ରୂପାନ୍ତରୀକରଣ ପାଇଁ ଅନେକ ଲକ୍ଷ ଟଙ୍କା ବରବାଦ
ଖଣ୍ଡପଡ଼ା,୫ା୭(ଅଜୟ କୁମାର ମହାରଣା): କଣ୍ଟିଲୋ କୁଞ୍ଜ ବିହାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅସୁରକ୍ଷିତ ଘୋଷଣା କରାଯାଇଛି। ଆବଶ୍ୟକ ଶ୍ରେଣୀଗୃହ ଅଭାବ ଯୋଗୁ ଛାତ୍ରୀମାନଙ୍କୁ ସେକ୍ସନରେ ବିଭକ୍ତ କରା ନ ଯାଇ ଏକାଠି ଗୋଟିଏ ଶ୍ରେଣୀରେ ବସାଇ ପାଠ ପଢ଼ା ଯାଉଥିବାରୁ ନାନା…
ସରକାରଙ୍କ ବଡ଼ ନିଷ୍ପତ୍ତି: ଓଡ଼ିଆରେ ହେବ ଡାକ୍ତରୀ ପାଠପଢ଼ା
ଭୁବନେଶ୍ୱର,୫ା୭(ବନ୍ଦନା ସେଠୀ):ରାଜ୍ୟରେ ଓଡ଼ିଆ ଭାଷାରେ ଡାକ୍ତରୀ ପାଠ ପଢାଯିବ। ଏଥିପାଇଁ କେଉଁସବୁ ବ୍ୟବସ୍ଥା ଆପଣାଯିବ ତାହା ସ୍ଥିର କରିବା ପାଇଁ ରାଜ୍ୟ ସରକାର ଏକ ୨୨ଜଣିଆ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଏମ୍ବିବିଏସ୍ କୋର୍ସ ପାଇଁ ଆବଶ୍ୟକ ପାଠ୍ୟପୁସ୍ତକକୁ ଓଡ଼ିଆରେ ଅନୁବାଦ…
ମୌସୁମୀ ବର୍ଷା ବିଳମ୍ବ ସତ୍ତ୍ୱେ ଚାଷକାର୍ଯ୍ୟ ଆରମ୍ଭ
ପଟ୍ଟାମୁଣ୍ଡାଇ,୫ା୭ (କଳ୍ପତରୁ ନାୟକ): ଚାଷ ଓ ଚାଷୀଙ୍କ ପାଇଁ ରାଜ୍ୟଠାରୁ ଆରମ୍ଭ କରି କେନ୍ଦ୍ର ସରକାର ପର୍ଯ୍ୟନ୍ତ ଅନେକ ଯୋଜନା ପ୍ରଣୟନକରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଚାଷୀଙ୍କ ପାଇଁ ଯୋଜନାରେ ବିହନ, ସାର ଯୋଗାଇଦେବାକୁ ପ୍ରତିଶ୍ରୁତି ମଧ୍ୟ ଦେଉଛନ୍ତି।…
ରତ୍ନଭଣ୍ଡାର ଖୋଲିବା ନେଇ ବଡ଼ ଘୋଷଣା କଲେ ଆଇନମନ୍ତ୍ରୀ:୧୬ ଜଣିଆ କମିଟି ଗଠନ
ଭୁବନେଶ୍ୱର,୫ା୭(ଅନିଲ ଦାସ):ଖୁବ୍ଶୀଘ୍ର ଶ୍ରୀଜୀଉଙ୍କ ରତ୍ନଭଣ୍ଡାର ଖୋଲିବ। ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଏ ନେଇ ଗୁରୁବାର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଓଡ଼ିଶା ହାଇକୋର୍ଟର ପୂର୍ବତନ…
ଟିମ୍ ଇଣ୍ଡିଆକୁ ମିଳିଲା ୧୨୫ କୋଟି ଟଙ୍କା ପୁରସ୍କାର: ଭାଷଣରେ ଭାବପ୍ରବଣ ହେଲେ କୋହଲି
ମୁମ୍ବାଇ,୪ା୭: ଟି୨୦ କ୍ରିକେଟ ବିଶ୍ୱକପ୍ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ବିଜୟ ପରେଡ୍ ହୋଇଥିଲା। ପରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ରୋହିତ ଶର୍ମାଙ୍କ ଦଳକୁ ୧୨୫ କୋଟି ଟଙ୍କାର ଚେକ୍ ଦିଆଯାଇ ସମ୍ବର୍ଦ୍ଧିତ କରା ଯାଇଥିଲା। ଭାରତୀୟ ଖେଳାଳିମାନେ…
ଏହି ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ!
ଭୁବନେଶ୍ୱର, ୪।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୦୬ ବ୍ୟାଚ ଆଇଏଏସ ମନୋଜ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇପାରେ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ…
ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଏହି ଅଧିକାରୀଙ୍କୁ ମିଳିଲା ନିଯୁକ୍ତି
ଭୁବନେଶ୍ୱର, ୪।୭: ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୨ ବ୍ୟାଚ ଆଇଏଏସ୍ ଗଣେଶ୍ୱର ଜେନାଙ୍କୁ ନିଯୁକ୍ତ ଦିଆଯାଇଛି । ଆଜି ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।…
ଲକ୍ଷ ଲକ୍ଷ ପ୍ରଶଂସକଙ୍କ ଭିଡ ଭିତରେ ହଠାତ୍ ବସରୁ ଓହ୍ଲାଇ ଷ୍ଟାଡିୟମକୁ ଦୌଡିଲେ ରୋହିତ ଶର୍ମା, ଦେଖନ୍ତୁ ଭିଡିଓ
ମୁମ୍ବାଇ,୪।୭: ଯେତେବେଳେ ଭାରତୀୟ କ୍ରିକେଟ ଟିମ୍ ଟି -୨୦ ବିଶ୍ୱକପ ଜିତିବା ପରେ ପ୍ରଥମ ଥର ପାଇଁ ଦେଶର ମାଟିରେ ପାଦ ଦେଇଥିଲା, କ୍ରିକେଟ ପ୍ରଶଂସକମାନେ ସେମାନଙ୍କ ଚାମ୍ପିୟନଙ୍କୁ ଉପଯୁକ୍ତ ଢଙ୍ଗରେ ସ୍ବାଗତ କରିଥିଲେ। ପ୍ରଥମେ ଦିଲ୍ଲୀ ଏବଂ ପରେ ମୁମ୍ବାଇ,…
ରୁଷିଆ ହାତକୁ ଗଲା ୟୁକ୍ରେନର ଆଉ ଏକ ବଡ ସହର
କ୍ୱିଭ,୪।୭: ମାସ ମାସ ଧରି ଯୁଦ୍ଧ ପରେ ରୁଷିଆର ସୈନ୍ୟମାନେ ଶେଷରେ ୟୁକ୍ରେନର ଡୋନେସ୍କ ପ୍ରଦେଶର ଚାସିଭ ୟାର ସହରକୁ ଜିତି ଦେଇଛନ୍ତି। ଏହି ରଣନୈତିକ ଗୁରୁତ୍ୱପୂର୍ଣ୍ଣ ସହରରୁ ୟୁକ୍ରେନ ନିଜର ସେନା ପ୍ରତ୍ୟାହାର କରିବାକୁ ଘୋଷଣା କରିଛି। ବୁଧବାର ରାତିରେ…
ଟି-୨୦ ବିଶ୍ୱକପ ଟ୍ରଫିକୁ କାହିଁକି ହାତ ଲଗାଇଲେ ନାହିଁ ମୋଦି? ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଟିମ୍ ଦ୍ୱିତୀୟ ଥର ପାଇଁ ଟି -୨୦ବିଶ୍ୱକପ ଚାମ୍ପିୟନ ହୋଇଛି। ଏହି ବିଶ୍ୱକପ ଟ୍ରଫି ନେଇ ରୋହିତ ଶର୍ମାଙ୍କ ବ୍ରିଗେଡ ସ୍ବଦେଶ ଆସିଛି। ଭାରତ ଆସିବା ପରେ ଟିମ ଇଣ୍ଡିଆ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟଛି।…
ଜେଲରୁ ବାହାରିବାର ୭ଦିନ ପରେ କେମିତି ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ, ଜାଣନ୍ତୁ…
ରାଞ୍ଚି,୪।୭: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା-କଂଗ୍ରେସ-ଆରଜେଡି ମିଳିତ ମଞ୍ଚର ନୂତନ ନେତା ହେମନ୍ତ ସୋରେନ ପୁଣି ଥରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହେମନ୍ତ ସୋରେନ ତୃତୀୟ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି।…
ମେରାଇନ ଡ୍ରାଇଭ ହେଲା ଜନ ସମୁଦ୍ର ପ୍ରଶଂସକ କହିଲେ, ରୋହିତ ଶର୍ମା ଡାକିଲେ, ଆଉ ଆମେ ଆସିଗଲୁ…
ମୁମ୍ବାଇ,୪।୭: ‘ଆମେ ଆପଣଙ୍କ ସହିତ ଏହି ମୁହୂର୍ତ୍ତକୁ ଉପଭୋଗ କରିବାକୁ ଚାହୁଁଛୁ, ତେଣୁ ମେରାଇନ ଡ୍ରାଇଭକୁ ଆସନ୍ତୁ …’। ବିଶ୍ୱ ବିଜୟ ପରେ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା କେବଳ ଏହି ବାର୍ତ୍ତା ଦେଇଛନ୍ତି। ଏବଂ ଯେତେବେଳେ ସେ ସ୍ବଦେଶ…
Archives


