Home

ପିଲାଟିକୁ ଖାଦ୍ୟ ପ୍ରତି ଆଗ୍ରହ ସୃଷ୍ଟି କରାଇବାକୁ ଚାହୁଁଥିଲେ… ଆପଣାନ୍ତୁ ଏହି ଟିପ୍ସ

ପିଲାଟିକୁ ଜନ୍ମଦେବା ପରେ ତାହାର ଲାଳନପାଳନ ଦାୟିତ୍ୱ ମା’କୁ ହିଁ ନେବାକୁ ପଡ଼ିଥାଏ। କାରଣ ଶିଶୁଟିକୁ ଠିକ୍‌ ସମୟରେ ଖୁଆଇବା ସହ ତାହାର ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ୍‌ ହେବା ଉପରେ ଜନ୍ମଦାତ୍ରୀ ମା’କୁ ତୀକ୍ଷଣ ନଜର ରଖିବାକୁ ପଡ଼ିଥାଏ। ତେବେ ପିଲାଟିର…

ସିଲ୍‌ ହେଲା ବଲେ ବଲେ ଢାବା

ଧର୍ମଶାଳା,୨ା୭:ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସିଲ୍‌ ହୋଇଛି। ଏହାସହ ହୋଟେଲ୍‌ରେ ଥିବା ସମସ୍ତଙ୍କ ଆସବାବପତ୍ର ଖୋଲି ନିଆଯାଇଛି। ପୂର୍ବରୁ ପ୍ରଶାସନ ପକ୍ଷରୁ ସିଲ୍‌ ହେବା ନେଇ ନୋଟିସ୍‌ ଜାରି କରାଯାଇଥିଲା। ନେଉଳପୁରସ୍ଥିତ ଧର୍ମଶାଳା…

ଗଙ୍ଗାଜଳ ହାତରେ ଧରି ରାଣ ପକାଯାଏ…ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରି ଏମିତି କାହିଁକି କହିଲେ ଅଖିଳେଶ

ନୂଆଦିଲ୍ଲୀ,୨।୭: ସମାଜବାଦୀ ପାର୍ଟି (ଏସପି) ମୁଖ୍ୟ ଅଖିଳେଶ ଯାଦବ ମଙ୍ଗଳବାର ସଂସଦରେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ଅଖିଳେଶ ଯାଦବ ପ୍ରଥମେ ନୂତନ ଏମ୍‌ପିମାନଙ୍କୁ ସ୍ବାଗତ କରିଥିଲେ। ଭାଷଣ ଆରମ୍ଭ କରିବାର କିଛି ସମୟ ପରେ ସେ…

ପାଣ୍ଡିଆନଙ୍କ ସ୍ଥାନରେ ନବୀନଙ୍କ ବ୍ୟକ୍ତିଗତ ସଚିବ ଭାବେ ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨ା୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ସୂଚନାଯୋଗ୍ୟ, ନବୀନ…

ସିଜେଆଇ ଚନ୍ଦ୍ରଚୁଡଙ୍କ ଅଧ୍ୟକ୍ଷତାରେ ଗଠିତ ବେଞ୍ଚ କରିବ ନିଟ ସହ ଜଡିତ ସମସ୍ତ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୭: ନିଟ ୟୁଜି ପେପର ଲିକ ବିବାଦକୁ ନେଇ ଏକ ବଡ ଅପଡେଟ ଆସିଛି। ନିଟ ପରୀକ୍ଷା ସହ ଜଡିତ ସମସ୍ତ ମାମଲା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଏକ ବେଞ୍ଚ ଦ୍ୱାରା ଶୁଣାଣି ହେବ। ଏହା ସହ…

ରାହୁଲ ଗାନ୍ଧୀ ଜଣେ ଆତଙ୍କବାଦୀ..କହୁ କହୁ ଏମିତି କହିଦେଲେ ଅଠଓ୍ବାଲେ

ନୂଆଦିଲ୍ଲୀ,୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠଓ୍ବାଲେ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ସେ ରାହୁଲଙ୍କୁ ଆତଙ୍କବାଦୀ ବୋଲି କହିଛନ୍ତି। ଲୋକସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଗୃହରେ ହିନ୍ଦୁମାନଙ୍କ…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୭: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…

କେବେ ମିଳିବ ବର୍ଦ୍ଧିତ ଭତ୍ତା, ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨ା୭: ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି, ସେଥିପାଇଁ ପ୍ରସ୍ତୁତି ଚାଲିଛି।…

ଆମେ ଆସିଲେ ହଟାଇ ଦେବୁ ଇଭିଏମ: ଅଖିଳେଶ

ନୂଆଦିଲ୍ଲୀ,୨।୭: ମଙ୍ଗଳବାର ଲୋକ ସଭାରେ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ବିରୋଧୀ ଦଳର ନେତୃତ୍ୱ ନେଉଥିବାବେଳେ ନରେନ୍ଦ୍ର ମୋଦି ସରକାର ଉପରେ ଖୁବ ବର୍ଷିଛନ୍ତି। ଏହି ସମୟରେ ସେ ଇଭିଏମ ବିଷୟରେ ମଧ୍ୟ ପ୍ରଶ୍ନ ଉଠାଇଥିଲେ ଏବଂ କହିଥିଲେ ଯେ…

ଲାଗୁ ହେଲା ନୂଆ ନିୟମ, ନାତୁଣୀ-ନାତିଙ୍କ ଯତ୍ନ ନେବା ପାଇଁ ଜେଜେମା-ଜେଜେଙ୍କୁ ମିଳିବ ଛୁଟି

କୋପେନହେଗନ,୨।୭: ସୋମବାର ସ୍ବିଡେନ ନୂତନ ପିତୃତ୍ୱ ନିୟମ ଲାଗୁ କରିଛି। ଏହା ଅଧୀନରେ, ଜେଜେମା-ଜେଜେବାପାମାନେ ଶିଶୁ ଜନ୍ମର ପ୍ରଥମ ବର୍ଷରେ ତିନିମାସ ପର୍ଯ୍ୟନ୍ତ ନାତି ନାତୁଣୀଙ୍କ ଯତ୍ନ ନେବା ପାଇଁ ଦରମା ସହିତ ପିତୃତ୍ୱ ଛୁଟି ପାଇପାରିବେ। ସ୍ବିଡେନର ୩୪୯ସିଟ ବିଶିଷ୍ଟ…

କ’ଣ ପାଇଁ ମାଟି ଖାଇଥିଲେ ରୋହିତ ଶର୍ମା, ନିଜେ କଲେ ଖୁଲାସା

ନୂଆଦିଲ୍ଲୀ,୨।୭: ଭାରତ ଟି-୨୦ ବିଶ୍ୱକପ୍‌ ଚାମ୍ପିଅନ୍‌ ହୋଇଛି। ଟୁର୍ନାମେଣ୍ଟର ଟାଇଟଲ ମ୍ୟାଚ ବାର୍ବାଡୋସର କେନ୍ସିଙ୍ଗଟନ ଓଭାଲରେ ଖେଳାଯାଇଥିଲା। ଭାରତୀୟ ଦଳ ଚାମ୍ପିଅନ୍‌ ହେବାପରେ ପିଚ୍‌ ମାଡି ଖାଇଥିଲେ। ଏହାକୁ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ଏହାକୁ ରୋହିତ ଶର୍ମା ଏହା ଉପରେ…

ଜିମ୍ବାଓ୍ବେ ଗସ୍ତରେ ବାହାରିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨।୭: ଭିଭିଏସ ଲକ୍ଷ୍ମଣଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଜିମ୍ବାୱେ ଗସ୍ତରେ ଯାଇଛି। ବିସିସିଆଇ ଭାରତୀୟ ଖେଳାଳିଙ୍କ କିଛି ଫଟୋ ଶେୟାର କରିଛି। ଏଥିରେ ଭିଭିଏସ ଲକ୍ଷ୍ମଣ, ରିଆନ ପରାଗ ଏବଂ ଅନ୍ୟାନ୍ୟ ଖେଳାଳି ନଜର ଆସିଛନ୍ତି। ଟି-୨୦ ବିଶ୍ୱକପ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri