ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳଙ୍କ ଘରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଏହି ଚଢ଼ାଉ ଜାରି ରହିଛି। ଉପଜିଲାପାଳଙ୍କ ଅଫିସ, ସରକାରୀ କ୍ୱାର୍ଟର୍ସ ସମେତ…
ଡିଭାଇଡରରେ ପିଟିହେଲା ବସ୍
ଜଳେଶ୍ୱର,୧୮ା୧୧: ବାଲେଶ୍ୱର ଜିଲା ଜଳେଶ୍ୱରର ଲକ୍ଷ୍ମଣନାଥ ଟୋଲ୍ଗେଟ୍ ନିକଟରେ ସୋମବାର ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍ରେ ୫୦ ଜଣ ଯାତ୍ରୀ ଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ବସ୍ଟି କୋଲକାତାରୁ ଆସୁଥିବାବେଳେ ୧୬ ନଂ ଜାତୀୟ…
ଡାଇବେଟିସ୍ ସମସ୍ୟା ଥିଲେ…
ଯଦି ଆପଣ ଡାଇବେଟିସ୍ରେ ଆକ୍ରାନ୍ତ ତେବେ ପ୍ରଥମ କଥା ହେଲା ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ମାପି ନିଅନ୍ତୁ। ଏହାବ୍ୟତୀତ ପରିସ୍ରାରେ ସୁଗାର କେତେ ରହୁଛି ତାହା ମଧ୍ୟ ପରୀକ୍ଷା କରାଇ ନିଅନ୍ତୁ। ଡାଇବେଟିସ୍…
ଦୂର ସାଗରର ଝଡ଼
ଜଳର ବଳ: ବାୟୁରେ ଅସଂଖ୍ୟ ଜଳୀୟବାଷ୍ପ କଣିକା ଅଦୃଶ୍ୟ ରୂପେ ଥାଏ। ଶୀତଳବାୟୁର ଜଳୀୟବାଷ୍ପ ଧାରଣ କ୍ଷମତା ସୀମିତ ଥିଲାବେଳେ ଖରାଦିନର ଗରମ ବାୟୁ ଯଥେଷ୍ଟ ଜଳୀୟବାଷ୍ପ ଧାରଣ କରିପାରେ। ପୃଥିବୀର ପାଣିପାଗ ଅନେକାଂଶରେ ବାୟୁରେ ଥିବା ଏହି ଅଦୃଶ୍ୟ ଜଳୀୟବାଷ୍ପର…
ଭାରତୀୟ ଅନ୍ତରୀକ୍ଷ କେନ୍ଦ୍ର
ପୃଥିବୀ କକ୍ଷରେ ରହି ଏହାକୁ ପରିକ୍ରମଣ କରୁଥିବା ଏକ କୃତ୍ରିମ ସଂରଚନା ହେଉଛି ଅନ୍ତରୀକ୍ଷ କେନ୍ଦ୍ର। ଏଥିରେ ଅନେକ ଦିନ ପର୍ଯ୍ୟନ୍ତ ରହି ମହାକାଶଚାରୀମାନେ ଗବେଷଣା କରବା ପାଇଁ ଏହାକୁ ଡିଜାଇନ୍ କରାଯାଇଛି। ଏହାକୁ ଚାପରେ ରଖାଯାଇଥାଏ ଏବଂ ମହାକାଶଚାରୀମାନଙ୍କର ଆବଶ୍ୟକ…
ଜଳବାୟୁ ପରିବର୍ତ୍ତନରୁ ବଢୁଛି ଡେଙ୍ଗୁ
ଓ୍ବାଶିଂଟନ୍,୧୮ା୧୧: ବିଶ୍ୱରେ ଡେଙ୍ଗୁ ସଂକ୍ରମଣ ବଢ଼ିବାରେ ଲାଗିଥିବାବେଳେ ଏଥିରୁ ୧୯% ମାମଲା ପାଇଁ ଜଳବାୟୁ ପରିବର୍ତ୍ତନକୁ ଦାୟୀ କରାଯାଉଛି। ୨୦୫୦ ସୁଦ୍ଧା ଆହୁରି ୪୦ରୁ ୫୦% ଡେଙ୍ଗୁ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। କେତେକ ଅଞ୍ଚଳରେ ୧୫୦-୨୦୦% ବୃଦ୍ଧି ପାଇବ…
ଓଡ଼ିଶାରେ ୫ ବର୍ଷରେ ୩୮ହଜାର ଡେଙ୍ଗୁ ଆକ୍ରାନ୍ତ
ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ) : କିଛିବର୍ଷ ଧରି ଓଡ଼ିଶାରେ ବୃଦ୍ଧି ପାଉଥିବା ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗ ଓ ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଡେଙ୍ଗୁକୁ ପ୍ରତିରୋଧ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ଏଥିରେ ବ୍ରେକ୍ ଲାଗିପାରୁ ନାହିଁ।…
ଜେଲ ଯିବା ଅପେକ୍ଷା ଭାଜପାରେ ସାମିଲ ହୋଇଯିବା ଭଲ, କାହିଁକି ଏମିତି କହିଲେ ଭାଜପା ନେତା
ନୂଆଦିଲ୍ଲୀ,୧୭।୧୧: ରବିବାର ଆମ ଆଦମୀ ପାର୍ଟି (ଏଏପି)କୁ ଏକ ବଡ଼ ଝଟକା ଲାଗିଛି। ଭେଟେରାନ ଏଏପି ନେତା ତଥା ଦିଲ୍ଲୀ ପରିବହନ ମନ୍ତ୍ରୀ କୈଳାଶ ଗେହଲୋଟ ଦଳର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ଦଳ ଛାଡିବାକୁ ନିଷ୍ପତ୍ତି ନେଇ ଏଏପି ସଂଯୋଜକ…
ଥାନାରେ ପହଞ୍ଚିଲା କୁକୁଡ଼ା ମାରିବା ମାମଲା, ଅଭିଯୁକ୍ତଙ୍କୁ ହୋଇପାରେ ୫ ବର୍ଷ ଜେଲ!
ଲକ୍ଷ୍ନୌ,୧୭।୧୧: ଉତ୍ତରପ୍ରଦେଶର କୌଶମ୍ଭି ଜିଲାରେ ଏକ ନିଆରା ମାମଲା ସାମ୍ନାକୁ ଆସିଛି ଯେଉଁଠି ଜଣେ ଯୁବକ ତାଙ୍କ ପୋଷା କୁକୁଡ଼ା ହତ୍ୟା ପରେ ନ୍ୟାୟ ପାଇବା ପାଇଁ ପୋଲିସ ଷ୍ଟେଶନରେ ପହଞ୍ଚିଥିଲେ। ଏହି ଘଟଣା ପିପରି ପୋଲିସ ଷ୍ଟେଶନ ଅଞ୍ଚଳର ଜୱାଇ…
୬୬୨ ବର୍ଗ ମହାବିଦ୍ୟାଳୟର ଆନ୍ଦୋଳନ ଚେତାବନୀ
କୋରାପୁଟ,୧୭ା୧୧(ଅମିତାଭ ବେହେରା): ନିଖିଳ ଓଡ଼ିଶା ୬୬୨ ବର୍ଗ (+୨ ଓ +୩) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ କୋରାପୁଟ ଜିଲା ଶାଖା ପକ୍ଷରୁ ଏକ ବୈଠକ ଡଃ ବି. ଆର ଆମ୍ବେଦକର ଜାତୀୟ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି…
୨୮ ବାଇକ୍ ଚୋରି କରି ଜଙ୍ଗଲରେ ରଖିଥିଲେ, ଚଢ଼ାଉ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ
ସମ୍ବଲପୁର୧୭ା୧୧(ପ୍ରମୋଦ ବହିଦାର): ଜଙ୍ଗଲ ମଧ୍ୟରେ ୨୮ ଚୋରା ବାଇକ୍କୁ ବିକ୍ରି ପାଇଁ ଲୁଚାଇ ରଖିଥିବାବେଳେ ଅଇଁଠାପାଲି ପୋଲିସ ଜବତ କରିଛି। ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଜାରଙ୍ଗ ଜଙ୍ଗଲରୁ ବାଇକ୍ଗୁଡ଼ିକ ଜବତ କରାଯାଇଛି। ଏହି ଘଟଣାରେ ସୋନପୁର ବୀରମହାରାଜପୁରର ରାମକୁମାର…
Archives


