Home

ଆଇପିଏଲ ୨୦୨୫ ଯାଏଁ ଖେଳିବେ ଧୋନି!

ନୂଆଦିଲ୍ଲୀ,୨୩।୫: ଯେତେବେଳେ ମେ ୧୮ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ହରାଇବା ପରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳକୁ ଆଇପିଏଲ ୨୦୨୪ ରୁ ହଟାଗଲା, ଅନେକ ଲୋକ ଭାବିଲେ ଏହା ଏମଏସ ଧୋନିଙ୍କ ଶେଷ ମ୍ୟାଚ । ଅନେକ ସମୀକ୍ଷକ ଏହାକ ନେଇ…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର, ଶନିବାର ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର,୨୩।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର। ଏବେ କଡ଼ା ନଜରରେ ମତଦାନ ପ୍ରକ୍ରିୟା । ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ଜଣ ଭୋଟର ମୋଟ ୪୪୭…

ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନଡ୍ଡା, କରିବେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଶୀର୍ଷ ନେତୃତ୍ୱଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିବେ । ବୈଠକରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ପ୍ରଭାରୀ ସୁନୀଲ ବଂଶଲ ଯୋଗଦେବେ। ଏଥିସହିତ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ…

ପତ୍ନୀ-ସନ୍ତାନଙ୍କଠାରୁ ଆରମ୍ଭ କରି ମା’ବାପାଙ୍କ ଯାଏ…୭ ପ୍ରକାର ପେନସନ ଦେଇଥାଏ EPFO, ଜାଣନ୍ତୁ କିଭଳି ମିଳିବ ଲାଭ 

ନୂଆଦିଲ୍ଲୀ,୨୩।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ନିଜର ସଦସ୍ୟଙ୍କ ପାଇଁ ପେନସନ ସୁବିଧା ଦେଇଥାଏ, ଏହା ଅବସର ନେବା ପରେ ଆପଣଙ୍କ ନିୟମିତ ଦରମା ପାଲଟିଥାଏ। ତେବେ ଇପିଏଫ୍‌ଓ ଇପିଏସ୍‌-୧୯୯୫ ନାମରେ ଏକ ପେନସନ ଯୋଜନା ଚଳାଇଥାଏ, ଯାହାକି ଅନେକ ପ୍ରକାର…

ଭାଜପା ସରକାରକୁ ଆସିଲେ କିଏ ହେବେ ମୁଖ୍ୟମନ୍ତ୍ରୀ, କହିଲେ ନଡ୍ଡା

ଭୁବନେଶ୍ୱର,୨୩।୫: ଏରସମା ସଭାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ଓଡ଼ିଶାରେ ନେତା ସୃଷ୍ଟି ହେବା ବନ୍ଦ ହୋଇଗଲାଣି। ଏବେ ଓଡ଼ିଶାରେ ପ୍ରଶାସନ କିଏ ଚଳାଉଛି ବୋଲି ସେ ପ୍ରଶ୍ନ କରିଛନ୍ତି। ପାଇପ ରାସ୍ତାକାମ…

ମୁହାଁମୁହିଁ ହେଲେ ଲେଖାଶ୍ରୀ-ପ୍ରତାପ ଷଡଙ୍ଗୀ, ସଭାମଞ୍ଚରେ ଦେଲେ ବଡ଼ ଆହ୍ବାନ

ବାଲେଶ୍ୱର,୨୩।୫: ମୁହାଁମୁହିଁ ହୋଇଛନ୍ତି ବିଜେଡି ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର ଓ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ। ଲେଖାଶ୍ରୀଙ୍କ ଭଣ୍ଡବାବା ମନ୍ତବ୍ୟ ପ୍ରସଙ୍ଗରେ ଜବାବ ଦେବା ସହ ନିର୍ବାଚନୀ ସଭାମଞ୍ଚରେ ଖୋଲା ଆହ୍ବନ ଦେଇଛନ୍ତି। ଲେଖାଶ୍ରୀଙ୍କୁ ତାଙ୍କ…

୨୫ ତାରିଖରେ ମତଦାନ କରିବାକୁ ଜିଲାପାଳଙ୍କ ନିବେଦନ

ଭୁବନେଶ୍ୱର,୨୩ା୫(ଅସମାପିକା ସାହୁ): ଖୋର୍ଦ୍ଧା ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ୍‌ ଗ୍ରହଣ ହେବ। ଭାରତର ଶ୍ରେଷ୍ଠ ଗଣତାନ୍ତ୍ରିକ ବ୍ୟବସ୍ଥା ଏବଂ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ମତଦାନ କରିବାର ଅଧିକାର ପ୍ରଦାନ କରିଛି। ଅନେକ ସଂଗ୍ରାମ ପରେ ଏ ଦେଶ ସ୍ବାଧୀନତା ହାସଲ…

ବାକି ଟଙ୍କା ନ ଶୁଝି ଚା’ ସିଗାରେଟ କିଣୁଥିଲେ ଯୁବକ, ଦୋକାନୀ ବିରୋଧ କରିବାରୁ କରିଦେଲେ ହତ୍ୟା

ଅଗରତାଲା,୨୩।୫: ତ୍ରିପୁରାର ଅଗରତାଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ଜଣେ ଚା ’ଦୋକାନୀଙ୍କୁ ଏକ ଇଟା ଦ୍ୱାରା ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ…

ଭାରତ ନିଜର ସୁନା ଇଂଲଣ୍ଡରେ କାହିଁକି ରଖିଥାଏ? ଦେଶର ରାଜକୋଷରେ ଅଛି ଏତିକି ଟନ୍‌ ସୁନା…

ନୂଆଦିଲ୍ଲୀ,୨୩।୫: ଦେଶକୁ ସଙ୍କଟରୁ ମୁକ୍ତ କରିବାର ସବୁଠାରୁ ବଡ ମାଧ୍ୟମ ହେଉଛି ସୁନା। ଏଥିପାଇଁ ଗୋଲ୍ଡ ରିଜର୍ଭ(ସୁନା ସଂରକ୍ଷଣ) ପ୍ରସ୍ତୁତ କରାଯାଇଥାଏ। ଭାରତରେ ମଧ୍ୟ ସୁନା ସଂରକ୍ଷିତ ହୋଇ ରହିଛି, ଯାହା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ନିୟନ୍ତ୍ରିତ।…

ଫର୍ମ ୧୭ କ’ଣ, ଯାହାର ଡାଟା ଅପ୍‌ଲୋଡ କରୁନାହାନ୍ତି ନିର୍ବାଚନ କମିଶନ? ଏବେ ପ୍ରଶ୍ନ ଉଠାଇଲେ ସିବ୍ବଲ 

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନର ୫ ପର୍ଯ୍ୟାୟର ମତଦାନ ଶେଷ ହୋଇଛି। ସମସ୍ତ ଦଳ ବାକିଥିବା ୨ ପର୍ଯ୍ୟାୟ ମତଦାନ ଲାଗି ପ୍ରସ୍ତୁତି ଜୋରଦାର କରୁଛନ୍ତି। ଏସବୁ ମଧ୍ୟରେ ଲଗାତାର ଭାବେ ନିର୍ବାଚନ କମିଶନ ଅଭିଯୋଗ ଏବଂ ବିବାଦକୁ ଆସୁଥିବା ଦେଖାଯାଉଛି।…

ଭାରତ-ପାକିସ୍ତାନ ଟିକେଟ୍‌ ମୂଲ୍ୟ ଆକାଶଛୁଆଁ: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନ୍ୟୁୟର୍କ,୨୩।୫: ଆଉ ମାତ୍ର କିଛି ଦିନ ପରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବାକୁ ଯାଉଛି। ସାରା ବିଶ୍ୱରେ କ୍ରିକେଟ ପ୍ରଶଂସକମାନେ ଜୁନ ୯ରେ ନ୍ୟୁୟର୍କରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବହୁ ପ୍ରତୀକ୍ଷିତ ମ୍ୟାଚ୍‌କୁ ଅପେକ୍ଷା କରିଛନ୍ତି। ରାଜନୈତିକ ତିକ୍ତତା ହେତୁ…

ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…

ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଭେଟିବାକୁ ତାଙ୍କ ବାସଭବନକୁ ଯାଇଥିଲେ। ସେଠାରେ କର୍ମଚାରୀମାନେ ମୋତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri