ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…
ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି ୪ଜଣ ସମିତିସଭ୍ୟ। ଏହାକୁ ନେଇ ଜିଲାର ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।…
ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା
ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍ରେ ରହିଥିବା ବାଫଳିମାଳି, ଶାଶୁବୋହୂମାଳି, ସିଜିମାଳି, କୋଡ଼ିଙ୍ଗାମାଳି ସମେତ ପ୍ରାୟ ପର୍ବତମାଳାରେ ରହିଛି ମୂଲ୍ୟବାନ୍ ବକ୍ସାଇଟ।…
ହାଉସ୍ଓ୍ବାଇଫ୍ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…
ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ ଯୋଗଦାନ ଦେବାକୁ ଚାହାଁନ୍ତି। ଭଲ ଖବର ହେଉଛି ଗୃହିଣୀମାନଙ୍କୁ ଆଗକୁ ବଢ଼ିବା ପାଇଁ…
ଟି୨୦ ବିଶ୍ୱକପ୍ ପୂର୍ବରୁ ସନ୍ନ୍ୟାସ ନେଇ ଚମକାଇଲେ ଏହି କ୍ରିକେଟର, ୧୭ ବର୍ଷ କ୍ୟାରିୟରରେ…
ନୂଆଦିଲ୍ଲୀ,୨୭।୧: ୨୦୨୬ ଟି୨୦ ବିଶ୍ୱକପ୍କୁ ଆଉ କିଛି ଦିନ ବାକି। ଏମିତିରେ ସନ୍ନ୍ୟାସ ନେଇ ଚମକାଇଛନ୍ତି ଜଣେ କ୍ରିକେଟର। ସେ ହେଲେ କେନ୍ ରିଚାର୍ଡସେନ। ଏହି ବୋଲରଜଣଙ୍କ ୨୦୨୧ରେ ଟି୨୦ ବିଶ୍ୱକପ୍ ଜିତିଥିବା ଅଷ୍ଟ୍ରେଲିଆ ଦଳର ଅଂଶ ଥିଲେ। ୩୪ ବର୍ଷୀୟ…
ଯମଜ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି ଏହି ଯୁବତୀ, ଗର୍ଭବତୀ ହେଲେ…
ସୋସିଆଲ ମିଡିଆରେ ବେତେବେଳେ ଏପରି ଘଟଣା ସାମ୍ନାକୁ ଆସେ ଯାହା ଲୋକଙ୍କୁ କେବଳ ଚକିତ କରେ ନାହିଁ ବରଂ ଭାବିବାକୁ ବାଧ୍ୟ କରେ। ଥାଇଲାଣ୍ଡରେ ଏପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଆଜିକାଲି ଚହଳ ସୃଷ୍ଟି କରୁଛି। ଉତ୍ତର-ପୂର୍ବ ଥାଇଲାଣ୍ଡର ଜଣେ ମହିଳା…
କ୍ରିକେଟ୍ ଜଗତରେ ପଡ଼ିଲା ଚହଳ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଇତିହାସ ରଚିଲା ଏହି ଦେଶ
ନୂଆଦିଲ୍ଲୀ,୨୭।୧: ସଂଯୁକ୍ତ ଆରବ ଏମିରେଟ୍ସ (UAE)ରେ ଇଟାଲୀ ଏବଂ ଆୟର୍ଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଇଟାଲୀ ଇତିହାସ ରଚିଛି। ଦୁବାଇର ସେଭେନ୍ସ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଇଟାଲୀ ଆୟର୍ଲାଣ୍ଡକୁ ପରାସ୍ତ କରି କ୍ରିକେଟ…
T20 World Cup: ସ୍କଟଲାଣ୍ଡ ଟିମରେ ସାମିଲ ଅଛନ୍ତି ପାକିସ୍ତାନ ଖେଳାଳି, ଉପୁଜିବ କି ବିବାଦ? ଜାଣନ୍ତୁ କ’ଣ କହୁଛି…
ନୂଆଦିଲ୍ଲୀ,୨୭।୧: କ୍ରିକେଟ ସ୍କଟଲାଣ୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଟ୍ରୁଡି ଲିଣ୍ଡବ୍ଲାଡ ପାକିସ୍ତାନୀ ଜନ୍ମିତ ଦ୍ରୁତ ବୋଲର ସାଫିଆନ ସରିଫଙ୍କ ସମେତ ଖେଳାଳିଙ୍କ ପାଇଁ ଭିଜା ବିଳମ୍ବ ସମ୍ପର୍କରେ ଚିନ୍ତାକୁ ଖାରଜ କରିଛନ୍ତି। ଲିଣ୍ଡବ୍ଲାଡ ବିଶ୍ୱାସ ପ୍ରକାଶ କରିଛନ୍ତି ଯେ ସ୍କଟିସ ଦଳ ୨୦୨୬…
ଏହା କେବଳ ଆରମ୍ଭ ମାତ୍ର…କାହିଁକି ଏମିତି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଅନ୍ତର୍ଜାତୀୟ କ୍ରିକେଟରେ ୧୦ ବର୍ଷ ପୂରଣ କରିବା ପରେ ଏକ ଭାବପ୍ରବଣ ପ୍ରତିକ୍ରିୟା ଦେଇଛନ୍ତି। ହାର୍ଦ୍ଦିକ ଏହାକୁ ତାଙ୍କ କ୍ୟାରିୟରର ଶେଷ ନୁହେଁ, ବରଂ ଏକ ନୂତନ ଆରମ୍ଭ ବୋଲି…
ଏହି ଗାଁରେ ବ୍ୟାନ ହେଲା ‘ଲଭ ମ୍ୟାରେଜ’, ନିୟମ ନ ମାନିଲେ ଦମ୍ପତ୍ତିଙ୍କ ସହ ପରିବାର ସଦସ୍ୟଙ୍କୁ ମିଳିବ ଏମିତି ଦଣ୍ଡ
ରତଲାମ,୨୭।୧: ମଧ୍ୟପ୍ରଦେଶର ରତଲାମ ଜିଲାର ପଞ୍ଚେଭା ଗାଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଗାଁ ଲୋକେ ଏକ ‘ତୁଗଲକି ନିୟମ’ ଜାରି କରିଛନ୍ତି ଯାହା ଦ୍ୱାରା କେବଳ ସେମାନଙ୍କ ଇଚ୍ଛା ବିରୁଦ୍ଧରେ ବିବାହ କରୁଥିବା ପୁଅ ଏବଂ ଝିଅଙ୍କୁ ନୁହେଁ,…
ଗର୍ଭବତୀ ବୋହୂଙ୍କୁ ନିଆଁ ଲଗାଇ ମାରିଦେଲେ ଶାଶୁଘର ଲୋକେ, ସୁନା ଚେନ୍ ଦେଇନଥିଲେ ବୋଲି..
ପାଟନା, ୨୭।୧: ବିହାରର ନାଳନ୍ଦା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଗର୍ଭବତୀ ମହିଳାଙ୍କୁ ଜୀଅନ୍ତା ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି। ଶ୍ୱଶୁର ଘର ଲୋକଙ୍କ ନାଁରେ ଅଭିଯୋଗ ହୋଇଥିବା ବେଳେ ସେମାନେ ଫେରାର ଥିବା…
୫ ଦିନିଆ କାର୍ଯ୍ୟସପ୍ତାହ ଦାବିରେ ବ୍ୟାଙ୍କ କର୍ମଚାରୀଙ୍କ ଧାରଣା, ଗୁଣୁପୁରରେ ସମର୍ଥନ…
ଗୁଣୁପୁର, ୨୭।୧ (ସଂକେତ ପାତ୍ର): ସପ୍ତାହକୁ ୫ ଦିନ କାର୍ଯ୍ୟସପ୍ତାହ ଓ ୨ ଦିନ ସାପ୍ତାହିକ ଛୁଟି ଦାବିରେ ଆଜି ସାରା ଦେଶରେ ବ୍ୟାଙ୍କ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହାକୁ ଗୁଣୁପୁର ଅଞ୍ଚଳର ସମସ୍ତ ବ୍ୟାଙ୍କ ସମର୍ଥନ ଜଣାଇଛନ୍ତି ।…
ICC ନାଁରେ ଗମ୍ଭୀର ଅଭିଯୋଗ ଆଣିଲା ବାଂଲାଦେଶ: ଟି-୨୦ ବିଶ୍ୱକପ୍ରୁ ୧୦୦ରୁ ଅଧିକ ସାମ୍ବାଦିକ ବିଦା
ନୂଆଦିଲ୍ଲୀ,୨୭।୧: ICC T20 ବିଶ୍ୱକପ ୨୦୨୬କୁ ନେଇ ବିବାଦ ଥମିବାର ନାଁ ଧରୁନି। ପ୍ରଥମେ ବାଂଲାଦେଶକୁ ଟୁର୍ନାମେଣ୍ଟରୁ ବାଦ ଦେବା ଏବଂ ସ୍କଟଲାଣ୍ଡକୁ ସୁଯୋଗ ଦେବାର ନିଷ୍ପତ୍ତି ଆଲୋଚନାର ବିଷୟ ଥିଲା। ବାଂଲାଦେଶୀ ଗଣମାଧ୍ୟମରେ ଏହି ଖବର ପ୍ରକାଶ ପାଇଛି। ରିପୋର୍ଟ…
Archives


