Home

ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ! ନିୟମରେ ବଡ଼ ପରିବର୍ତ୍ତନ କଲେ ଓମ ବିର୍ଲା

ନୂଆଦିଲ୍ଲୀ,୪।୭: ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ। ଏନେଇ ନିୟମରେ ହୋଇଛି ବଡ଼ ପରିବର୍ତ୍ତନ। ଲୋକ ସଭା ବାଚସ୍ପତି ଓମ ବିର୍ଲା ଏଥିପାଇଁ ନିୟମରେ ବଡ଼ ସଂଶୋଧଡ଼ କରିଛନ୍ତି। ନବ ନିର୍ବାଚିତ ଏମପିମାନେ ଶପଥ ଗ୍ରହଣ କରିବା ଦେଇଥିବା ସ୍ଲୋଗାନକୁ ଦୃଷ୍ଟିରେ…

ପାଣ୍ଡ୍ୟାଙ୍କ ସହ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ମନର କଥା କହିଦେଲେ ନତାଶା

ଅଭିନେତ୍ରୀ ତଥା ମଡେଲ ନତାଶା ଷ୍ଟାନକୋଭିକ ଏବଂ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଧ୍ୟରେ ଛାଡପତ୍ରର ଗୁଜବ ଅନେକ ଦିନ ହେବ ଚର୍ଚ୍ଚାରେ ରହିଛି। ଏସବୁ ଭିତରେ ନତାଶା ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ତାଙ୍କର ଏହି ପୋଷ୍ଟ ପୁଣିଥରେ ଉଭୟଙ୍କ…

ରାସ୍ତା ମଝିରେ ଭାଙ୍ଗଡା ଡ୍ୟାନ୍ସ କଲେ ସୂର୍ଯ୍ୟକୁମାର, ଆଶ୍ଚର୍ଯ୍ୟ ହୋଇଗଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୪।୭: ଆଜି ସାରା ଭାରତ ଉତ୍ସବମୁଖର। କାରଣ ଟି୨୦ ବିଶ୍ୱକପ ଧରି ଭାରତ ପହଞ୍ଚିଛି ଟିମ୍‌ ଇଣ୍ଡିଆ। ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ସେଲିବ୍ରେଶନ ହେବାକୁ ଯାଉଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀ…

ମୋଦିଙ୍କ ରୁଷିଆ ଗସ୍ତ ପୂର୍ବରୁ ପାକିସ୍ତାନକୁ ବଡ଼ ଅଫର୍‌ ଦେଲା ରୁଷିଆ

ନୂଆଦିଲ୍ଲୀ/ମସ୍କୋ,୪।୭:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆରେ ପହଞ୍ଚିବା ପୂର୍ବରୁ ମଧ୍ୟ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ବଡ଼ ଗେମ୍‌ ଖେଳିଛନ୍ତି। ସେ ଭାରତର ଶତ୍ରୁ ପାକିସ୍ତାନକୁ ଏକ ଅଫର ଦେଇଛନ୍ତି। କାଜାଖସ୍ତାନରେ ଚାଲିଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ପୁଟିନ ପାକିସ୍ତାନ…

ଆସାମରେ ବନ୍ୟା ବିତ୍ପାତ, ୧୬ଲକ୍ଷ ଲୋକ ପ୍ରଭାବିତ

ନୂଆଦିଲ୍ଲୀ,୪।୭: ଆସାମର ବନ୍ୟା ସ୍ଥିତି ଭୟଙ୍କର ହେଲାଣି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି। ବନ୍ୟା ବିତ୍ପାତ ଯୋଗୁ ୧୯ଟି ଜିଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା…

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ ଥିବା ସୁଯୋଗରେ କେହି ଦୃର୍ବୁତ୍ତ ଛାତ୍ରୀଙ୍କ ଆଖିକୁ ଏକ ଲୁଗାରେ ବାନ୍ଧିବା ସହ ହଟାଗୋଡ଼କୁ…

୮୦,୦୦୦ ଛୁଇଁଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୪।୭ (ଅଭୟ ଦାଶ): ପ୍ରଥମ ଥର ପାଇଁ ଭାରତୀୟ ଷ୍ଟକ୍‌ ଏକ୍ସଚେଞ୍ଜ ଏକ ଐତିହାସିକ ସଫଳତା ହାସଲ ସହ ନୂତନ ରେକର୍ଡ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାରରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ…

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ଏହାକୁ ନେଇ ଏବେ ଦ୍ୱିତୀୟ ସ୍ତ୍ରୀ ଚିନ୍ତାରେ ପଡିଯାଇଛନ୍ତି। ଏଭଳି ଦେଖିବାକୁ…

ଟେଲି ଷ୍ଟାର୍‌ କ୍ରିଷ୍ଟଲ, କରନଙ୍କୁ ଇଡି ଜେରା

ମୁମ୍ବାଇ, ୪।୭: ଟଙ୍କା ବଦଳରେ ଅନ୍‌ଲାଇନ ଫରେକ୍ସ ଟ୍ରେଡିଂ ଆପ୍‌ ‘ଅକ୍ଟାଏଫ୍‌ଏକ୍ସ’ ପାଇଁ ପ୍ରଚାର ଅଭିଯୋଗରେ ଟେଲି ଷ୍ଟାର୍‌ କ୍ରିଷ୍ଟଲ ଡିସୁଜା ଓ କରନ ଓ୍ବାହିଙ୍କୁ ଇଡି ବୁଧବାର ପଚରାଉଚରା କରିଛି। ଜେରାରେ ବେଆଇନ ଅନ୍‌ଲାଇଲ ବିଦେଶୀ ଟ୍ରେଡିଂ ମାମଲାରେ ଉଭୟ…

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ ଅପେକ୍ଷା କରିଛନ୍ତି ଏହି ଦିନକୁ। ହେଲେ ଦେବସ୍ନାନ ପୂର୍ଣ୍ଣିମା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଣସର ବା…

ଦେଶୀ ନାଁରେ ବିକ୍ରି ହେଉଛି ଅପମିଶ୍ରିତ କ୍ଷୀର, ଦହି, ଘିଅ

ଅସ୍ତରଙ୍ଗ,୪।୭(ପ୍ରଦୀପ୍ତ କୁମାର ଦୀକ୍ଷିତ)ଘରେ ଗାଈ ନାହିଁ, କିନ୍ତୁ ଘରକୁ ଘର ବୁଲି ଯୋଗାଇ ଦେଉଛନ୍ତି କ୍ଷୀର, ଦହି, ଘିଅ, ପନିର। କେତେକ ଦୋକାନରେ ବି ଦେଶୀ ନଁାରେ ବେଧଡକ ବେପାର ଚାଲିଛି। ଏସବୁ ଅସଲି କି ନକଲି ଜାଣିବା ସାଧାରଣଲୋକଙ୍କ ପାଇଁ…

ହାଥରସ୍‌ ଦଳାଚକଟା ପଛରେ ଷଡ଼ଯନ୍ତ୍ର: ଭୋଲେ ବାବାଙ୍କ ଓକିଲ

ହାଥରସ୍‌,୪।୭: ହାଥରସ୍‌ ଦଳାଚକଟା ପଛରେ ଅସାମାଜିକ ତତ୍ତ୍ୱଙ୍କ ହାତ ରହିଛି ବୋଲି ଭୋଲେ ବାବାଙ୍କ ଓକିଲ ଏ.ପି. ସିଂ ଅଭିଯୋଗ ଆଣିଛନ୍ତି। ସତ୍‌ସଙ୍ଗ ବେଳେ ଭୋଲେ ବାବାଙ୍କ ପାଦ ଛୁଇଁବାକୁ ନେଇ ଅନୁଗାମୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବାରୁ ଏଭଳି ସ୍ଥିତି ଉପୁଜିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri