Home

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଲଙ୍ଗଳେଶ୍ୱର ଗୋସେଇଁ ପାଟଣା ସାହିର ରସାୟନ ମଲ୍ଲିକ ହନୁମାନ ମନ୍ଦିରରେ ବସିଥିବାବେଳେ ସେହି ଗ୍ରାମର…

ମିଛ କହିଛନ୍ତି ରାଜନାଥ, ରାହୁଲ ଗାନ୍ଧୀ ଦେଲେ ପ୍ରମାଣ

ନୂଆଦିଲ୍ଲୀ,୩।୭: ବିରୋଧୀ ଦଳ ଲଗାତାର ଅଗ୍ନିବୀର ଯୋଜନାକୁ ନେଇ କେନ୍ଦ୍ରରେ ମୋଦି ସରକାରଙ୍କୁ ଘେରୁଛନ୍ତି। ସୋମବାର ମଧ୍ୟ ଲୋକସଭାରେ ଏ ସମ୍ପର୍କରେ ବିତର୍କ ହୋଇଥିଲା। ଅଗ୍ନିବୀର ମାମଲାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭଗବାନ ଶିବଙ୍କ ଫଟୋ ଦେଖାଇ ଲୋକ…

ରଥଯାତ୍ରା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା, ରାଜ୍ୟରେ ଗଡ଼ିବ ଏତିକି ଟ୍ରେନ୍‌

ପୁରୀ,୩ା୭: ପୁରୀ ରଥଯାତ୍ରା ପାଇଁ ରାଜ୍ୟରେ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌। ବିଶ୍ୱପ୍ରସିଦ୍ଧ ଏହି ରଥଯାତ୍ରା ପାଇଁ ୩୧୫ରୁ ଊର୍ଦ୍ଧ୍ୱ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ପୂର୍ବତଟ ରେଳପଥ ପକ୍ଷରୁ ରାଜ୍ୟ ସହ ପଡ଼ୋଶୀ ରାଜ୍ୟରୁ ପୁରୀକୁ ଟ୍ରେନ୍‌ ଚଳାଚଳ କରିବା ପାଇଁ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀର ଦାଶଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର, ୩।୭(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସର ତଥା ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁବିକାଶ ବିଭାଗର ଅଣ୍ଡର ସେକ୍ଟ୍ରେଟାରି ସମୀର ଦାଶ ଯିଏ କି ପୂର୍ବରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସରରେ ନିଯୁକ୍ତି ପାଇଥିଲେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନୂଆ…

‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାଇ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୩ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ୨ ମାଓବାଦୀ ବୁଧବାର ଆତ୍ମସମର୍ପଣ କରଛନ୍ତି । ଏ ସମ୍ପର୍କରେ ସୁକ୍‌ମା ପୋଲିସ ଦେଇଥିବା ସୂଚନା ଅନୁଯାୟୀ, ସୁକ୍‌ମା ଜିଲା କୋଣ୍ଟା ଅଞ୍ଚଳର ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ…

କର୍ମଚାରୀଙ୍କ ଦରମା ବଢ଼ାଇବାରୁ ଦୋକାନୀଙ୍କୁ ଜେଲ

ନେପିଡୋ,୩।୭:ମ୍ୟାନ୍‌ମାରରେ ଜଣେ ଦୋକାନୀ ତାଙ୍କ କର୍ମଚାରୀଙ୍କ ଦରମା ବୃଦ୍ଧି କରିଥିବାରୁ ତାଙ୍କୁ ଜେଲ ପଠାଯାଇଛି। ମ୍ୟାନ୍‌ମାରର ମୁଦ୍ରାସ୍ଫୀତି ବୃଦ୍ଧି ପାଉଥିବା ବେଳେ ଉକ୍ତ ଦୋକାନୀ ଜଣକ ନିଜ କର୍ମଚାରୀଙ୍କ ବେତନ ବୃଦ୍ଧି କରିଥିଲେ। ତେଣୁ ଦେଶର ସାମରିକ ସରକାରଙ୍କ ସୈନିକମାନେ ‘ପ୍ୟାଏ…

ବିଶ୍ୱଚାମ୍ପିୟନ୍‌ ଖେଳାଳିଙ୍କୁ କରାଯିବ ଜୋରଦାର ସ୍ବାଗତ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ଲାଇଭ୍‌ ଶୋ’

ନୂଆଦିଲ୍ଲୀ,୩।୭: ଭାରତୀୟ ଦଳ ଟି-୨୦ ବିଶ୍ୱକପ ଟାଇଟଲ ଜିତିଛି। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ୧୭ ବର୍ଷ ପରେ ଟିମ ଇଣ୍ଡିଆ ଟାଇଟଲ ହାସଲ କରିଛି। ଚାମ୍ପିୟନ୍‌ ହେବାପେରେ ଟିମ ଇଣ୍ଡିଆ ଜୁଲାଇ ୪ରେ ଭାରତରେ ପହଞ୍ଚିବ। ଟିମ ଇଣ୍ଡିଆକୁ…

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ କୌଣସି ଅସ୍ଥାୟୀ ନିର୍ମାଣ ପାଇଁ ମଧ୍ୟ ଅନୁମତି ମିଳିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି…

ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଲା ମୃତଦେହ

ଚିତ୍ରକୋଣ୍ଡା,୩ା୭(କ୍ଷୀରୋଦ ବେହେରା): ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଛି ମୃତଦେହ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଟନେଲକ୍ୟାମ୍ପ ପଞ୍ଚାୟତ ଅନ୍ତର୍ଭୁକ୍ତ ଡାଇକ ଓ୍ବାନ୍‌ ଗ୍ରାମରେ। ମିଳିଥିବା ସୂଚନାନୁଯାୟୀ, ଡାଇକ ଓ୍ବାନ୍‌ ଗ୍ରାମର ଲକ୍ଷ୍ମଣ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ: ଏହି ତାରିଖରେ ଖେଳାଯାଇପାରେ ମ୍ୟାଚ୍‌

ନୂଆଦିଲ୍ଲୀ,୩।୭: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ମାର୍ଚ୍ଚ ୧ରେ ଖେଳାଯିବାର ସମ୍ଭାବନା ରହିଛି। ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନ କ୍ରିକେଟ ବୋର୍ଡ ଭାରତ ଏବଂ ପାକିସ୍ତାନ…

ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା

ହାଥରସ୍‌,୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍‌ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ ଅଧିକ ଚିନ୍ତାଦାୟକ ଆତ୍ମଘୋଷିତ ଭୋଲେ ବାବାଙ୍କ ଯୌନ କେଳେଙ୍କାରୀ। ଉକ୍ତ ବାବାଙ୍କ ନାଁରେ ଯୌନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri