Home

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ କୌଣସି ଅସ୍ଥାୟୀ ନିର୍ମାଣ ପାଇଁ ମଧ୍ୟ ଅନୁମତି ମିଳିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି…

ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଲା ମୃତଦେହ

ଚିତ୍ରକୋଣ୍ଡା,୩ା୭(କ୍ଷୀରୋଦ ବେହେରା): ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଛି ମୃତଦେହ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଟନେଲକ୍ୟାମ୍ପ ପଞ୍ଚାୟତ ଅନ୍ତର୍ଭୁକ୍ତ ଡାଇକ ଓ୍ବାନ୍‌ ଗ୍ରାମରେ। ମିଳିଥିବା ସୂଚନାନୁଯାୟୀ, ଡାଇକ ଓ୍ବାନ୍‌ ଗ୍ରାମର ଲକ୍ଷ୍ମଣ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ: ଏହି ତାରିଖରେ ଖେଳାଯାଇପାରେ ମ୍ୟାଚ୍‌

ନୂଆଦିଲ୍ଲୀ,୩।୭: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ମାର୍ଚ୍ଚ ୧ରେ ଖେଳାଯିବାର ସମ୍ଭାବନା ରହିଛି। ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନ କ୍ରିକେଟ ବୋର୍ଡ ଭାରତ ଏବଂ ପାକିସ୍ତାନ…

ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା

ହାଥରସ୍‌,୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍‌ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ ଅଧିକ ଚିନ୍ତାଦାୟକ ଆତ୍ମଘୋଷିତ ଭୋଲେ ବାବାଙ୍କ ଯୌନ କେଳେଙ୍କାରୀ। ଉକ୍ତ ବାବାଙ୍କ ନାଁରେ ଯୌନ…

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ କାର୍‌ ପିଟି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା…

୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨ ଦିନ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ,…

ଦଳାଚକଟା ଘଟଣାରେ ଆସିଲା ଭୋଲେ ବାବାଙ୍କ ପ୍ରଥମ ପ୍ରତିକ୍ରିୟା

ହାଥରସ୍‌,୩ା୭:ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଛି। ତେବେ ଏହି ଅଘଟଣ ପରେ ସତ୍‌ସଙ୍ଗ କରୁଥିବା ଭୋଲେ ବାବା ଭାବେ…

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଲକାନଗିରିର ବିକାଶରେ ବିଧାୟକ ଭାବେ ଆଦିତ୍ୟଙ୍କ ବଳିଷ୍ଠ ଯୋଗଦାନ…

ପୁଣି ମାତିଲେ ଦନ୍ତା ହାତୀ: ଘର ଭାଙ୍ଗିବା ସହ ବ୍ୟାପକ ଫସଲ କଲେ ନଷ୍ଟ, ଲୋକେ ଆତଙ୍କିତ

ବାଲିଗୁଡା,୩।୭(ସଞ୍ଜୟ କୁମାର ପାଣିଗ୍ରାହୀ):ଦୀର୍ଘ ଦିନ ଧରି ହାତୀପଲ ଘୁମୁସର ଉଦୟଗିରି ବନାଞ୍ଚଳର କଳିଙ୍ଗା ସେକ୍ସସନରେ ଉପଦ୍ରବ କରିବା ସହ ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ୨୫ ଟିକିଆ ହାତୀପଲରୁ ୨୩ଟି ଏହି ଅଞ୍ଚଳ ଛାଡି ଟିକାବାଲି ବନାଞ୍ଚଳ ଦେଇ ପଳେଇଥିବା ବେଳେ ଅନ୍ୟ…

ଅବକାରୀ ଚଢ଼ାଉ, ୩ ଗିରଫ

ମୋରଡ଼ା,୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତିନିଜଣଙ୍କୁ ଗିରଫ କରିଛି। ଅବକାରୀ ଅଧିକାରୀ ବ୍ରଜମୋହନ ମଲ୍ଲିକଙ୍କ ସୂଚନା ମୁତାବକ ମୋରଡ଼ା ବ୍ଲକ ଅଧୀନ କାନ୍ଦଣା,ଭୁରୁଙ୍ଗାଶୋଳ,ମରୁଡିହି ଗ୍ରାମରେ ଅବକାରୀ ବିଭାଗ ଚଢ଼ାଉ କରି…

ଭାରତର ଦେଶୀ ଟୁଇଟର୍‌ ‘କୁ’ ବନ୍ଦ: ବିରାଟ କୋହଲିଙ୍କ ସମେତ ବଡ଼ ବଡ଼ ରାଜନେତା କରୁଥିଲେ ବ୍ୟବହାର

ନୂଆଦିଲ୍ଲୀ,୩।୭: ଏଲନ ମସ୍କଙ୍କ ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଏକ୍ସ (ପୁରୁଣା ନାମ ଟୁଇଟର୍‌) ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଭାରତର ହୋମଗ୍ରାଉଣ୍ଡ ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ‘କୁ’(KOO) ଆରମ୍ଭ କରାଯାଇଥିଲା। ଏକ ସମୟ ଥିଲା ଯେତେବେଳେ ଏହି ଦେଶୀ ଟୁଇଟରର ଲୋକପ୍ରିୟତା ଭାରତରେ…

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ପରଲୋକ

ମାଲକାନଗିରି,୩ା୭: ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବୁଧବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ କିଡ୍‌ନୀ ଜନିତ ରୋଗରେ ପୀଡ଼ିତ ଥିଲେ। ଆଜି ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ସମଗ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri