ମୁଖ୍ୟମନ୍ତ୍ରୀଙ୍କୁ ପାଖରୁ ପାଇ ଗୁହାରି ଜଣାଇବା ବଡ଼କଥା
ଭୁବନେଶ୍ୱର,୨ା୭(ଅନିଲ ଦାସ):ଦୀର୍ଘବର୍ଷ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବା ଖବର ପ୍ରସାରିତ ହେବା ପରେ ସାରା ରାଜ୍ୟରୁ ନିଜର ସମସ୍ୟା ନେଇ ବହୁ ଲୋକ ରାଜଧାନୀକୁ ଛୁଟି ଆସିଥିଲେ । ସୋମବାର ସକାଳ ୯ଟାରୁ…
ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଏନ୍ବିଡବ୍ଲ୍ୟୁ ଜାରି
ମୁମ୍ବାଇ,୨।୭: ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି। ଏହି ଜାମିନବିହୀନ ୱାରେଣ୍ଟ ବିଜୟ ମାଲ୍ୟାଙ୍କ ବିରୋଧରେ ଭାରତୀୟ ଓଭରସିଜ ବ୍ୟାଙ୍କ ସହ ଜଡିତ ୧୮୦ କୋଟି ଟଙ୍କା ଋଣ…
ନୂଆ ଟିକସ ବୃଦ୍ଧିକୁ ନେଇ ହିଂସା: ଚାଲିଗଲା ୩୯ ଜୀବନ
ନାଇରୋବି,୨।୭:ନୂଆ ଟିକସ ବୃଦ୍ଧି ବିରୋଧରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ କରାଯାଉଛି। ଏହି ହିଂସାରେ ଏପର୍ଯ୍ୟନ୍ତ ଅତି କମରେ ୩୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ସପ୍ତାହରେ କେନିଆରେ ବିକ୍ଷୋଭକାରୀମାନେ ଏକ ନୂଆ ରାଉଣ୍ଡ ବିରୋଧ ପାଇଁ ପ୍ରସ୍ତୁତ ହେଉଛନ୍ତି ବୋଲି…
ଭାଜପା ଉପରେ ବର୍ଷିଲା ବିଜେଡି: ପ୍ରତିଶ୍ରୁତି ପ୍ରଥମ ପାଳନ କରୁ…
ଭୁବନେଶ୍ୱର,୨ା୭(ଅନିଲ ଦାସ):ରାଜ୍ୟରେ କ୍ଷମତାକୁ ଆସିବା ପରେ ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣକୁ ପ୍ରାଥମିକତା ଦିଆଯିବ ବୋଲି ଭାଜପା ସରକାର ସ୍ପଷ୍ଟ କରିଛନ୍ତି। ଯାହାକୁ ନେଇ ସୋମବାର ବିଜେଡି ପ୍ରତିକ୍ରିୟା ରଖିଛି। ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି, ଆଜି…
୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା
ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ସୋମବାର ବର୍ଷା କମିଛି। ମଙ୍ଗଳବାର କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,…
ଫିଟ୍ନେସ୍ ଚ୍ୟାଲେଞ୍ଜ ଜରିଆରେ ଡକ୍ଟର୍ସ ଡେ ପାଳିତ
ଭୁବନେଶ୍ୱର,୨।୭: (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏଚସିଜି ପଣ୍ଡା କ୍ୟାନସର ହସ୍ପିଟାଲ କଟକ ପକ୍ଷରୁ ଜାତୀୟ ଡାକ୍ତର ଦିବସ (ଡକ୍ଟର୍ସ ଡେ) ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲ ପକ୍ଷରୁ ପାହାଳସ୍ଥିତ ହୋଟେଲ ପାଲ ହାଇଟ୍ସ ମନ୍ତ୍ରାଠାରେ…
୭୬ତମ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍ସ ଡେ
ଭୁବନେଶ୍ୱର,୨।୭: (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ପ୍ରତିଷ୍ଠାନ ତଥା ଇନଷ୍ଟିଚ୍ୟୁଟ୍ ଅଫ୍ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍ସ ଅଫ୍ ଇଣ୍ଡିଆ (ଆଇସିଏଆଇ)ର ଭୁବନେଶ୍ୱର ଶାଖା ପକ୍ଷରୁ ସୋମବାର ୭୬ତମ ‘ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍ସ ଡେ’ ପାଳିତ ହୋଇଯାଇଛି। ଏପରିକି ଏହାର ଫାଉଣ୍ଡେଶନ୍ ଡେ ସହିତ ସିଏ…
ଜୁନ୍ରେ ଖସିଲା ୟୁପିଆଇ କାରବାର
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ (ୟୁପିଆଇ) କାରବାରର ପରିମାଣ ଏବଂ ମୂଲ୍ୟ ମେ’ ମାସ ତୁଳନାରେ ଜୁନରେ ସାମାନ୍ୟ ହ୍ରାସ ପାଇଛି। ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ ଅଫ ଇଣ୍ଡିଆ (ଏନପିସିଆଇ) ପକ୍ଷରୁ ସୋମବାର ମିଳିଥିବା ସରକାରୀ ତଥ୍ୟରେ ଦର୍ଶାଯାଇଛି ଯେ, ୟୁପିଆଇ…
ବିଓବି କଟକ କ୍ଷେତ୍ର ପକ୍ଷରୁ ରାଜଭାଷା ସଂଗୋଷ୍ଠୀ କାର୍ଯ୍ୟକ୍ରମ
ଭୁବନେଶ୍ୱର,୨।୭: (ଅଭୟ ଦାଶ): ବ୍ୟାଙ୍କ ଅଫ୍ ବରୋଦା(ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ଏବଂ ରେଭେନ୍ଶା ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗ(ତତ୍ତ୍ବାବଧାନ)ରେ ପ୍ରସିଦ୍ଧ ହିନ୍ଦୀ କବି ନାଗାର୍ଜୁନଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ରାଜଭାଷା ସଂଗୋଷ୍ଠୀ କାର୍ଯ୍ୟକ୍ରମ ସୋମବାର ରେଭେନ୍ଶା ବିଶ୍ୱବିଦ୍ୟାଳୟ…
ଖଣି ଅଞ୍ଚଳରୁ ହଟୁଛି ଘଡ଼େଇ ପରିବାରର ପତିଆରା
କାଳିଆପାଣି,୨ା୭(ଅସିତ୍ ମହନ୍ତ):ଶ୍ରମିକ ସଂଘ (ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ବା ଏସ୍ଆର୍ସିକେଏମ୍ଏସ୍) ପକ୍ଷରୁ କାଳିଆପାଣି ଖଣି ଅଞ୍ଚଳରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିବାବେଳେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇ ତାହା ଉପରେ ଲଗାମ ଲଗାଯାଇଛି।…
ପିଏମ୍ବିଆଇ ପକ୍ଷରୁ ଡାକ୍ତର ଦିବସ
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ଫାର୍ମାସ୍ୟୁଟିକାଲ୍ସ ଆଣ୍ଡ ମେଡିକାଲ ଡିଭାଇସେସ୍ ବ୍ୟୁରୋ ଅଫ୍ ଇଣ୍ଡିଆ(ପିଏମ୍ବିଆଇ) ପକ୍ଷରୁ ସୋମବାର ଜାତୀୟ ଡାକ୍ତର ଦିବସ ପାଳିତ ହୋଇଯାଇଛି। ଲୋକଙ୍କ ଜୀବନ ବଞ୍ଚାଉଥିବା ଡାକ୍ତରଙ୍କ ପ୍ରତି ସମ୍ମାନର୍ଥେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏ ଅବସରରେ ରୋହିଣୀସ୍ଥିିତ ଜେଡି ହସପିଟାଲରେ…
ବଲେ ବଲେ ଢାବାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ସିଲ୍ ହେବ ଢାବା
ଧର୍ମଶାଳା,୨ା୭ (ବଟକୃଷ୍ଣ ପରିଡା):ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ସିଲ୍ ହେବ ବୋଲି ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ସୋମବାର ସୂଚନା ଦେଇଛନ୍ତି। ନେଉଳପୁରସ୍ଥିତ ଧର୍ମଶାଳା ଭବନ ପରିସରରେ ଥିବା ଏହି ଢାବା ବେଆଇନ ଭାବେ ଚାଲିଥିବା ଦର୍ଶାଇ…
Archives


