Home

ଛାଡପତ୍ର ଚର୍ଚ୍ଚା ମଧ୍ୟରେ ମଦ ନିଶାରେ ଟଳୁଛନ୍ତି ଚହଲ: ଭାଇରାଲ ହେଉଛି ଭିଡ

ନୂଆଦିଲ୍ଲୀ,୬।୧: ଟିମ ଇଣ୍ଡିଆର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଖୁବ୍‌ଶୀଘ୍ର ଛାଡପତ୍ର ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। କିନ୍ତୁ ଦୁହେଁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଥିବା ଚହଲଙ୍କ ଏକ…

ଭାରତ ସହ ତୁତୁମେମେ ଭିତରେ ବାଂଲାଦେଶ ନେଲା ବଡ ନିଷ୍ପତ୍ତି! ଏହି କାର୍ଯ୍ୟକ୍ରମକୁ କଲା ରଦ୍ଦ

ଢାକା,୬।୧: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ରବିବାର (ଜାନୁୟାରୀ ୫) ଭାରତରେ ଯୋଜନା କରାଯାଇଥିବା ନ୍ୟାୟିକ ତାଲିମ କାର୍ଯ୍ୟକ୍ରମ ବାତିଲ କରିବାକୁ ଘୋଷଣା କରିଛି। ଏହି କାର୍ଯ୍ୟକ୍ରମ ଅଧୀନରେ ଆସନ୍ତା ମାସ ୧୦ ଫେବୃଆରୀରେ ମଧ୍ୟପ୍ରଦେଶରେ ଅବସ୍ଥିତ ନ୍ୟାସନାଲ ଜୁଡିସିଆଲ ଏକାଡେମୀ ଅଫ…

ସଡ଼କ ସୁରକ୍ଷା ସଚେତନତା: ଦ୍ରୁତଗତିରେ ଗାଡ଼ି ନ ଚଳାଇବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ସଭାଗୃହଠାରେ ସଡ଼କ ସୁରକ୍ଷା ସପ୍ତାହ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ତହସିଲଦାର ନମିତା ପ୍ରଧାନ, ଏମ୍‌ଭିଆଇ ପ୍ରଶାନ୍ତ କୁମାର ଦାସଙ୍କ…

ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ ଖସୁଛି ପାରଦ ବଢୁଛି ଶୀତ। ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ, ଦିନ…

ରାଗିଗଲେ ରାଜ୍ୟପାଳ: ଗୃହ ଛାଡି ପଳାଇଲେ

ଚେନ୍ନାଇ,୬।୧:ବିଧାନସଭା ଅଧିବେଶନରେ ଜାତୀୟ ସଂଗୀତକୁ ଅପମାନିତ ହେବା ଦେଖି ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି କ୍ରୋଧିତ ହୋଇ ବିଧାନସଭା ଅଧିବେଶନକୁ ସମ୍ବୋଧନ ନ କରି ଗୃହରୁ ବାହାରିଥିଲେ। ତାମିଲନାଡୁ ବିଧାନସଭାର ୨୦୨୫ ବର୍ଷର ପ୍ରଥମ ବିଧାନସଭା ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି।…

୬୬ ବର୍ଷ ପୂର୍ବରୁ ପୃଥିବୀରେ ଅଛି HMPV Virus, ଅଣଦେଖା କରିବାରୁ ନେଉଛି ପ୍ରତିଶୋଧ! ଜାଣନ୍ତୁ ଏହା କେତେ ଭୟଙ୍କର

ବେଜିଂ/ନୂଆଦିଲ୍ଲୀ,୬।୧: ବିଶ୍ୱରେ ଅନେକ ପ୍ରକାରର ଭାଇରସ ଅଛନ୍ତି, ସେଥିମଧ୍ୟରୁ କେତେକ ବିପଜ୍ଜନକ ହୋଇଥିବାବେଳେ କେତେକ କମ କ୍ଷତିକାରକ। ଏହି ଜୀବାଣୁ ଉପରେ ଅଧ୍ୟୟନ କରିବା ପରେ ବୈଜ୍ଞାନିକମାନେ ଟିକା ତିଆରି କରନ୍ତି ଯାହା ଦ୍ୱାରା ଏହାର ମୁକାବିଲା କରାଯାଇପାରିବ। ତଥାପି, ସେଠାରେ…

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ।…

ସାରା ବିଶ୍ୱରେ ଖେଳିଗଲା ଆତଙ୍କ: ଆଉ ୨ ଦେଶକୁ ବ୍ୟାପିଲା ଚାଇନାର ଏଚ୍‌ଏମ୍‌ପିଭି ଭାଇରସ୍‌

ବେଜିଂ,୬।୧: କୋଭିଡ-୧୯ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାଏକ ନୂତନ ସ୍ବାସ୍ଥ୍ୟ ସଙ୍କଟ ଦେଇ ଗତି କରୁଛି। ଏଥର ଚାଇନାରେ ହ୍ୟୁମାନ ମେଟାପ୍ନୁମୋଭାଇରସ (ଏଚ୍‌ଏମ୍‌ପିଭି) ଭାଇରସ୍‌ ଦ୍ରୁତ ଗତିରେ ବ୍ୟାପିବା ଆରମ୍ଭ କରିଛି। କେବଳ ଚାଇନାରେ ନୁହେଁ ପଡୋଶୀ ଦେଶରେ…

ଚମକାଇ ଦେବ ଖବରଦାତା ମୁକେଶଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଲିଭର ହୋଇଥିଲା ୪ ଖଣ୍ଡ…

ରାୟପୁର,୬।୧: ଛତିଶଗଡ଼ର ବିଜାପୁର ଜିଲାରେ ସାମ୍ବାଦିକ ମୁକେଶ ଚନ୍ଦ୍ରକରଙ୍କ ପୋଷ୍ଟ ମର୍ଟମ ରିପୋର୍ଟ ଜାରି କରାଯାଇଛି, ଯାହା ହୃଦୟ ବିଦାରକ। କଣ୍ଟ୍ରାକ୍ଟର ସୁରେଶ ଚନ୍ଦ୍ରକରଙ୍କ ଦ୍ୱାରା ମୁକେଶ ଚନ୍ଦ୍ରକରଙ୍କୁ ହତ୍ୟା କରାଯାଇ ଏକ ସେପ୍ଟିକ ଟାଙ୍କିରେ କବର ଦିଆଯାଇଥିଲା। ମୁକେଶଙ୍କ ପୋଷ୍ଟ…

ମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁ

ମହାକାଳପଡ଼ା, ୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପୂର୍ବତନ ଟ୍ରଷ୍ଟିଙ୍କ ଫଲ୍ସ ରସିଦ ହିସାବ ତଦନ୍ତ ବେଳେ ଧରାପଡ଼ିଛି। ୨୦୧୪ ମସିହାରୁ ମା’ଙ୍କ ମନ୍ଦିର ଟ୍ରଷ୍ଟି ଭାବେ ଜଣେ ବ୍ୟକ୍ତିଙ୍କୁ ଦାୟିତ୍ୱ ଦିଆଯାଇଥିଲା। ହେଲେ ପ୍ରତିବର୍ଷ…

କ୍ରିକେଟ୍‌ରେ ଇତିହାସ ରଚିଲେ ପାକିସ୍ତାନ ଯୋଡ଼ି: ଭାଙ୍ଗିଲା ୨୨ ବର୍ଷର ରେକର୍ଡ

କେପଟାଉନ,୬।୧: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ କେପଟାଉନରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ଶାନ ମାସୁଦ ଏବଂ ପୂର୍ବତନ ଅଧିନାୟକ ବାବର ଆଜାମ ଚମତ୍କାର ପ୍ରଦର୍ଶନ…

ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଚାଲିଥିବା ବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆଉ ଏକ ୩ଦିନିଆ ବାଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?