Home

କେଶ ଝଡ଼େ, ହେଲେ ନିଶ ଦାଢ଼ି ଝଡ଼େନା କାହିଁକି? ଜାଣନ୍ତୁ…

କେଶ ଝଡ଼ିବା ଏବେ ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଯାହାକୁ ଦେଖିବ ସେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ କେବେ ଭାବିଛନ୍ତି କି କେଶ ସିନା ଝଡ଼େ ହେଲେ ନିଶ ଦାଢ଼ି ଓ ଶରୀରର ଲୋମ ଝଡ଼ି ନ…

ସମୁଦ୍ରରେ ପାଟ୍ରୋଲିଂବେଳେ ସ୍ପିଡ୍‌ ବୋଟ୍‌ରୁ ଖସିପଡ଼ିଲେ ପୋଲିସ କର୍ମଚାରୀ, ଭିଡିଓ ଦେଖିଲେ…

ଭୋଗରାଇ,୫ା(ପ୍ରଦୀପ ଦାସ): ବର୍ଷ ଆରମ୍ଭରୁ ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗ ଦୀଘାରେ ଲକ୍ଷ ଲକ୍ଷ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଏଥି ନିମନ୍ତେ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପୁରୁଣା ଦୀଘାଠାରୁ ଓଡ଼ିଶା ସୀମାନ୍ତ ଉଦୟପୁର ପର୍ଯ୍ୟନ୍ତ ପୋଲିସ ପାଟ୍ରୋଲିଂ ବୋଟ୍‌ ପ୍ରଶାସନ ପକ୍ଷରୁ ନିୟୋଜନ…

ଭାରତର ନାଁ ନେଇ ପାକିସ୍ତାନକୁ ସତର୍କ କରାଇଲା ତାଲିବାନ

କାବୁଲ,୫।୧: ଦୀର୍ଘ ଦିନ ଧରି ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ବିବାଦ ଏକ ପ୍ରମୁଖ ପ୍ରସଙ୍ଗ ହୋଇଆସୁଛି ଯାହା ନିକଟ ଅତୀତରେ ଗଭୀର ହେବାରେ ଲାଗିଛି। ନିକଟରେ ପାକିସ୍ତାନ ଆଫଗାନିସ୍ତାନ ଭିତରେ ଆତଙ୍କବାଦୀ ଶିବିର ଉପରେ ଏୟାର ଷ୍ଟ୍ରାଇକ କରି…

ହାରିବା ପରେ ପ୍ରେସ କନଫରେନ୍ସରେ ପହଞ୍ଚିଲେ ଗମ୍ଭୀର, ଜାଣନ୍ତୁ କାହାକୁ କଲେ ଦୋଷାରୋପ

ନୂଆଦିଲ୍ଲୀ,୫।୧: ୨୦୨୪-୨୫ରେ ବର୍ଡର-ଗାଭାସ୍କର ଟ୍ରଫିରେ ଟିମ ଇଣ୍ଡିଆକୁ ୩-୧ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଲା। ସିରିଜର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଖେଳାଯାଇଥିଲା ଯେଉଁଥିରେ ଆୟୋଜକ ଅଷ୍ଟ୍ରେଲିଆ ୬ ୱିକେଟରେ ଜିତିଥିଲା। ଏବେ ସିରିଜରେ ପରାଜୟ ପରେ ଟିମ ଇଣ୍ଡିଆର…

କୃଷି ଓଡ଼ିଶାରେ ଯୋଗ ଦେବାକୁ ୬୦ ଚାଷୀ ଗଲେ ଭୁବନେଶ୍ୱର

ଜୁନାଗଡ଼,୫ା୧(ସୁନୀଲ କୁମାର ସିଂହ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଗତ ୩ ତାରିଖଠାରୁ କୃଷି ଓଡିଶା କାର୍ଯ୍ୟକ୍ରମ ଚାଲୁଛି। ଏହି ପରିପ୍ରେକ୍ଷୀରେ ରବିବାର ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଜୁନାଗଡ଼ ବ୍ଲକର ୬୦ ଜଣ ଚାଷୀ (ଉଭୟ ମହିଳା…

ଦୁଲୁକିଲା ରାଜଧାନୀ, ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର ଯାଏ ମଉଜମସ୍ତିର ଆସର

ଭୁବନେଶ୍ୱର,୫।୧:ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର । ଜମିଛି ନୃତ୍ୟ ଗୀତର ଆସର। ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋରେ ମସଗୁଲ ରାଜଧାନୀବାସୀ । ପଥପ୍ରାନ୍ତରେ ନାଚ, ଗୀତ, ଚିତ୍ରକଳା, ସାଂସ୍କୃତିକ କାର୍ଯ୍ୟକ୍ରମ ମଜା…

‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି, କ୍ରୀଡ଼ା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ଗ୍ରାମ୍ୟ ଉନ୍ନୟନ, ପାନୀୟଜଳ, ପଞ୍ଚାୟତିରାଜ ମନ୍ତ୍ରୀ ରବି…

ଜୋତାରେ କ’ଣ ‘ସ୍ୟାଣ୍ଡପେପର୍‌’ ଲୁଚାଇଥିଲେ ବୁମ୍‌ରା? ଭାଇରାଲ ହେଉଥିବା ଭିଡିଓ ପଛର ସତ କ’ଣ…

ସିଡନୀ,୪।୧: ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆ ଉପରେ ଚାପ ବଢ଼ୁଥିବା ଦେଖି ଅଷ୍ଟ୍ରେଲୀୟ ପ୍ରଶଂସକ ଏବେ ଜସପ୍ରିତ ବୁମ୍‌ରାଙ୍କୁ ଟାର୍ଗେଟ କରାଯାଉଛି। ଏହି କ୍ରମରେ ବୁମ୍‌ରାଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ସେ ନିଜର ଜୋତା ଖୋଲି ତାକୁ ଠିକ୍‌ କରି…

ଅବିନାଶଙ୍କ ପାଇଁ ଚାହତଙ୍କୁ ଫସାଇଦେଲେ ବିଗ୍‌ବସ୍‌, ଖୋଲିଲା ସିକ୍ରେଟ୍‌ ଡେଟିଂ ଲାଇଫ୍‌

ମୁମ୍ବାଇ: ରିଆଲିଟି ଶୋ’ରେ ବର୍ଷିଲେ ସଲମାନ ଖାନ୍‌। ପ୍ରତିଯୋଗୀ ଚାହତ ପାଣ୍ଡେଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସୃଷ୍ଟି ହେଲା ଝଡ଼। କିଛି ଏଭଳି ଘଟଣାକୁ ନେଇ ଚର୍ଚ୍ଚାରେ ‘ବିଗ୍‌ ବସ୍‌ ୧୮’। ଶନିବାର ଓ୍ବିକେଣ୍ଡ ଓ୍ବାର୍‌ ଏପିସୋଡ ପୂର୍ବରୁ ଏଭଳି ଟ୍ରେଲର…

ଚାଇନାରେ ବଢୁଛି hMPV ଭୂତାଣୁର ପ୍ରଭାବ! ଭାରତ ରଖିଛି କଡା ନଜର, ଜାରି ହେଲା ଗାଇଡଲାଇନ

ନୂଆଦିଲ୍ଲୀ,୪।୧: ଚାଇନାରେ ହ୍ୟୁମାନ ମେଟାନିମୋଭାଇରସ (hMPV) ର ଦ୍ରୁତ ବିସ୍ତାର ଭୟକୁ ଆହୁରି ବଢାଇ ଦେଇଛି ଯେ ଏହା କରୋନା ଜୀବାଣୁ ପରି ମହାମାରୀ ରୂପ ନେଇପାରେ। ଭାରତରେ ମଧ୍ୟ ଏହା ଉପରେ କଡା ନଜର ରଖାଯାଉଛି। ଅତ୍ୟାଧୁନିକ ବିକାଶରେ ତେଲଙ୍ଗାନା…

ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କୁ ବଳାତ୍କାର କଲେ ପୋଲିସ ଅଧିକାରୀ!

ବେଙ୍ଗାଲୁରୁ,୪।୧: କର୍ନାଟକର ତୁମକୁରୁ ଜିଲାର ମଧୁଗୁରି ସବ ଡିଭିଜନର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ବି ରାମଚନ୍ଦ୍ରପ୍ପା ଜଣେ ମହିଳାଙ୍କ ସହ ଆପତ୍ତିଜନକ ବ୍ୟବହାର କରିଥିବାରୁ ତାଙ୍କୁ ନିଲମ୍ବିତ କରାଯାଇଛି। ଏକ ଭିଡିଓ ଭାଇରାଲ ହେବା ପରେ ଶୁକ୍ରବାର (ଜାନୁଆରୀ ୩, ୨୦୨୫)ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?