ଭାଜପାର ମିଶ୍ରଣ ପର୍ବ:ଶତାଧିକ ବିଜେଡି ନେତା, କର୍ମୀ ଭାଜପାରେ ସାମିଲ
ବରୀ, ୮ା୧(ମହେନ୍ଦ୍ର ସ୍ବାଇଁ):ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀର ଏରବାଙ୍କ ପଞ୍ଚାୟତ ରଘୁନାଥପୁର ପଡ଼ିଆରେ ମଙ୍ଗଳବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନମଣ୍ଡଳୀର ଭାଜପା ନେତା ଉମେଶ ଜେନାଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ଜିଲା ଭାଜପା କାର୍ଯ୍ୟକାରୀ…
ଖସିପାରେ ଦେଶର ଅଭିବୃଦ୍ଧି: ଜିଡିପି ୪ ବର୍ଷର ସର୍ବନିମ୍ନ ସ୍ତର ୬.୪% ଛୁଇଁବା ଅନୁମାନ
ନୂଆଦିଲ୍ଲୀ, ୮ା୧:ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥିକବର୍ଷରେ ଭାରତର ଅଭିବୃଦ୍ଧି ୬.୪ ପ୍ରତିଶତକୁ ଖସିପାରେ, ଯାହାକି କୋଭିଡ୍-୧୯ ପରେ ସର୍ବନିମ୍ନ ସ୍ତର। ବିନିର୍ମାଣ (ମାନୁଫାକ୍ଚରିଂ) ଓ ନିବେଶ (ଇନ୍ଭେଷ୍ଟମେଣ୍ଟ) ହ୍ରାସ ଯୋଗୁ ମୋଟ ଘରୋଇ ଉତ୍ପାଦ (ଜିଡିପି)…
ଡିଜିଟାଲ ଆର୍ଟରେ ଶୀତ ମହୋତ୍ସବ ପୋଷ୍ଟର କରି ପ୍ରଂଶସା ସାଉଁଟିଲେ ନିହାର
ଦାରିଙ୍ଗବାଡି,୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରେ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଆସନ୍ତା ୧୧ ରୁ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ହେବାକୁ ରହିଥିବା ବେଳେ ଏହାର ପ୍ରସ୍ତୁତି ଜୋରଦାର ଚାଲିଛି । ଏହି ମହୋତ୍ସବକୁ ଭଲ ପାଉଥିବା ଦାରିଙ୍ଗବାଡି…
ମୀନାବଜାର ପଡ଼ିଆରେ ଧନୁଯାତ୍ରା ଏନ୍ଫୋର୍ସମେଣ୍ଟ କମିଟିର ଚଢ଼ାଉ
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଏନ୍ଫୋର୍ସମେଣ୍ଟ କମିଟିର ଏକ ପ୍ରତନିଧି ଦଳ ମଙ୍ଗଳବାର ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଲାଗିଥିବା ମୀନାବଜାର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅତର୍କିତ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ରହିଥିବା ବିଡ଼ିଓ ବି. ଡୁଙ୍ଗଡୁଙ୍ଗଙ୍କ ଉପସ୍ଥିତି…
କଂସ ଅଭିନୟରୁ ବିରତି ନେବେ ଭୁବନେଶ୍ୱର
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚଳିତଥର ବରଗଡ଼ ବ୍ଲକ ଅନ୍ତର୍ଗତ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ କଂସ ଅଭିନୟ କରୁଛନ୍ତି। ଏହାପୂର୍ବରୁ ମଧ୍ୟ ସେ ବରଗଡ଼ ସମେତ ଅନେକ ସ୍ଥାନରେ କଂସ ଭୂମିକାରେ ଚିତ୍ତାକର୍ଷକ ଅଭିନୟ କରି ନିଜ ଦକ୍ଷତା ପ୍ରତିପାଦନ…
ବିନା ଟେଣ୍ଡରରେ ଜାଗା ଆବଣ୍ଟନ:ବଡ଼ ଡିଲ୍ ଅଭିଯୋଗ
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବିଶ୍ୱପ୍ରସିଦ୍ଧ ଭାବେ ପରିଗଣିତ। ଏହି ମହୋତ୍ସବକୁ ମିଳୁଥିବା ସରକାରୀ ଅନୁଦାନକୁ ଏଥର ନୂଆ ଭାଜପା ସରକାର ୧୦ଲକ୍ଷ ଟଙ୍କାରୁ ୧କୋଟିକୁ ବୃଦ୍ଧି କରିଛନ୍ତି। କେବଳ ସେତିକି ନୁହେଁ, ଅନ୍ୟ ବର୍ଷ ଅପେକ୍ଷା…
ରାକ୍ଷସୀ, ରାକ୍ଷସ ନିଧନରେ କଂସ ମର୍ମାହତ
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ପଞ୍ଚମ ଦିବସରେ ଗୋପପୁରରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଏବଂ ମଥୁରାନଗରୀରେ ମଥୁରାଧିପତି କଂସଙ୍କ ଦୃଶ୍ୟାଭିନୟ ବେଶ୍ ଚିତ୍ତାକର୍ଷକ ଥିଲା। ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ବାହାରି ମଥୁରା ପରିଭ୍ରମଣ କରିଥିଲେ।…
ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ:ଆଜିଠୁ ପ୍ରବାସୀ ଭାରତୀୟ ଦିବସ
ଭୁବନେଶ୍ୱର,୮ା୧(ଅନିଲ ଦାସ):ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସର ବିଷୟ ବସ୍ତୁ ରହିଛି ‘ବିକଶିତ ଭାରତ ଗଠନରେ ପ୍ରବାସୀ ଭାରତୀୟଙ୍କ ଯୋଗଦାନ’। ଏଥିରେ ଯୋଗଦେବାକୁ ବିଶ୍ୱର କୋଣ ଅନୁକୋଣରେ ବାସ…
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ ନିର୍ମାଣ କରିବେ କେନ୍ଦ୍ର ସରକାର; ଝିଅ PM ମୋଦିଙ୍କୁ କହିଲେ ଥ୍ୟାଙ୍କ ୟୁ…
ନୂଆଦିଲ୍ଲୀ,୭।୧: ନିକଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ପରଲୋକ ପରେ ତାଙ୍କ ସ୍ମୃତିରେ ସ୍ମାରକୀ ନିର୍ମାଣ କରିବା ଲାଗି କଂଗ୍ରେସ ଦାବି କରିଆସୁଛି। ଏହାକୁ ନେଇ ଗତ ଦୁଇ ସପ୍ତାହ ଧରି ବିବାଦ ଲାଗି ରହିଛି। ଏସବୁ ମଧ୍ୟରେ କେନ୍ଦ୍ର…
ମିଳିଗଲେ ଚାହତଙ୍କ ପ୍ରେମିକ?କ’ଣ ୨୧ ଲକ୍ଷ ପାଇବେ ଏହି ବଲିଉଡ୍ ଅଭିନେତା…
ବମ୍ବେ: ଆଜିକାଲି ବିବାଦୀୟ ରିଆଲିଟି ଶୋ’ ‘ବିଗ୍ବସ’ ଖୁବ୍ ଚର୍ଚ୍ଚାରେ। ଫିନାଲେକୁ ଆଉ କିଛି ଦିନ ବାକି ଥିବା ବେଳେ ପ୍ରତିଯୋଗୀମାନେ ନିଜ ନିଜର ଗେମ୍ ଖେଳୁଛନ୍ତି। ଏମିତିରେ ପ୍ରତିଯୋଗୀ ଚାହତ ପାଣ୍ଡେଙ୍କ ମା’ ବିଗ୍ବସ୍ ଟିମ୍କୁ ଏକ ଚ୍ୟାଲେଞ୍ଜ ଦେଇଥିଲେ।…
ଫିଟ୍ ହୋଇଗଲେଣି, ତଥାପି NCAରେ କାହିଁକି ଅଛନ୍ତି ଶାମି? ପ୍ରଶ୍ନ ଉଠାଇଲେ ପଣ୍ଟିଂ-ଶାସ୍ତ୍ରୀ
ନୂଆଦିଲ୍ଲୀ,୭।୧: ଫିଟ୍ ହୋଇଗଲେଣି ଭାରତର ଦ୍ରୁତ ବୋଲର ମହମ୍ମଦ ଶାମି। ତଥାପି ତାଙ୍କୁ ଦଳରେ ନିଆଯାଉନାହିଁ। ନିକଟରେ ଶେଷ ହୋଇଥିବା ବର୍ଡର ଗାଭାସ୍କର ଟ୍ରଫିର ଦ୍ୱିତୀୟ ଭାଗରେ ତାଙ୍କୁ ଦଳରେ ସାମିଲ କରାଯାଇପାରେ ବୋଲି ଆଶା କରାଯାଉଥିଲା। ଏପରି ହୋଇଥିଲେ ଦଳର…
ଲଣ୍ଡନ ନା ଭାରତ? ଟିମ୍ ଇଣ୍ଡିଆରୁ ଅଲଗା ହୋଇ କୁଆଡେ ଯାଉଛନ୍ତି ବିରାଟ କୋହଲି…
ନୂଆଦିଲ୍ଲୀ,୭।୧: ଭାରତର ଅଷ୍ଟ୍ରେଲିଆ ଗସ୍ତ ଶେଷ ହୋଇଛି। ଏଣୁ ଯଥାଶୀଘ୍ର ଖେଳାଳିମାନେ ଭାରତ ଫେରିବାକୁ ଚାହୁଁଛନ୍ତି। ଏମିତିରେ ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ମଙ୍ଗଳବାର ଅଷ୍ଟ୍ରେଲିଆରୁ ଫେରିବେ। ହେଲେ ବାକି ଖେଳାଳିମାନେ ପରେ ଭାରତ ଆସିବେ। ଦିନକ ପୂର୍ବରୁ…

